Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Entertainment
All entertainment related news will be uploaded here
ପଞ୍ଚଭୂତ ରେ ଲିନ ହେଲେ ରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ତଥା ବ୍ୟବସାୟୀ ସଞ୍ଜୟ କପୁର
ବଲିଉଡ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ତଥା ବ୍ୟବସାୟୀ ସଞ୍ଜୟ କପୁର ଜୁନ୍ ୧୨ ତାରିଖରେ ଇଂଲଣ୍ଡରେ ପୋଲୋ ଖେଳୁଥିବା ସମୟରେ ହୃଦଘାତରେ ମୃତ୍ୟୁବରଣ କରିଥିଲେ। ସଞ୍ଜୟ କପୁରଙ୍କ ମୃତ୍ୟୁର ୮ ଦିନ ପରେ ଆଜି ଅର୍ଥାତ୍ ଗୁରୁବାର ଦିଲ୍ଲୀରେ ତାଙ୍କର ଶେଷକୃତ୍ୟ କରାଯିବ। ସଞ୍ଜୟ…
ପରଦାକୁ ଆସିବ ସୁଶାନ୍ତ ଓ ରିଆଙ୍କ ପ୍ରେମ କାହାଣୀ
ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ୧୪ ଜୁନ୍ ୨୦୨୦ ରେ ଏ ଦୁନିଆ ଛାଡି ଚାଲିଯାଇଥିଲେ। ତାଙ୍କ ଶୋଇବା ଘରୁ ତାଙ୍କର ମୃତଦେହ ମିଳିବା ପରେ ସାରା ଦେଶ ସ୍ତବ୍ଧ ହୋଇଯାଇଥିଲା। ତାଙ୍କ ଦେହାନ୍ତଙ୍କୁ ୫ବର୍ଷ ବିତିଥିବା ବେଳେ ପ୍ରଶଂସକମାନେ ଏବେ ବି ତାଙ୍କୁ ବହୁତ ମନେ ପକାଉଛନ୍ତି। ତେବେ…
ନିଜ ନାମରୁ ଆହୁଜା ହଟାଇଲେ ଗୋବିନ୍ଦାଙ୍କ ପତ୍ନୀ ସୁନିତା
ବଲିଉଡ଼ର ସବୁଠାରୁ ଲୋକପ୍ରିୟ ଦମ୍ପତି ମଧ୍ୟରେ ସୁନୀତା ଆହୁଜା ଏବଂ ଗୋବିନ୍ଦା ଅନ୍ୟତମ। ହେଲେ ଗତ କିଛି ମାସ ହେବ ସେମାନଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ଚର୍ଚ୍ଚା ଚାଲିଛି। କିଛି ଦିନ ପୂର୍ବରୁ, ଗୋବିନ୍ଦା ଏବଂ ସୁନୀତାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି ଏବଂ ଉଭୟ ଛାଡପତ୍ର ନେବାକୁ ଯୋଜନା…
ହସ୍ପିଟାଲ୍ରୁ ଡିସ୍ଚାର୍ଜ ହେଲେ ଅଭିନେତ୍ରୀ ଦୀପିକା କକ୍କର
ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି ଅଭିନେତ୍ରୀ ଦୀପିକା କକ୍କର। ଦୀପିକା ଏବେ ଦ୍ୱିତୀୟ ପର୍ଯ୍ୟାୟ ଯକୃତ କର୍କଟ ରୋଗରେ ଆକ୍ରାନ୍ତ ଥିବା ବେଳେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇଛି।
ସେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ବୋଲି ସୂଚନା ଦେଇ ଏକ ଲମ୍ବା ପୋଷ୍ଟ ସେୟାର…
ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର
ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର। ବ୍ରିଟେନରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ହୃଦଘାତ ପାଇଁ ୫୩ ବର୍ଷୀୟ ଏହି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ବ୍ରିଟେନରେ ପୋଲୋ ଖେଳୁଥିବା ସମୟରେ ତାଙ୍କର ହୃଦଘାତ ହୋଇଥିଲା ବୋଲି…
