Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Entertainment
All entertainment related news will be uploaded here
ପ୍ରଥମ ମିସ୍ ୱାର୍ଲ୍ଡ କିକି ହାକାନ୍ସନ୍ଙ୍କ ପରଲୋକ
ପ୍ରଥମ ମିସ୍ ୱାର୍ଲ୍ଡ କିକି ହାକାନ୍ସନଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ନଭେମ୍ବର ୪ ତାରିଖ ସୋମବାର କାଲିଫର୍ଣ୍ଣିଆସ୍ଥିତ ନିଜ ଘରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ନିଶ୍ଚିତ କରିଛନ୍ତି ଯେ ବୃଦ୍ଧାବସ୍ଥାରେ ତାଙ୍କର ଭଲ ଭାବରେ ଯତ୍ନ ନିଆଯାଉଥିଲା ଏବଂ…
ଗାୟିକାଙ୍କ ମୃତ୍ୟୁପରେ ଝରୁଛି ଲୁହ
ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ପ୍ରଶଂସକମାନେ ତାଙ୍କ ସ୍ମୃତିକୁ ନେଇ ଅନେକ ଲେଖା ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । କିଛି ଦିନ ହେଲାଣି ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଚିକିତ୍ସା ହେଉଥିବା ବେଳେ ମଙ୍ଗଳବାର ତାଙ୍କର…
୩ଦିନରେ ୧୦୦କୋଟି ଆୟ କଲା ‘ସିଙ୍ଘମ ଏଗେନ’
ରୋହିତ ସେଟ୍ଟୀଙ୍କ ନିର୍ଦ୍ଦେଶିତ ଫିଲ୍ମ 'ସିଙ୍ଘମ ଏଗେନ' ଦୀପାବଳି ଅବସରରେ ପ୍ରେକ୍ଷାଳୟରେ ରିଲିଜ୍ ହୋଇଥିଲା। ଏହି ଚଳଚ୍ଚିତ୍ରରେ ଅଜୟ ଦେବଗନ୍, ଅକ୍ଷୟ କୁମାର, କରୀନା କପୁର, ରଣବୀର ସିଂ, ଟାଇଗର ଶ୍ରଫ୍, ସଲମାନ ଖାନ, ଦୀପିକା ପାଦୁକୋନ ଏବଂ ଅର୍ଜୁନ କପୁରଙ୍କ ଭଳି ଅନେକ ବଡ ତାରକା ନଜର…
ଆରପାରିରେ ଲୋକପ୍ରିୟ ଫ୍ୟାସନ ଡିଜାଇନର ରୋହିତ
ଆରପାରିରେ ଲୋକପ୍ରିୟ ଫ୍ୟାସନ ଡିଜାଇନର ରୋହିତ । ତାଙ୍କର ସ୍ବତନ୍ତ୍ର ଶୈଳୀ ପାଇଁ ଫ୍ୟାସନ ଜଗତରେ ସେ ଲୋକପ୍ରିୟ । ବଲିଉଡ୍ର ତଥା ଦେଶର ଅନ୍ୟତମ ଖ୍ୟାତନାମା ଫ୍ୟାସନ ଡିଜାଇନର ରୋହିତ ବଲ୍ଙ୍କ ପରଲୋକରେ ବଲିଉଡରେ ଶୋକ ପ୍ରକାଶ ପାଇଛି । ରୋହିତଙ୍କ ଦେହାନ୍ତ ଖବର ଫ୍ୟାସନ ଡିଜାଇନ…
ବଲିଉଡ୍ରେ ପୁଣି କମାଲ କଲେ ଓଡ଼ିଆ ପୁଅ ରାଜ କିଶୋର ହୋତା
ବଲିଉଡ୍ରେ ପୁଣି ଚମକିଲେ ଓଡ଼ିଆ ପୁଅ । ଫିଲ୍ମ `ଭୁଲ ଭୁଲେୟା-୩'ରେ ସହ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ତୁଲାଇଲେ । ସୋନପୁରର ରାଜ କିଶୋର ହୋତାଙ୍କୁ ନେଇ ଚର୍ଚ୍ଚା । ପୂର୍ବରୁ ଅନେକ ସୁପରହିଟ୍ ଫିଲ୍ମରେ ସହ ନିର୍ଦ୍ଦେଶକ ଭାବେ କରିଥିଲେ କାମ ।
