Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Entertainment
All entertainment related news will be uploaded here
ଅଭିନେତାଙ୍କୁ ବାନ୍ଧିଲା ପୁଲିସ
ଅଭିନେତାଙ୍କୁ ବାନ୍ଧିଲା ପୁଲିସ। ହତ୍ୟା ଅଭିଯୋଗରେ ଗିରଫ ହେଲେ ଜଣାଶୁଣା ଅଭିନେତା। କନ୍ନଡ ଅଭିନେତା ଦର୍ଶନଙ୍କୁ ଉଠାଇ ନେଲା ପୁଲିସ। ରେଣୁକୁମାରସ୍ୱାମୀ ନାମକ ଜଣେ ଯୁବକଙ୍କୁ ହତ୍ୟା କରିବା ମାମଲାରେ ତାଙ୍କୁ ଆଜି ପୁଲିସ ଗରିଫ କରିଛି।
ମୌସୁର ପୁଲିସ ଅଭିନେତା ଦର୍ଶନଙ୍କୁ ଗିରଫ କରି…
‘ପଞ୍ଚାୟତ ୩’
ବହୁ ପ୍ରତୀକ୍ଷିତ ୨୦୨୪ ମେ ମାସରେ ମୁକ୍ତିଲାଭ କରିଥି ‘ପଞ୍ଚାୟତ ୩’ ଓ୍ବେବ୍ ସିରିଜକୁ ଦର୍ଶକଙ୍କର ବେଶ୍ ଭଲପାଇବା ମିଳିଛି। ଏହି ସିରିଜରେ ଜିତେନ୍ଦ୍ର କୁମାର, ରଘୁବୀର ଯାଦବ, ନୀନା ଗୁପ୍ତା, ଚନ୍ଦନ ରାୟଙ୍କ ଭଳି ଅଭିନେତାମାନେ ଦର୍ଶକଙ୍କୁ ନିଜ ଅଭିନୟର ଜଲଓ୍ବା ଦେଖାଇ ସଫଳତା ପାଇଛନ୍ତି।…
ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ
ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି।ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ, ‘‘ସାହିତ୍ୟକୁ…
ଖୁବଶୀଘ୍ର ଜହିର ଇକବାଲଙ୍କ ହାତ ଧରିବେ ସୋନାକ୍ଷୀ
ଦୀର୍ଘ ଦିନ ଧରି ସୋନାକ୍ଷୀ ଜହିର ଇକବାଲଙ୍କ ସହ ପ୍ରେମ ସମ୍ପର୍କରେ ଅଛନ୍ତି। ଇତି ମଧ୍ୟରେ ଖବର ଆସିଛି ଯେ ଅଭିନେତ୍ରୀ ଜୁନ୍ ୨୩ରେ ମୁମ୍ବଇରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହାପରେ ପ୍ରଶଂସକଙ୍କ ମଧ୍ୟରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଚାଲିଛି।
ସୂଚନାଯୋଗ୍ୟ ଯେ, ସୋନାକ୍ଷୀ…
ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ
ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ଅଷ୍ଟାଦଶ ସଂସ୍କରଣ ଜୁନ୍ ୧୫ରୁ ଜୁନ୍ ୨୧, ୨୦୨୪ ପର୍ଯ୍ୟନ୍ତ ମୁମ୍ବାଇରେ ଅନୁଷ୍ଠିତ ହେବ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଶ୍ରୀ ସଞ୍ଜୟ ଜାଜୁ ଆଜି ଘୋଷଣା କରିଛନ୍ତି । ମହୋତ୍ସବର ସ୍ଥାନ ମୁମ୍ବାଇର ଏଫଡ଼ି-ଏନ୍ଏଫଡ଼ିସି କମ୍ପ୍ଲେକ୍ସ ଥିବା ବେଳେ…
ପରଲୋକରେ ଫିଲ୍ମ ସିଟିର ବାଦଶାହା ରାମୋଜୀ ରାଓ
ପରଲୋକରେ ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ସମୟରେ ଦେହାନ୍ତ ହୋଇଛି। ତେଲୁଗୁ…
ନେହାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ତାଙ୍କ ସ୍ବାମୀ
କଣ୍ଠଶିଳ୍ପୀ ନେହା କକଡ ତାଙ୍କର ୩୬ତମ ଜନ୍ମଦିବସ ପାଳନ କରିଛନ୍ତି। ପ୍ରଶଂସକ ଓ ଇଣ୍ଡଷ୍ଟ୍ରିର ଅନେକ କଳାକାର ନେହାଙ୍କୁ ତାଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ଏହି ଅବସରରେ ନେତାଙ୍କ ପତି ରୋହନପ୍ରୀତ ସିଂହ ପତ୍ନୀଙ୍କ ଉପରେ ପ୍ରେମ ଓଜାଡ଼ି ଦେଇଛନ୍ତି। ସେ ନେହାଙ୍କର ନିଜର…
ଆଜି ଠାରୁ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’
ଜୁନ୍ ୭ରୁ ୯ ତାରିଖ ଯାଏଁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆୟୋଜିତ ହେବାକୁ ଯାଉଛି ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ (ବିଏଫ୍ଏଫ୍) । ଓଡ଼ିଆ ଚଳଚ୍ଚିତ୍ର ପ୍ରତି ଦର୍ଶକମାନଙ୍କ ଦୃଷ୍ଟି ପୁନଃଆକର୍ଷିତ କରିବା ପାଇଁ ଏହି ସ୍ୱତନ୍ତ୍ର ଉତ୍ସବ କରାଯାଉଛି । ଏହି ତିନିଦିନିଆ ସ୍ୱତନ୍ତ୍ର ଓଡ଼ିଆ…
ଚାପୁଡ଼ା ଖାଇଲେ କଙ୍ଗନା !
ବଲିଉଡ ଅଭିନେତ୍ରୀ ତଥା ବିଜେପିର ନବ ନିର୍ବାଚିତ ସାଂସଦ କଙ୍ଗନା ରାନାୱତ | ତାଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସ୍ଏଫ୍ ଗାର୍ଡ ଚାପୁଡ଼ା ମାରିଛନ୍ତି। ଏହି ଘଟଣା ପରେ ଅଭିନେତ୍ରୀ ଅଭିଯୋଗ ଆଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଚାପୁଡ଼ା ମାରିଥିବା…
ଆସନ୍ତାକାଲି ରିଲିଜ ହେବ ଓଡ଼ିଆ ଫିଲ୍ମ ଟିକେ ଟିକେ ଅଚିହ୍ନା ତୁ
ରଜ ଉପଲକ୍ଷେ ଆସନ୍ତାକାଲି ରିଲିଜ ହେବାକୁ ଯାଉଛି ଓଡ଼ିଆ ଫିଲ୍ମ ଟିକେ ଟିକେ ଅଚିହ୍ନା ତୁ । ଏଥିରେ ଲୋକପ୍ରିୟ ତାରକା ସ୍ବରାଜ ବାରିକ ଏବଂ ଭୂମିକା ଦାଶଙ୍କୁ ଏକାଠି ଦେଖିବାକୁ ମିଳିବ ।ଯାହାକୁ ନେଇ ବେଶ ଖୁସି ଅଛନ୍ତି । ଏଥିସହ ଫିଲ୍ମଟି ରଜରେ ରିଲିଜ ହେବାକୁ ଥିବା ବେଳେ ଦର୍ଶକଙ୍କୁ ନିଶ୍ଚୟ…