ଦ୍ବିତୀୟ ଥର ପାଇଁ ବାପା ହେବାକୁ ଯାଉଛନ୍ତି ଅରବାଜ ଖାନ୍
ପୁଣି ବାପା ହେବାକୁ ଯାଉଛନ୍ତି ଅରବାଜ ଖାନ୍ । ଦ୍ବିତୀୟ ଥର ବାପା ହେବେ ଅରବାଜ୍ । ଦ୍ବିତୀୟ ପତ୍ନୀ ଶୁରା ଖାନ୍ ଦେବାକୁ ଯାଉଛନ୍ତି ଖୁସି ଖବର । ଖାନ୍ ପରିବାରରେ ପୁଣି ଥରେ ଶୁଭିବ କୁଆଁ କୁଆଁ ଡାକ । ଗତ କିଛି ଦିନ ହେବ ଶୁରା ଖାନ୍ ମା ହେବାକୁ ଯାଉଥିବା ନେଇ ଚର୍ଚ୍ଚା ଚାଲିଥିଲା । ଏବେ…
ଆରପାରିରେ ଲୋକପ୍ରିୟ ଚଳଚ୍ଚିତ୍ର ନିର୍ଦ୍ଦେଶକ ପାର୍ଥୋ ଘୋଷ
ଭାରତୀୟ ସିନେମା ଜଗତର ଲୋକପ୍ରିୟ ଚଳଚ୍ଚିତ୍ର ନିର୍ଦ୍ଦେଶକ ପାର୍ଥୋ ଘୋଷଙ୍କ ହୃଦଘାତରେ ମୃତ୍ୟୁ ହୋଇଛି। ନିର୍ଦ୍ଦେଶକ ମୃତ୍ୟୁ ଖବରକୁ ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତ ନିଶ୍ଚିତ କରିଛନ୍ତି। ଋତୁପର୍ଣ୍ଣା ସେନଗୁପ୍ତ ଏହି ଦୁଃଖଦ ଖବରକୁ ସେୟାର କରି ଲେଖିଛନ୍ତି, 'ମୋ ପାଖରେ କିଛି…
ବିଗ୍ ବସ୍ ଓଟିଟି’ ୩ର ବିଜେତା ସନା ମକବୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି,ଲିଭର ଜନିତ ରୋଗରେ ଆକ୍ରାନ୍ତ
‘ବିଗ୍ ବସ୍ ଓଟିଟି’ ୩ର ବିଜେତା ସନା ମକବୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ନିକଟରେ ତାଙ୍କ ପରିବାର ସହିତ ଇଦ୍ ପାଳନ କରୁଥିବାର କିଛି ଫଟୋ ପୋଷ୍ଟ କରିଥିଲେ । ଏହାର କିଛି ସମୟ ପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା । ଯଦିଓ ତାଙ୍କ ଅସୁସ୍ଥତା ବିଷୟରେ ତାଙ୍କ ତରଫରୁ ଏ…
ଖୁବ୍ଶୀଘ୍ର ଅଭିନୟରୁ ଅବସର ନେବେ ବଲିଉଡ୍ର ମିଷ୍ଟର୍ ପର୍ଫେକ୍ସନିଷ୍ଟ୍ ଆମୀର୍ ଖାନ୍
ଖୁବ୍ଶୀଘ୍ର ଅଭିନୟରୁ ଅବସର ନେବେ ବଲିଉଡ୍ର ମିଷ୍ଟର୍ ପର୍ଫେକ୍ସନିଷ୍ଟ୍ ଭାବେ ଜଣାଶୁଣା ସୁପର୍ଷ୍ଟାର୍ ଆମୀର୍ ଖାନ୍! ବର୍ତ୍ତମାନ ଏଭଳି ଏକ ଚର୍ଚ୍ଚା ଶୁଣିବାକୁ ମିଳୁଛି। ଅସଲ କଥା ହେଲା, ଆଗକୁ ଆଉ ଅଧିକ ଫିଲ୍ମ ନକରି ଅଭିନୟରୁ ଅବ୍ୟାହତି ନେବା ବିଷୟରେ ଚିନ୍ତା କରୁଥିବା ପ୍ରକାଶ…
ରଜରେ ତିନିଟିଯାକ ସିନେମାରେ କଣ୍ଠଦାନ କରିଛନ୍ତି କରିଛନ୍ତି ସୁଗାୟିକା ଅନ୍ତରା ଚକ୍ରବର୍ତ୍ତୀ
ଚଳିତ ବର୍ଷ ରଜରେ ମୁକ୍ତିଲାଭ କରୁଥିବା ତିନିଟିଯାକ ଓଡ଼ିଆ ଛବିରେ କଣ୍ଠଦାନ କରିବାର ସୁଯୋଗ ପାଇଛନ୍ତି ସୁଗାୟିକା ଅନ୍ତରା ଚକ୍ରବର୍ତ୍ତୀ। ରଜର ପ୍ରଥମ ସିନେମା ‘ଫାଷ୍ଟ ଲଭ୍’ରେ ସୋମେଶ ଶତପଥୀଙ୍କ ସଂଗୀତ ନିର୍ଦ୍ଦେଶନାରେ ସେ ଗାଇଛନ୍ତି ‘ଜୟ ହୋ..’। ଏଣେ ଅଭିଜିତ ମଜୁମ୍ଦାରଙ୍କ ସ୍ବର ସଂଯୋଜିତ…