Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Entertainment
All entertainment related news will be uploaded here
‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋକୁ ଅନୁମତି ଦେଲେ ସୁପ୍ରିମକୋର୍ଟ
‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋ ସହ ଜଡ଼ିତ ବ୍ଲଗର କମେଡି ମାମଲାରେ ୟୁଟ୍ୟୁବର ରଣବୀର ଆହ୍ଲାବାଦିଆ ଓ ଆଶିଷଙ୍କ ଆବେଦନ ଉପରେ ସୋମବାର ଅର୍ଥାତ୍ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ରଣବୀରଙ୍କୁ ଗୁଆହାଟୀ ପୋଲିସ ସାମ୍ନାରେ ଯାଞ୍ଚ ପାଇଁ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି । ରଣବୀରଙ୍କ…
୯୭ତମ ଓସ୍କାର ପୁରସ୍କାର – ଫିଲ୍ମ ‘ଅନୋରା’ ୫ଟି ପୁରସ୍କାର ହାତେଇଛି
୯୭ତମ ଏକାଡେମୀ ପୁରସ୍କାର ବା ଓସ୍କାର ପୁରସ୍କାର ଆଜି ଭାରତୀୟ ସମୟ ସକାଳ ୫:୩୦ରେ ଆମେରିକାର ଲସ୍ ଆଞ୍ଜେଲସରେ ଅନୁଷ୍ଠିତ ହୋଇଥିଲା। ଫିଲ୍ମ ଆନୋରାକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି ।
ଏଥର ଏକାଡେମୀ ଆୱାର୍ଡ ଆୟୋଜନ କରିଥିଲେ ପ୍ରଥମ ଥର ପାଇଁ ଓସ୍କାର…
ହାନିଆଙ୍କୁ ବିବାହ କରିବେ ସଲମାନ
ପାକିସ୍ତାନୀ ଅଭିନେତ୍ରୀଙ୍କୁ ବିବାହ କରିପାରନ୍ତି ସଲମାନ | କୁଇନ ଭାବରେ ପ୍ରସିଦ୍ଧ ରାଖୀ ସାୱନ୍ତ କହିଛନ୍ତି ଯେ ସେ ସଲମାନ ଖାନଙ୍କ ପାଇଁ ଜଣେ ଝିଅ ଏବଂ ନିଜ ପାଇଁ ଜଣେ ଭାବୀଙ୍କୁ ବାଛିଛନ୍ତି। ନିକଟରେ ରାଖୀ ସାୱନ୍ତ ଇନଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଛନ୍ତି, ଯେଉଁଥିରେ ସେ ସଲମାନ ଏବଂ…
ଗାୟିକା ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍
ଗାୟିକା ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍ ହୋଇଯାଇଛି। ଶ୍ରେୟା ଘୋଷାଲ ନିଜେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି।
ଶନିବାର ଶ୍ରେୟା ଘୋଷାଲ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ତାଙ୍କ ଫଲୋଅର୍ସଙ୍କୁ ସୂଚନା ଦେଇ କହିଛନ୍ତି, ତାଙ୍କ ଏକ୍ସ ଆକାଉଣ୍ଟ…
ମା ହେବେ କିଆରା ଆଡଭାନୀ
ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀ ବଲିଉଡର ଅନ୍ୟତମ ସୁନ୍ଦର ଯୋଡ଼ି। ଫ୍ୟାନ୍ସମାନେ ଏହି ଯୋଡ଼ିକୁ ବହୁତ ପସନ୍ଦ କରନ୍ତି। ଏବେ କିଆରା ଏବଂ ସିଦ୍ଧାର୍ଥଙ୍କ ଘରେ ଏକ କୁନି ଅତିଥି ଆସିବାକୁ ଯାଉଛି। ଏହି ଦମ୍ପତି ଖୁବ୍ ଶୀଘ୍ର ପିତାମାତା ହେବାକୁ ଯାଉଛନ୍ତି। ଶୁକ୍ରବାର ଇନଷ୍ଟାଗ୍ରାମରେ…
ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ
ବାପାଙ୍କୁ ମୁଖାଗ୍ନୀ ଦେଲେ ବାବୁସାନ୍ । ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଉତ୍ତମଙ୍କୁ ମୁଖାଗ୍ନୀ ଦେଇଛନ୍ତି ପୁଅ ବାବୁସାନ୍ । ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ ସତ୍ୟନଗର ଶ୍ମଶାନରେ ଉତ୍ତମ ମାହାନ୍ତିଙ୍କୁ ରାଷ୍ଟ୍ରୀୟ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଉତ୍ତମ ମହାନ୍ତିଙ୍କର ହେବ ଶେଷକୃତ୍ୟ
ଆରପାରିରେ ଓଡ଼ିଶାର ଭେଟାରାନ ଅଭିନେତା ଉତ୍ତମ ମହାନ୍ତି । ମେଦାନ୍ତ ହସ୍ପିଟାଲରେ ଗୁରୁବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛକନ୍ତି । ତେବେ ତାଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ତେବେ ଉତ୍ତମଙ୍କ ବିୟୋଗରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି । ଉତ୍ତମଙ୍କ ପୁଅ ସହିତ କଥା…
ପରଲୋକରେ ସୁପରଷ୍ଟାର ଉତ୍ତମ ମହାନ୍ତି
ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି…
ଡନ୍ ୩ରେ ନଜର ଆସିବେ ରଣବୀର ସିଂଙ୍କ ସହିତ କିଆରା ଆଡଭାନୀ
ଫରହାନ ଅଖତରଙ୍କ ନୂଆ ଫିଲ୍ମ ‘ଡନ୍ ୩’କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ଫିଲ୍ମର ପ୍ରି-ପ୍ରଡକ୍ସନ ଚଳିତବର୍ଷ ଆରମ୍ଭ ହେବ ବୋଲି ଫରହାନ କହିଛନ୍ତି । ଏହାସହିତ ଫିଲ୍ମର ହିରୋଇନ କିଏ ହେବେ, ତାହା ମଧ୍ୟ ଖୁଲାସା ହୋଇଛି । ଏହି ଫିଲ୍ମରେ ରଣବୀର ସିଂଙ୍କ ସହିତ କବୀର ସିଂ ଅଭିନେତ୍ରୀ…
ପୁଷ୍ପା-୨’କୁ ପଛରେ ପକାଇ ୩୦୦ କୋଟି ପାର୍ କଲା ଫିଲ୍ମ ‘ଛାବା
ଫିଲ୍ମ 'ଛାବା'କୁ ନେଇ ଚାରିଆଡ଼େ ଚର୍ଚ୍ଚା। ୧୦ମ ଦିନରେ 'ପୁଷ୍ପା-୨'କୁ ପଛରେ ପକାଇ ୩୦୦ କୋଟି ପାର୍ କଲା ଫିଲ୍ମ 'ଛାବା'। ଛତ୍ରପତି ଶିବାଜୀ ମହାରାଜଙ୍କ ପୁଅ ଛତ୍ରପତି ସମ୍ଭାଜୀ ମହାରାଜଙ୍କ ଜୀବନ ଉପରେ ଆଧାରିତ ଫିଲ୍ମ 'ଛାବା' ବକ୍ସ ଅଫିସ୍ କଲେକ୍ସନରେ ରେକର୍ଡ କରିଛି।
ସୂଚନାନୁସାରେ,…