Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Entertainment
All entertainment related news will be uploaded here
ଖୁବ୍ଶୀଘ୍ର ଆସୁଛି ‘କୌନ୍ ବନେଗା କରୋଡ଼ପତି’
କେବିସି ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍ ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ ଜାଣନ୍ତି କି କେବିସି ପାଇଁ ପଞ୍ଜୀକରଣ କେବେ ଏବଂ କିପରି?ଅମିତାଭ ଆଜିକାଲି ବହୁତ ବ୍ୟସ୍ତ ଅଛନ୍ତି। କୁଇଜ୍ ଶୋ’ ‘କୌନ୍…
ଅଡ଼ୁଆରେ ତମନ୍ନା
ମହାରାଷ୍ଟ୍ର ସାଇବର ସେଲ୍ ପକ୍ଷରୁ ତମନ୍ନାଙ୍କୁ ସମନ୍ ପଠାଯାଇଛି । ପୂର୍ବରୁ ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଏହି ଏଜେନ୍ସି ପକ୍ଷରୁ ସମନ୍ କରାଯାଇଥିଲା । ବର୍ତ୍ତମାନ ତମନ୍ନା ମଧ୍ୟ ଏହି ଜାଲରେ ଛନ୍ଦି ହୋଇଛନ୍ତି । ଆଇପିଏଲ ମ୍ୟାଚ ଷ୍ଟ୍ରିମିଙ୍ଗ ମାମଲାରେ ପଚରାଉଚରା କରିବା ପାଇଁ…
ଚର୍ଚ୍ଚାରେ ଶ୍ରଦ୍ଧା କପୁର
ବଲିଉଡ୍ର ପ୍ରତିଭାବାନ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଭିଡିଓରେ ଶ୍ରଦ୍ଧା ଏକ ଜୁଏଲେରୀ ଦୋକାନରେ ଗ୍ରାହକଙ୍କୁ ଅଳଙ୍କାର ବିକ୍ରି…
ଫ୍ୟାନଙ୍କ ଘରେ ପହଞ୍ଚିଲେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି । ଯେଉଁଥିରେ ସେ ଆମେରିକା ଫ୍ୟାନଙ୍କ ଘରକୁ ଯିବାର ଦେଖାଯାଉଛି । ଏହି ଭିଡିଓ ତାଙ୍କର ଆମେରିକା ଗସ୍ତ ସମୟରେ ସୁଟ କରାଯାଇଛି । ଏହି ସୁପରଷ୍ଟାର ଅଭିନୟ ବ୍ୟତୀତ ଉଦାର ବ୍ୟକ୍ତିତ୍ୱ ପାଇଁ ଜଣାଶୁଣା । ପରଦାରେ ସେ ଆକ୍ସନ ଅବତାରରେ…
ଗିରଫ ହେବେ କି ରାକ୍ଷୀ!
ପୁଣିଥରେ ବିବାଦକୁ ଆସିଛନ୍ତି ଡ୍ରାମା କୁଇନ ରାକ୍ଷୀ ସାୱନ୍ତ। ରାକ୍ଷୀଙ୍କ ପୂର୍ବତନ ସ୍ବାମୀ ଆଦିଲ ଖାନ ଦୁର୍ରାନି ପୂର୍ବତନ ସ୍ତ୍ରୀଙ୍କ ବିରୋଧରେ ନିଜର ଅଶ୍ଳୀଳ ଭିଡିଓ ଲିକ କରିବା ଘଟଣାକୁ ନେଇ ମାମଲା ରୁଜୁ କରିଛନ୍ତି।ଏଭଳି ମାମଲା ରୁଜୁ ହେବାପରେ ରାକ୍ଷୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ…
ଇତିହାସ ରଚିଲା ପୁଷ୍ପା ୨
ସାଉଥ୍ ସିନେମା ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା ୨: ଦି ରୁଲ୍’ କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଛନ୍ତି । ନିର୍ମାତାମାନେ ସୁପରଷ୍ଟାରଙ୍କ ଜନ୍ମଦିନ ଅବସରରେ ଫିଲ୍ମର ଟିଜର ସମସ୍ତଙ୍କ ସହ ସେୟାର କରିଥିଲେ ।ଟିଜରରେ ଅଲ୍ଲୁ ଅର୍ଜୁନଙ୍କ ଝଲକ ଦେଖିବା ପରେ ସମସ୍ତେ…
ଟାଇମ୍ ମାଗାଜିନ’ର ପ୍ରଚ୍ଛଦରେ ସ୍ଥାନ ପାଇ ସାରିଛନ୍ତି
‘ଟାଇମ୍ ମାଗାଜିନ୍’ ପକ୍ଷରୁ ଚଳିତ ବର୍ଷର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକା ପ୍ରକାଶ ପାଇଛି । ଏହି ସୂଚୀରେ ସ୍ଥାନ ପାଇଛନ୍ତି ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ।ଗତ କିଛି ବର୍ଷ ହେବ ବଲିଉଡ୍ ଅଭିନେତାଅଭିନେତ୍ରୀ ଏହି ସମ୍ମାନଜନକ ତାଲିକାରେ ସ୍ଥାନ ପାଉଛନ୍ତି। ଗତବର୍ଷ ଅଭିନେତ୍ରୀ ଦୀପିକା…
ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟାଙ୍କା ଦୁର୍ଘଟଣାର
ବର୍ତ୍ତମାନ ଟିଭି ଇଣ୍ଡଷ୍ଟ୍ରିରୁ ଏକ ଖରାପ ଖବର ଆସିଛି । ରିପୋର୍ଟ ଅନୁସାରେ, ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ।
ଦିବ୍ୟାଙ୍କାଙ୍କ ପିଆର ଟିମ୍ ତାଙ୍କ ଦୁର୍ଘଟଣାର ଖବର ସମସ୍ତଙ୍କ ସହ ସେୟାର କରିଛନ୍ତି । ଖବର…
ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ
ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ।ବିଶେଷ କରି ରାଜ୍ୟର…
ସାଉଥରେ ଡେବ୍ୟୁ କରିବେ ଅକ୍ଷୟ
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଷ୍ଣୁ ମଞ୍ଚୁଙ୍କ ନିର୍ମିତ ‘କନ୍ନପ୍ପା’ ଫିଲ୍ମରେ ଅକ୍ଷୟ ନଜର ଆସିବେ ବୋଲି ମଙ୍ଗଳବାର ଜଣାପଡ଼ିଛି। ଏହା ଏକ ପୌରାଣିକ ଆଧାରିତ ଫିଲ୍ମ…