ଆଇ ଆମ କଲାମ, କୌନ କିତନେ ପାନି…
୫୯ତମ ଜନ୍ମଦିନ ପାଳିଲେ ଶାହରୁଖ ଖାନ୍
ଆଜି କିଙ୍ଗ୍ ଖାନ୍ ପାଳୁଛନ୍ତି ତାଙ୍କର ୫୯ତମ ଜନ୍ମଦିନ। ବିଗ୍ ବି ଅମିତାଭ ବଚ୍ଚନଙ୍କ ପରି ସୁପରଷ୍ଟାର୍ ଶାହରୁଖ ଖାନ୍ ମଧ୍ୟ ତାଙ୍କର ଜନ୍ମଦିନରେ ବାସଭବନ ‘ମନ୍ନତ୍’ ବାହାରେ ଜମା ହୋଇଥିବା ହଜାର ହଜାର ପ୍ରଶଂସକମାନଙ୍କୁ ଦେଖା ଦିଅନ୍ତି, ହାତ ହଲାଇ ଅଭିବାଦନ ଜଣାନ୍ତି। ଜନ୍ମଦିନରେ ଶାହରୁଖ…
ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ
ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ମନ୍ଦିର ଭିତରେ ଫଟୋ ଉଠାଇବା ସହ ରାଜୁ ନନାଙ୍କ ସହ ଭିଡିଓ ମଧ୍ୟ କରିଛନ୍ତି ।
ପୂର୍ବରୁ ଓଲିଉଡ ଅଭିନେତା ଚନ୍ଦନ କରଙ୍କ ସହ ମନ୍ଦିର ଭିତରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିଲେ ରାଜୁ ନନା । ଯାହାକୁ ନେଇ ଏବେ…
ନୂଆବର୍ଷରେ ରିଲିଜ୍ ହୋଇପାରେ ‘ଦାହାନ୍’
‘ପ୍ରତୀକ୍ଷା‘, ‘ତ୍ରିକନ୍ୟା’ ଓ ‘କର୍ମ’ ପରେ ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ତାଙ୍କର ନୂଆ ସିନେମା ‘ଦାହାନ୍’କୁ ନୂଆବର୍ଷରେ ରିଲିଜ୍ କରିବାର ଯୋଜନା କରିଛନ୍ତି। ଅମୀୟ ପଟ୍ଟନାୟକ ପ୍ରଡକସନ୍ ବ୍ୟାନରରେ ନିର୍ମିତ ‘ଦାହାନ୍’ ତାଙ୍କର କାହାଣୀ ଉପରେ…
ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ମିଳିଛି ଏକ ବଡ଼ ଆଶ୍ବସ୍ତି
ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ବସ୍ତି ମିଳିଛି |୨୦୨୦ରେ ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଜୀବନ ହାରିବା ପରେ ରିୟା ଓ ତାଙ୍କ ପରିବାର ବିରୋଧରେ ଅଭିଯୋଗ କରିଥିଲେ ସୁଶାନ୍ତଙ୍କ ପରିବାର |ଉକ୍ତ ଘଟଣାରେ, ଅଭିନେତ୍ରୀ, ତାଙ୍କ ଭାଇ…
ଅଭିଷେକ କାହିଁକି ଐଶ୍ୱର୍ଯ୍ୟାଙ୍କ ସହ ଦେଖାଯାଉନାହାଁନ୍ତି ?
କିଛି ଦିନ ଧରି ବଚ୍ଚନ ପରିବାରରେ କଣ ଘଟୁଛି ତାକୁ ନେଇ ଚର୍ଚା ହେଉଛି । କୁହାଯାଉଛି ଅଭିଷେକ ଓ ଐଶ୍ବର୍ଯ୍ୟାଙ୍କ ସଂପର୍କରେ ଫାଟ ସୃଷ୍ଟି ହୋଇଛି । ଏବେ ଏକ ଫଟୋ ଭାଇରାଲ ହେଉଛି । ଏଥିରେ ଐଶ୍ବର୍ଯ୍ୟାଙ୍କ ପରିବାର ଅଭିଷେକ ନାହାଁନ୍ତି । ଏକ ଜନ୍ମଦିନ ପାର୍ଟିରେ ଯୋଗ ଦେଇଥିଲେ, ଯାହାର ଫଟୋ…