Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Entertainment
All entertainment related news will be uploaded here
ମୁହଁ ଖୋଲିଲେ ଐଶ୍ୱର୍ଯ୍ୟା
ଗତ କିଛି ଦିନ ହେବ ଖବର ଆସିଛି ଯେ, ବଚ୍ଚନ ପରିବାରରେ କିଛି ଭଲ ନାହିଁ। ଐଶ୍ୱର୍ଯ୍ୟା ତାଙ୍କ ଝିଅ ଆରାଧ୍ୟାଙ୍କ ସହ ୧୫ ଦିନ ନ୍ୟୁୟର୍କରେ ଥିଲେ । ଏହି ସମୟେjର ଶୁଣିବାକୁ ମିଳିଥିଲା ଯେ ଐଶ୍ୱର୍ଯ୍ୟା ଏବଂ ଅଭିଷେକ ଛାଡପତ୍ର ଦେବାକୁ ଯାଉଛନ୍ତି । ଏବେ ଐଶ ଭାରତ ଫେରିଛନ୍ତି। ଭାରତକୁ ଫେରିବା ପରେ…
ବିଗ୍ ବସ୍ ଓଟିଟି ୩ର ଟ୍ରଫି ହାତେଇଛନ୍ତି ସନା
ବିଗ୍ ବସ୍ ଓଟିଟି ୩ର ଫାଇନାଲିଷ୍ଟକୁ ନେଇ ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଚଳିତ ସିଜିନକୁ ବିଶିଷ୍ଟ ବଲିଉଡ ଅଭିନେତା ଅନିଲ କପୁର ହୋଷ୍ଟ କରିଥିଲେ । କହିରଖୁଛୁ ଏହି ଶୋ’ର ଗୋଟିଏ ଏପିସୋଡ୍ ପାଇଁ ତାଙ୍କୁ ପ୍ରାୟ ୨ କୋଟି ଟଙ୍କା ଫିସ୍ ମିଳିଥିଲା । ବିଗ୍ ବସ୍ ଶୀର୍ଷ ୫ ଜଣ ଫାଇନାଲିଷ୍ଟଙ୍କ…
ବଲିଉଡ ବନାମ ସାଉଥ ଫାଇଟ
ଚଳିତବର୍ଷ ଅନେକ ଭଲ ସିନେମା ରିଲିଜ ହୋଇଛି । ଯାହା ନୂଆ ଟ୍ରେଣ୍ଡ ବି ସୃଷ୍ଟି କରି ପାରିଛି । କିନ୍ତୁ, ଅସଲ ରୋମାଞ୍ଚ ତ ସ୍ୱାଧୀନତା ଦିବ ଦିନ ହେବାକୁ ଯାଉଛି । ଏହି ସ୍ୱାଧୀନତା ଦିବସରେ ସ୍ୱାଧୀନ ଭାବରେ ୫ ଟି ସିନେମା ରିଲିଜ ହେବ । ବକ୍ସ ଅଫିସରେ ଏହି ୫ ଟି ସିନେମା ସୌରମଣ୍ଡଳ ଭଳି ନିଜ ନିଜ…
ସଲମାନଙ୍କୁ ହତ୍ୟା କରିବା ପାଇଁ ୬ଜଣକୁ ୨୦ଲକ୍ଷ ଟଙ୍କାର ସୁପାରୀ ଦେଇଥିଲା ଲରେନ୍ସ ବିଷ୍ଣୋଇ
ଚଳିତ ବର୍ଷ ଏପ୍ରିଲ ମାସରେ ବଲିଉଡର ସୁପରଷ୍ଟାର ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଦୁଇଜଣ ଲୋକ ଗୁଳି ଚଳାଇଥିଲେ। ଏହି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ତେବେ ପରେ ପୁଲିସ ସିସିଟିଭି ଯାଞ୍ଚ କରି ଅଭିଯୁକ୍ତକୁ ଗିରଫ କରିଥିଲା। ପୁଲିସର ଅନୁସନ୍ଧାନରୁ ଜଣାପଡିଥିଲା ଯେ,…
ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅର୍ଜୁନ
ବଲିଉଡର ଅଭିନେତା ଅର୍ଜୁନ ରାମପାଲ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ଅର୍ଜୁନ ମଡେଲ ମେହେର ଜେସିଆଙ୍କୁ ବିବାହ କରିଥିଲେ କିନ୍ତୁ ବିବାହ ୨୦ ବର୍ଷ ପରେ ଉଭୟ ଛାଡପତ୍ର ନେଇଥିଲେ। ଏହି ଦମ୍ପତିଙ୍କର ଦୁଇଟି ଝିଅ ଅଛନ୍ତି। ଏବେ ଅର୍ଜୁନ ଗର୍ଲଫ୍ରେଣ୍ଡ…
ଡିମ୍ପଲ୍ କପାଡିଆ କହିଲେ ତାଙ୍କ ଦୁଃଖ କଥା
ଡିମ୍ପଲ୍ କପାଡିଆ ଖୁବ୍ କମ୍ ବର୍ଷ ବୟସରେ ବଲିଉଡ୍ରେ ପ୍ରବେଶ କରି ସଫଳତାର ସିଢି ଚଢିଥିଲେ। ସେ ରାଜ କପୁରଙ୍କ ଫିଲ୍ମ 'ବବି'ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ତେବେ ଏଠାରେ ପ୍ରଶ୍ନ ଉଠେ ଯେ ୧୯୭୩ ମସିହାରେ ମୁକ୍ତିଲାଭ କରିଥିବା ଏହି ଫିଲ୍ମଟି ତାଙ୍କୁ ଏତେ କମ ବୟସରେ କିପରି ମିଳିଲା?…
ଚର୍ଚ୍ଚାରେ କ୍ରିତି ସାନନ୍
ବଲିଉଡ୍ ଅଭିନେତ୍ରୀ କ୍ରିତି ସାନନ୍ ନିଜ ଦମ୍ଦାର ଅଭିନୟ ସହ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ତେବେ ସର୍ବଦା ନିଜ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହୁଥିବା କ୍ରିତି ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। କ୍ରିତିଙ୍କର କେତେକ…
ନିଜ ନାମରେ ସ୍ବାମୀଙ୍କ ନାମ ଲଗାଇବାରୁ ଚିଡ଼ିଗଲେ ଜୟା
ଗତକାଲି ରାଜ୍ୟସଭାର ଡେପୁଟି ଚେୟାରମ୍ୟାନ୍ ହରିବଂଶ ନାରାୟଣ ସିଂ ତାଙ୍କ ସ୍ୱାମୀଙ୍କ ନାମ ବ୍ୟବହାର କରି ତାଙ୍କୁ ସମ୍ବୋଧିତ କରିବା ପରେ ବରିଷ୍ଠ ଅଭିନେତ୍ରୀ ତଥା ରାଜନେତ୍ରୀ ଜୟା ବଚ୍ଚନ ଦୃଢ଼ ଆପତ୍ତି ଉଠାଇଥିଲେ।
ହରିବଂଶ ନାରାୟଣ ତାଙ୍କୁ ଶ୍ରୀମତି ଜୟା ଅମିତାଭ ବଚ୍ଚନ ଜୀ ବୋଲି ସମ୍ବୋଧନ…
ସଞ୍ଜୟଙ୍କ ନୂଆ ଲୁକ୍
ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘କେଡି ଦି ଡେଭିଲ୍’ରେ ନିଜ ପ୍ରଥମ ଲୁକ୍ର ଝଲକ୍କୁ ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ସେ ଏକ ଅଜବ ଅବତାରରେ ନଜର ଆସିଛନ୍ତି। ‘କେଡି ଦି ଡେଭିଲ୍’ରେ ସେ ପୁଣି ଥରେ ଖଳନାୟକ ଭୂମିକାରେ ନଜର ଆସିବେ। ଫିଲ୍ମରେ ତାଙ୍କ…
‘ଉଲଝ୍’ ଫିଲ୍ମକୁ ନେଇ ବର୍ତ୍ତମାନ ଜାହ୍ନବୀ ଚାରିଆଡେ ଛାଇଗଲେଣି
ଜାହ୍ନବୀ କପୁର ତାଙ୍କର ପରବର୍ତ୍ତୀ ରହସ୍ୟମୟ ଫିଲ୍ମ 'ଉଲଝ୍' ରିଲିଜ୍ ପାଇଁ ପ୍ରସ୍ତୁତ ହେଉଛନ୍ତି। ଖୁବ୍ ଶୀଘ୍ର ଏହି ଫିଲ୍ମ ରିଲିଜ ହେବ। ଫିଲ୍ମ ରିଲିଜ୍ ହେବା ପୂର୍ବରୁ ନିର୍ମାତା ଜାହ୍ନବୀ କପୁରଙ୍କ ପ୍ରଶଂସକଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍କ୍ରିନିଂ ଆୟୋଜନ କରିଥିଲେ, ଯାହା ବର୍ତ୍ତମାନ ଏକ…