Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Entertainment
All entertainment related news will be uploaded here
ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ
ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ମନ୍ଦିର ଭିତରେ ଫଟୋ ଉଠାଇବା ସହ ରାଜୁ ନନାଙ୍କ ସହ ଭିଡିଓ ମଧ୍ୟ କରିଛନ୍ତି ।
ପୂର୍ବରୁ ଓଲିଉଡ ଅଭିନେତା ଚନ୍ଦନ କରଙ୍କ ସହ ମନ୍ଦିର ଭିତରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିଲେ ରାଜୁ ନନା । ଯାହାକୁ ନେଇ ଏବେ…
ନୂଆବର୍ଷରେ ରିଲିଜ୍ ହୋଇପାରେ ‘ଦାହାନ୍’
‘ପ୍ରତୀକ୍ଷା‘, ‘ତ୍ରିକନ୍ୟା’ ଓ ‘କର୍ମ’ ପରେ ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ତାଙ୍କର ନୂଆ ସିନେମା ‘ଦାହାନ୍’କୁ ନୂଆବର୍ଷରେ ରିଲିଜ୍ କରିବାର ଯୋଜନା କରିଛନ୍ତି। ଅମୀୟ ପଟ୍ଟନାୟକ ପ୍ରଡକସନ୍ ବ୍ୟାନରରେ ନିର୍ମିତ ‘ଦାହାନ୍’ ତାଙ୍କର କାହାଣୀ ଉପରେ…
ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ମିଳିଛି ଏକ ବଡ଼ ଆଶ୍ବସ୍ତି
ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ବସ୍ତି ମିଳିଛି |୨୦୨୦ରେ ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଜୀବନ ହାରିବା ପରେ ରିୟା ଓ ତାଙ୍କ ପରିବାର ବିରୋଧରେ ଅଭିଯୋଗ କରିଥିଲେ ସୁଶାନ୍ତଙ୍କ ପରିବାର |ଉକ୍ତ ଘଟଣାରେ, ଅଭିନେତ୍ରୀ, ତାଙ୍କ ଭାଇ…
ଅଭିଷେକ କାହିଁକି ଐଶ୍ୱର୍ଯ୍ୟାଙ୍କ ସହ ଦେଖାଯାଉନାହାଁନ୍ତି ?
କିଛି ଦିନ ଧରି ବଚ୍ଚନ ପରିବାରରେ କଣ ଘଟୁଛି ତାକୁ ନେଇ ଚର୍ଚା ହେଉଛି । କୁହାଯାଉଛି ଅଭିଷେକ ଓ ଐଶ୍ବର୍ଯ୍ୟାଙ୍କ ସଂପର୍କରେ ଫାଟ ସୃଷ୍ଟି ହୋଇଛି । ଏବେ ଏକ ଫଟୋ ଭାଇରାଲ ହେଉଛି । ଏଥିରେ ଐଶ୍ବର୍ଯ୍ୟାଙ୍କ ପରିବାର ଅଭିଷେକ ନାହାଁନ୍ତି । ଏକ ଜନ୍ମଦିନ ପାର୍ଟିରେ ଯୋଗ ଦେଇଥିଲେ, ଯାହାର ଫଟୋ…
ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି ନାଗା ଚୈତନ୍ୟ ଓ ଶୋଭିତ ଧୁଲିପାଲା
ଶୋଭିତା ଧୁଲିପାଲ ଖୁବଶୀଘ୍ର ସାଉଥ ସୁପରଷ୍ଟାର୍ ନାଗା ଚୈତନ୍ୟଙ୍କୁ କରିବେ ବିବାହ। ଏନେଇ ଅଭିନେତ୍ରୀ ନିଜେ ସୂଚନା ଦେଇଛନ୍ତି । ନାଗା ଚୈତନ୍ୟଙ୍କ ସହ ନିର୍ବନ୍ଧର ଦୁଇ ମାସ ପରେ ଏବେ ବଧୂ ସାଜିବେ ଶୋଭିତା। ଏଥିପାଇଁ ତାଙ୍କ ଘରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ।ଶୋଭିତ ଧୁଲିପାଲା ନିଜ…
ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାର୍କିଂୟାର୍ଡରେ ସୂଟିଙ୍ଗ ହେଉଛି…
ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାର୍କିଂୟାର୍ଡରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ଆଜି ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟ ସୁଟିଂ କରାଯାଇଛି। ଏହି ଚଳଚ୍ଚିତ୍ର ପାଇଁ ପ୍ରଯୋଜନା ସଂସ୍ଥାର ପ୍ରବନ୍ଧକ ଜି ଭାରା ପ୍ରସାଦଙ୍କ ନେତୃତ୍ବରେ…
ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ ପାଇଁ କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ ପୋଷ୍ଟ ପାଇଁ ଓଲିଉଡର ଜଣାଶୁଣା ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଭୁଲ୍ ବଶତଃ ଏଭଳି ପୋଷ୍ଟ କରିଥିଵା କହିଛନ୍ତି ବୁଦ୍ଧାଦିତ୍ୟ। ଏନେଇ ସେ ସମଗ୍ର କଂଗ୍ରେସ ପରିବାର ଓ ରାହୁଲ ଗାନ୍ଧୀଙ୍କୁ…
ତମନ୍ନା ଭାଟିଆଙ୍କୁ ଇିଡି ଜେରା କାହିଁକି କଲା ?
ମହାଦେବ ବେଟିଂ ଆପ୍ ଓ ଫେୟାର୍ ପ୍ଲେ ଆପ୍ରେ ବେଆଇନ ବିଜ୍ଞାପନରେ ଅଭିନୟ କରିବା ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିନେତ୍ରୀ ତମ୍ମନା ଭାଟିଆଙ୍କୁ ଦୀର୍ଘ ୫ ଘଣ୍ଟା ଜେରା କରିଛି। ନିର୍ଦ୍ଦେଶାଳୟ ପକ୍ଷରୁ ସମନ ଜାରି କରାଯାଇ ଆଜି ଗୌହାଟୀ କାର୍ଯ୍ୟାଳୟରେ ହାଜର ହେବାକୁ…
ହଲିଉଡ୍ ଜଗତର ଶୋକ , ପପ୍ ଗାୟକ ଲିଆମ ଜେମ୍ସ ପେନ୍ଙ୍କ ମୃତ୍ୟୁ
ହଲିଉଡ୍ ଜଗତର ପ୍ରସିଦ୍ଧ ବ୍ରିଟିଶ ପପ୍ ଗାୟକ ଲିଆମ ଜେମ୍ସ ପେନ୍ଙ୍କ ମୃତ୍ୟୁ ଘଟିଛି। ଆର୍ଜେଣ୍ଟିନାର ଏକ ହୋଟେଲ ବାଲକୋନୀରୁ ଖସି ତାଙ୍କର ମୃତ୍ୟୁ ଘଟିଛି। ୩୧ ବର୍ଷୀୟ ପେନ୍ଙ୍କ ମୃତ୍ୟୁରେ ସମଗ୍ର ହଲିଉଡ୍ ଜଗତରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।ବ୍ରିଟିଶ ପପ୍ ଗାୟକ ପେନ୍…
ରଶ୍ମିକା ମନ୍ଦନାଙ୍କୁ କେଉଁ ବଡ଼ ଦାୟିତ୍ବ ଦେଲେ ସରକାର?
ଦିନକୁ ଦିନ ଅନଲାଇନ ଠକେଇ ବଢ଼ୁଛି । ଲୋକେ ଓଟିପି ଫୋନରେ କାହାକୁ ଦେଇଦେଉଛନ୍ତି । କିଏ ପଚାରିଲେ ବ୍ୟକ୍ତିଗତ ସୂଚନା ସେୟାର କରୁଛନ୍ତି । ଏହାର କାରଣ ସଚେତନତାର ଅଭାବ । ଲୋକଙ୍କୁ ଠକେଇ ବିଷୟରେ ସଚେତନ କରିବେ ରଶ୍ମିକା । କେନ୍ଦ୍ର ସରକାର ବଡ଼ ଦାୟିତ୍ବ ଦେଇଛନ୍ତି ।
ରଶ୍ମିକା…