Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Entertainment
All entertainment related news will be uploaded here
ଅଡ଼ୁଆରେ ରବି କିଶନ
ଗୋରଖପୁରର ବିଜେପି ସାଂସଦ ରବି କିଶନ ଏକ ବଡ଼ ବିବାଦରେ ଫସିଥିବା ଜଣାପଡିଛି । ଜଣେ ମହିଳା ନିଜକୁ ରବି କିଶନଙ୍କ ପତ୍ନୀ ବୋଲି ଦାବି କରିଛନ୍ତି। ଲକ୍ଷ୍ନୌରେ ହଠାତ୍ ଗଣମାଧ୍ୟମ ସାମ୍ନାକୁ ଆସିଥିବା ଜଣେ ମହିଳା ତାଙ୍କ ଝିଅକୁ ରବି କିଶନଙ୍କ ଝିଅ ଭାବରେ ଗ୍ରହଣ କରିବାକୁ ଏବଂ ତାଙ୍କୁ ସାମାଜିକ…
କାହା ଟାର୍ଗେଟରେ ସଲମାନ୍?
ବଲିଉଡ୍ ସୁପରଷ୍ଟାର ସଲମାନଙ୍କ ଘର ଉପରକୁ ଗୁଳି ମାଡ଼। କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଭୋର ସମୟରେ ଦୁଇ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ତିନି ରାଉଣ୍ଡ ଗୁଳି ଚଳାଇଥିଲେ।ବିଗତ କିଛି ବର୍ଷର ଘଟଣାବଳୀକୁ ଦେଖିଲେ ବିଶ୍ନୋଇ ଗ୍ୟାଙ୍ଗର ଟାର୍ଗେଟରେ ରହି ଆସିଛନ୍ତି ସଲମାନ। ଲରେନ୍ସ ବିଶ୍ନୋଇ…
ଡକ୍ଟରେଟ ଡିଗ୍ରୀ ପାଇଲେ ଅଭିନେତା ରାମଚରଣ
ତେଲଗୁ ଓ ହିନ୍ଦୀ ଫିଲ୍ମର ସୁପରଷ୍ଟାର ରାମ ଚରଣ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ଚେନ୍ନାଇ ବିଶ୍ୱବିଦ୍ୟାଳୟରେ ତାଙ୍କୁ ଲିଟରେଚରରେ ସମ୍ମାନଜନକ ଡକ୍ଟରେଟ ପ୍ରଦାନ କରାଯାଇଛି। ୩୯ବର୍ଷ ବୟସରେ ସେ ଏହି ଡିଗ୍ରୀ ହାସଲ କରିଛନ୍ତି। ଏନେଇ ରାମ ଚରଣଙ୍କ ସ୍ତ୍ରୀ ଉପାସନା କୋନିଡେଲା ସୋସିଆଲ…
ନୂଆ ରୂପରେ ‘ବଡ଼େ ମିଆଁ ଛୋଟେ ମିଆଁ’
୧୯୯୮ରେ ଆସିଥିଲା ଅମିତାଭ ବଚ୍ଚନ ଓ ଗୋବିନ୍ଦାଙ୍କ ଆକ୍ସନ୍ କମେଡି ସିନେମା ‘ବଡ଼େ ମିଆଁ ଛୋଟେ ମିଆଁ’। ତା’ ସହିତ ନୂଆ ‘ବଡ଼େ ମିଆଁ ଛୋଟେ ମିଆଁ’ର କିଛିଟା ସାମଞ୍ଜସ୍ୟ ଅଛି। ପୁରୁଣା ଚଳଚ୍ଚିତ୍ର ପରି ଏଥିରେ ମଧ୍ୟ ଦୁଇ ମୁଖ୍ୟ ନାୟକଙ୍କର ଯମଜ ଅଛନ୍ତି। ପୁରୁଣା ସିନେମାରେ ହାସ୍ୟରସକୁ ଅଧିକ…
ଥାନାରେ ରାଣୀ ପଣ୍ଡା
ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି । ନିଜର ରୋକଠୋକ୍ ବୟାନ ପାଇଁ ହେଉ ବା ଅନ୍ୟମାନଙ୍କ ବିପଦ ସମୟରେ ସାହାଯ୍ୟ କରି ହେଉ ରାଣୀ ସର୍ବଦା ସିଧା କଥା କହିବାକୁ ପସନ୍ଦ କରନ୍ତି । ତେବେ ଏହା ମଧ୍ୟରେ ରାଣୀ ନିଜ ବ୍ୟକ୍ତିଗତ ଜୀବନର କିଛି ଅକୁହା କଥାକୁ ମିଡ଼ିଆ ଆଗରେ…
ସଫଳ ଦାମ୍ପତ୍ୟ ଯୋଡ଼ି
ବଲିଉଡର ହିