Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Entertainment
All entertainment related news will be uploaded here
ଅଭିନେତ୍ରୀଙ୍କୁ ମିଳିଲା ରେପ୍ ଧମକ
କୋଲକାତା ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ସୁପ୍ରିମକୋର୍ଟ ଏହି ମାମଲାକୁ ଗୁରୁତର ସହ ନେଇଛନ୍ତି। ସିବିଆଇ ମଧ୍ୟ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରୁଛି।
ଏହି ସମୟରେ ତୃଳମୂଳ କଂଗ୍ରେସର ପୂର୍ବତନ ଏମ୍ପି ତଥା ଅଭିନେତ୍ରୀ ମିମି…
ବର୍ଡର ୨’ରେ ବରୁଣ
ଲୋକପ୍ରିୟ ଦେଶାତ୍ମବୋଧ ଚଳଚ୍ଚିତ୍ର ‘ବର୍ଡର’ର ସ୍ବିକେଲ ‘ବର୍ଡର ୨’କୁ ନେଇ ଏବେ ଚର୍ଚ୍ଚା ଲାଗିରହିଛି। ଏହି ଚଳଚ୍ଚିତ୍ରକୁ ନେଇ ରବିବାର ଏକ ବଡ଼ ଅପ୍ଡେଟ ସାମ୍ନାକୁ ଆସିଛି। ‘ବର୍ଡର ୨’ ଫିଲ୍ମ ପାଇଁ ଅଭିନେତା ବରୁଣ ଧାୱନ ସାଇନ୍ କରିଛନ୍ତି ବୋଲି ଏକ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟ…
ଦୁନିଆ ଦେଖିବ ୟୁଭିଙ୍କ କାହାଣୀ
ତାରକା କ୍ରିକେଟର ତଥା କର୍କଟ ଭଳି ରୋଗକୁ ପରାସ୍ତ କରିଥିବା ଯୁବରାଜ ସିଂହଙ୍କ କାହାଣୀ ଏବେ ବଡ଼ ପରଦାକୁ ଆସିବ। ତାଙ୍କ ବାୟୋପିକ୍ ଘୋଷଣା କରାଯାଇଛି। ଏହି ବାୟୋପିକ୍କୁ ଟି-ସିରିଜ୍ ବ୍ୟାନରରେ ନିର୍ମାଣ କରାଯିବ। ଭୂଷଣ କୁମାର ଓ ରବି ଭଗଚାନ୍ଦକା ଏହାର ପ୍ରଯୋଜନା ଭାର ବହନ କରିବେ।
ଭୂଷଣ…
ଜିତିଲା ୩ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ଏଥିରେ ‘ବ୍ରହ୍ମାସ୍ତ୍ର: ପାର୍ଟ ୱାନ- ଶିବା’ ସିନେମାକୁ ମିଳିଛି ୩ ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ଫଳରେ ସିନେମାର ନିର୍ମାତା ନାମିତ ମାଲହୋତ୍ରା ନିଜର ଖୁସି ଜାହିର କରିଛନ୍ତି । ରଣବୀର କପୂର ଓ ଆଲିଆ ଭଟ୍ଟ ଷ୍ଟାରର ଏହି ସିନେମା ‘ବେଷ୍ଟ ଫିଲ୍ମ ଇନ…
ବଲିଉଡ୍ ସେଲିବ୍ରିଟିମାନେ ହେଉଛନ୍ତି ସବୁଠୁ ବଡ଼ ମୂର୍ଖ ଓ ବୋକା
ଅଭିନେତ୍ରୀ ତଥା ଏମ୍ପି କଙ୍ଗନା ରାଣାଓ୍ବତ ରବିବାର ପୁଣିଥରେ ବଲିଉଡ୍ ତାରକାମାନଙ୍କୁ ଟାର୍ଗେଟ କରିଛନ୍ତି। ମୋଟିଭେଶ୍ନାଲ ସ୍ପିକର ରାଜ ଶାମନୀଙ୍କ ପୋଡ୍କାଷ୍ଟ ପ୍ରୋଗ୍ରାମରେ ଯୋଗଦେଇ କଙ୍ଗନା ବଲିଉଡ୍ ତାରକାମାନଙ୍କର ଜୀବନଶୈଳୀ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ବଲିଉଡ୍ରେ ଚଳିପାରିବା ଭଳି…
୨୯ଟଙ୍କାରେ ଦେଖନ୍ତୁ ‘ସ୍ତ୍ରୀ ୨’
ବହୁ ପ୍ରତୀକ୍ଷିତ ‘ସ୍ତ୍ରୀ ୨’ ଫିଲ୍ମ ଗୁରୁବାର ସ୍ବାଧୀନତା ଦିବସ ଉପଲକ୍ଷେ ରିଲିଜ୍ ହୋଇଛି। ତେବେ ରିଲିଜ୍ ହେବାର ୨ ଦିନ ମଧ୍ୟରେ ‘ସ୍ତ୍ରୀ ୨’ ଫିଲ୍ମ ଅକ୍ଷୟ କୁମାରଙ୍କ ‘ଖେଲ୍ ଖେଲ୍ ମେଁ’ ଓ ଜନ୍ ଆବ୍ରାହମଙ୍କ ‘ବେଦା’ ଫିଲ୍ମକୁ ପଛରେ ପକାଇ ବକ୍ସ ଅଫିସରେ ଅଧିକ ବ୍ୟବସାୟ କରିବାରେ ସଫଳ…
ଇନ୍ଦିରା ଗାନ୍ଧୀଙ୍କ ଜୀବନ କାହାଣୀ ଉପରେ ଆଧାରିତ ସିନେମା ‘ଏମର୍ଜେନ୍ସି’ର ଟ୍ରେଲର୍ ଦେଖି ଦର୍ଶକ ବେଶ୍ ଉତ୍ସାହିତ
ରିଲିଜ୍ ହୋଇଯାଇଛି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନ କାହାଣୀ ଉପରେ ଆଧାରିତ ସିନେମା ‘ଏମର୍ଜେନ୍ସି’ର ଟ୍ରେଲର୍। କଙ୍ଗନା ରାନାୱତଙ୍କ ଅଭିନୀତ ଏହି ସିନେମାର ଟ୍ରେଲର୍ ଦେଖି ଦର୍ଶକ ବେଶ୍ ଉତ୍ସାହିତ ହୋଇଛନ୍ତି। ଦିବଗଂତ ପ୍ରଧାନମନ୍ତ୍ରୀଙ୍କ ଭୂମିକାରେ ନଜର ଆସିଥିବା…
ଜାତୀୟସ୍ତର କମାଲ କଲା ଓଡ଼ିଆ ଫିଲ୍ମ
୭୦ ତମ ଜାତୀୟ ଚଳଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ୨୦୨୨ରେ ରିଲିଜ ହୋଇଥିବା ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିଛି। ଜାତୀୟ ପୁରସ୍କାର ମିଳିବା ପରେ ସିନେମାରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ବାବୁସାନ ମହାନ୍ତି କହିଛନ୍ତି, ଏହି ସିନେମାର ଓଡ଼ିଶାରେ ଚିରାଚରିତ…
ଦମନ ଜିତିଲା ଜାତୀୟ ପୁରସ୍କାର
୭୦ ତମ ନ୍ୟାସନାଲ ଫିଲ୍ମ୍ ଆୱାର୍ଡ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି । ବେଷ୍ଟ ଓଡିଆ ଫିଚର ଫିଲ୍ମ ଭାବେ ଦମନ ସିନେମାକୁ ମନୋନୀତ କରାଯାଇଛି । ଏହି ସିନେମାରେ ମୁଖ୍ୟ ଅଭିନେତା ଭୂମିକାରେ ଅଭିନୟ କରିଥିବା ବାବୁସାନ ମହାନ୍ତି…
୭୦ତମ ଜାତୀୟ ଫିଲ୍ମ ପୁରସ୍କାର
୭୦ତମ ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା କରାଯାଇଛି । ବିଭିନ୍ନ ବିଭାଗରେ ଶ୍ରେଷ୍ଠ ବିବେଚିତ ହୋଇଥିବା କଳାକାରମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କୃତ କରିଛନ୍ତି । ‘ବ୍ରହ୍ମାସ୍ତ୍ର’ ଫିଲ୍ମ ପାଇଁ ଅରିଜୀତ ସିଂହଙ୍କୁ ଶ୍ରେଷ୍ଠ ପୁରୁଷ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ପୁରସ୍କୃତ କରାଯାଇଛି ।…