Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Entertainment
All entertainment related news will be uploaded here
ବାନ୍ଧବୀ ଜାଗୃତି ଶୁକ୍ଲାଙ୍କୁ ବିବାହ କଲେ ପୂର୍ବତନ ସାଂସଦ ଅନୁଭବ ମହାନ୍ତି
ଓଡ଼ିଆ ଫିଲ୍ମର ସୁପର୍ଷ୍ଟାର ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତି ତାଙ୍କ ବାନ୍ଧବୀ ଜାଗୃତି ଶୁକ୍ଲାଙ୍କୁ ବିବାହ କରିଛନ୍ତି। ଗତକାଲି ସଂଧ୍ୟାରେ ଉଭୟ ପରିବାରର ସଦସ୍ୟ ଓ କିଛି ନିକଟତମ ବନ୍ଧୁଙ୍କ ଗହଣରେ ଦିଲ୍ଲୀ ତେଜରାଜ ନଗରସ୍ଥିତ ଜଗନ୍ନାଥ ମନ୍ଦିରରେ ସଂପନ୍ନ ହୋଇଛି ଏହି ବହୁ ଚର୍ଚ୍ଚିତ…
କୋରାପୁଟରେ ପୂର୍ବତନ ବିଶ୍ବସୁନ୍ଦରୀ ପ୍ରିୟଙ୍କା ଚୋପ୍ରା
ବଡ଼ ବଜେଟ୍ରେ ନିର୍ମାଣ ହେଉଥିବା ବହୁଭାଷୀ ଚଳଚ୍ଚିତ୍ର ଏସ୍ଏସ୍ଏମ୍ବି-୨୯ ଚଳଚ୍ଚିତ୍ରର ସୁଟିଂ କୋରାପୁଟ ଜିଲ୍ଲାରେ ଆରମ୍ଭ ହୋଇଛି। ଏଥିପାଇଁ ବିଶାଳ ସେଟ୍ ନିର୍ମାଣ ହୋଇଛି। ସୁଟିଂ ପାଇଁ ଚଳଚ୍ଚିତ୍ରର ନାୟିକା ତଥା ହଲିଉଡ୍ରେ କମାଲ କରିଥିବା ପୂର୍ବତନ ବିଶ୍ବସୁନ୍ଦରୀ ପ୍ରିୟଙ୍କା…
ବଲିଉଡ୍ରେ ଖୁବ୍ଶୀଘ୍ର ଡେବ୍ୟୁ କରିବାକୁ ଯାଉଛନ୍ତି ଅଭିନେତା ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର
ବଲିଉଡ୍ରେ ଖୁବ୍ଶୀଘ୍ର ଆଉ ଜଣେ ଷ୍ଟାର୍କିଡ୍ ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ହେଉଛନ୍ତି ଅଭିନେତା ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର। ଶନାୟା ତାଙ୍କର ଡେବ୍ୟୁ ଫିଲ୍ମ ‘ଆଖେଁ ଗୁଆଁ ଗୁସ୍ତାଖିଆଁ ’ର ଶୁଟିଂ ଆରମ୍ଭ କରିଛନ୍ତି। ଏନେଇ ସେ ତାଙ୍କ ଇନ୍ଷ୍ଟାଗ୍ରାମରେ ଫିଲ୍ମ ଶୁଟିଂ ଶେଟ୍ର ଏକ…
ଓଡ଼ିଶାର ସୁଦ୍ଧୃତି ପଡ଼ିହାରୀ ହେଲେ ‘ମିସ୍ ଡିଭା ଫ୍ୟାଶନ ଡିଜାଇନର’
ମୁମ୍ବାଇରେ ଶୁକ୍ରବାର ବିଳମ୍ବିତ ରାତିରେ ‘ଲିଭା ମିସ୍ ଡିଭା’ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେ ଆୟୋଜିତ ହୋଇଯାଇଛି। ଏହି ଗ୍ରାଣ୍ଡ୍ ଫିନାଲେରେ ମଡେଲ ଆୟୁଶ୍ରୀ ମଲିକ ‘ଲିଭା ମିସ୍ ଡିଭା ସୁପର ନ୍ୟାଶନାଲ ୨୦୨୪’ ଭାବେ କ୍ରାଉନ୍ ହାତେଇଥିବା ବେଳେ ବିପ୍ରା ମେହେଟ୍ଟା ‘ଲିଭା ମିସ୍ ଡିଭା…
ମୁମ୍ବାଇ ଛାଡିଲେ ଅନୁରାଗ କଶ୍ୟପ
ଅନୁରାଗ କଶ୍ୟପଙ୍କୁ ନେଇ ଏବେ ବଲିଉଡରେ ଖୁବ୍ ଚର୍ଟ୍ଟା । ତେବେ ଅନୁରାଗ ବଲିଉଡ୍କୁ କହିଛନ୍ତି ବାଏ ବାଏ । ସେ ବଲିଉଡ୍ ଛାଡିଦେଇଛନ୍ତି । ଯାହାକୁ ନେଇ ସବୁଠି ଚର୍ଚ୍ଚା ହେବା ସହ ଏହି ଖବର ଶୁଣି କିଛି ଲୋକ ଆଶ୍ଚର୍ଯ୍ୟ ହୋଇଛନ୍ତି । ସେ ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର,…
ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି
ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ କି ନାହିଁ, ତାହାର ପୂର୍ଣ୍ଣଛେଦ ପଡ଼ିଛି। ଏବେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଓଲିଉଡ ସୁପରଷ୍ଟାର।…
ଉର୍ବଶୀ ରାଉତେଲାଙ୍କୁ ‘ଉଦ୍ୟାନ’ ପୋଷାକରେ ହାସ୍ୟରସ କହି ଟ୍ରୋଲ କଲେ ଫ୍ୟାନ୍ସ
ଅଜବ ଗାଉନରେ ନଜର ଆସିଲେ ଉର୍ବସୀ । ସୋସିଆଲ ମିଡିଆରେ ହେଲେ ଟ୍ରୋଲ । ଉର୍ବସୀ ରୌତେଲା ଅନେକ ସମୟରେ ହାଇଲାଇଟ୍ସରେ ରହି ଆସିଛନ୍ତି । ନିଜର ଲୁକ୍ ପାଇଁ ହେଉ, କି ନିଜର ଷ୍ଟାଇଲିସ ଅନ୍ଦାଜ ପାଇଁ, ଅନେକ ସମୟରେ ସେ ଫ୍ୟାନ୍ସ ମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି | ହେଲେ ଏଥର ନିଜର…
ଅଭିନେତ୍ରୀ ରାନ୍ୟା ରାଓ ଦୁବାଇରୁ ଡ୍ରେସ୍ରେ ଲୁଚାଇ ସୁନା ଆଣୁଥିବାବେଳେ ଧରିଲା ପୋଲିସ
କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଗିରଫ କରିଛି ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ । ତାଙ୍କୁ ଅର୍ଥନୈତିକ ଅପରାଧ ଅଦାଲତରେ ହାଜର କରାଯାଇଥିଲା। ହାଜର…
ଏକାଠି ନଜର ଆସିଲେ ଦୁଇ ପୁରୁଣା ପ୍ରେମିଯୁଗଳ ଅକ୍ଷୟ କୁମାର-ଶିଳ୍ପା ସେଟ୍ଟୀ
ଏଚ୍ଟିର ଏକ ଆୱାର୍ଡ ଇଭେଣ୍ଟରେ ଏକାଠି ନଜର ଆସିଲେ ଅକ୍ଷୟ କୁମାର-ଶିଳ୍ପା ସେଟ୍ଟୀ 'ଚୁରାକେ ଦିଲ ତେରା' ଗୀତରେ ଡ୍ୟାନ୍ସ କରି ଦର୍ଶକଙ୍କ ମନ ଜିଣିଛନ୍ତି । ଯାହାର ଭିଡିଓ ଏବେ ଜୋରସୋରରେ ଭାଇରାଲ ହେବାରେ ଲାଗିଛି । ଦୀର୍ଘ ଦିନ ପରେ ନବେ ଦଶକର ଏହି ହିଟ୍ ଯୋଡ଼ିକୁ ପୁଣିଥରେ ଏକାଠି ଦେଖିବା…
ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ଅଭିନେତ୍ରୀ ମିକି ମ୍ୟାଡିସନଙ୍କୁ ଓସ୍କାର
ଚଳିତବର୍ଷ ଏହି ଏକାଡେମୀ ପୁରସ୍କାର ଲସ୍ ଆଞ୍ଜେଲସରେ ଅନୁଷ୍ଠିତ ହୋଇଯାଇଛି । ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ପୁରସ୍କାର ଜିତିଛନ୍ତି । ଫିଲ୍ମ ‘ଦ ବ୍ରୁଟଲିଷ୍ଟ’ରେ ତାଙ୍କର ଦମଦାର୍ ଅଭିନୟ ପାଇଁ ଓସ୍କାର ପ୍ରଦାନ କରାଯାଇଛି। ମିକେଲା ମ୍ୟାଡିସନ୍ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର…