Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Entertainment
All entertainment related news will be uploaded here
ଓଲିଉଡରେ ନୂଆ ରେକର୍ଡ କଲା କର୍ମ
ଭୁବନେଶ୍ବର: ‘କର୍ମ’ ପ୍ରଥମ ଦିନରୁ ହିଁ ଜବରଦସ୍ତ ବ୍ୟାବସାୟିକ ସଫଳତା ହାସଲ କରିଛି। ଏହାପରେ ବି ଏହାର କ୍ରେଜ୍ ବଢିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ରେକର୍ଡ ବି କରିବାରେ ଲାଗିଛି।ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ୍ର ପ୍ରଥମ…
ବିଗ୍ ବସ୍-୧୮ ଚର୍ଚ୍ଚାରେ ମହେଶଙ୍କ ଶାଳୀ
ବିଗ୍ ବସ୍-୧୮ ଆରମ୍ଭ ହୋଇଯାଇଛି | ଏହି ସୋ’ ଅକ୍ଟୋବର ୬ରୁ ଆରମ୍ଭ ହୋଇଥିବା ବେଳେ ସୋ’ରେ ପ୍ରତିଯୋଗୀ ଭାବେ ଯୋଗ ଦେଇଛନ୍ତି ଅଭିନେତ୍ରୀ ଶିଳ୍ପା ଶିରୋଦକର । ଶିଳ୍ପା ବଲିଉଡର ଜଣେ ଜଣାଶୁଣା ଅଭିନେତ୍ରୀ ହୋଇଥିଲେ ବି ଗତ କିଛି ବର୍ଷ ହେବ ସେ କୌଣସି ଫିଲ୍ମରେ ବା ଧାରାବାହିକରେ ନଜର…
ବିବାହ କଲେ ସଞ୍ଜୟ
ସଞ୍ଜୟ ଦତ୍ତ ନବରାତ୍ରୀ ଅବସରରେ ସେ ପୁଣିଥରେ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଭିଡିଓରେ ସଞ୍ଜୟ ଧୋତି କୁର୍ତ୍ତା ପିନ୍ଧିଛନ୍ତି। ଚତୁର୍ଥ ଥର ଲାଗି ୬୫ ବର୍ଷରେ ସେ ବିବାହ କରିଛନ୍ତି, ଯାହାକୁ ଦେଖି ପ୍ରଶଂସକ ଚକିତ ହୋଇଛନ୍ତି।ସଞ୍ଜୟ ପ୍ରଥମେ ଋଚା…
ମିଥୁନଙ୍କୁ ଦାଦା ସାହେବ ଫାଲ୍କେ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭାରତୀୟ ସିନେମାରେ ଉଲ୍ଲେଖନୀୟ ଅବଦାନ ପାଇଁ ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରିଛନ୍ତି। ବିଜ୍ଞାନ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ସମାରୋହକୁ ସମ୍ବୋଧିତ କରି ମିଥୁନ ଚଳଚ୍ଚିତ୍ର ଦୁନିଆରେ ତାଙ୍କ ସଂଘର୍ଷର…
ଆଜି ମୁକ୍ତିଲାଭ କରିବ ଓଡ଼ିଆ ଫିଲ୍ମ ‘କର୍ମ’
ଧରାପୃଷ୍ଠରେ ଜନ୍ମନେଇ ଈଶ୍ବର ମଧ୍ୟ ନିଜ କର୍ମର ଫଳ ନିଜେ ଭୋଗିଛନ୍ତି। ଯେଉଁଠି ଇଶ୍ବର କର୍ମଫଳ ଭୋଗୁଛନ୍ତି, ସେଠି ମଣିଷ ବା ବର୍ତ୍ତିଯିବ କେମିତି? ଯିଏ ଯେମିତି କର୍ମ କରିବ, ସେ ତା’ର ଫଳ ନିଶ୍ଚୟ ପାଇବ। ଏଭଳି ଏକ ବାର୍ତ୍ତା ନେଇ ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ନିର୍ମାଣ ହୋଇଛି…
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’: ଜଣେ ଡାକ୍ତରଙ୍କ ସାହସର କାହାଣୀ
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ସିନେମା ‘ଦମନ’ ଜାତୀୟସ୍ତରରେ ପ୍ରଶଂସା କରାଯାଇଛି । ଫିଲ୍ମର କଥାବସ୍ତୁ ହେଲା-ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦୁର୍ଗମ ଅଞ୍ଚଳରେ ‘ଦମନ’ ନାମରେ ଏକ ଯୋଜନା । ଏହି ଯୋଜନା ରାଜ୍ୟ ସରକାରଙ୍କ ପକ୍ଷରୁ…
ହସ୍ପିଟାଲରେ ଇମ୍ରାନ
ଆଗାମୀ ଦିନରେ ରିଲିଜ ହେବ ଇମ୍ରାନ ହାଶମୀଙ୍କ ଗୁଡାଚାରି-2 । ତେବେ ଏହାର ସୁଟିଂ ହାଇଦ୍ରାବାଦରେ ଚାଲୁଥିବା ବେଳେ ଇମ୍ରାନ ମଧ୍ୟ ସେଠାରେ ରହିଛନ୍ତି । ତେବେ ସୁଟିଂ ସେଟରେ ତାଙ୍କୁ ଆଘାତ ଲାଗିଥିବା ଖବର ବର୍ତ୍ତମାନ ସାମ୍ନାକୁ ଆସିଛି । ଗୁଡାଚାରି-2 ସୁଟିଂ ସମୟରେ ସେ ଆହତ ହୋଇଥିବା ଜଣାପଡିଛି…
କ୍ଷମା ମାଗିଲେ ନିୟା
ବିଗ୍ବସ୍ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ କରୁ ନାହାନ୍ତି ବୋଲି ସୂଚନା ଦେଇଛନ୍ତି।…
୯ରେ”ଖେଲ ଖେଲ ମେ” ରିଲିଜ ହୋଇପାରେ
ଅକ୍ଷୟ କୁମାର ବିଭିନ୍ନ ଚଳଚ୍ଚିତ୍ରରେ ଭିନ୍ନ ଭିନ୍ନ ଭୂମିକାରେ ନଜର ଆସିଛନ୍ତି। 'ଖେଲ ଖେଲ ମେ' ମାଧ୍ୟମରେ ଅଭିନେତା ଦୀର୍ଘ ସମୟ ପରେ କମେଡି ଭୂମିକାରେ ପ୍ରତ୍ୟାବର୍ତ୍ତନ କରିଥିଲେ | ମୁଦାସର ଅଜିଜଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି କମେଡି ଫିଲ୍ମ ଶ୍ରଦ୍ଧା କପୁର-ରାଜକୁମାର ରାଓଙ୍କ 'ସ୍ତ୍ରୀ ୨'…
ଡିସଚାର୍ଜ ହେଲେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତଙ୍କୁ ଅକ୍ଟୋବର ୩ତାରିଖ ରାତି ପ୍ରାୟ ୧୧ଟା ସମୟରେ ଚେନ୍ନାଇର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ତାଙ୍କ ହୃଦୟର ମୁଖ୍ୟ ରକ୍ତବାହୀ (ଆର୍ଟା) ରେ ଫୁଲା ଦେଖାଗଲା, ଯାହା ଏକ ନନ ସର୍ଜିକାଲ ଟ୍ରାନ୍ସକାଥେଟର୍ ପ୍ରଣାଳୀ ମାଧ୍ୟମରେ ଚିକିତ୍ସା କରାଯାଉଥିଲା। ସିନିୟର…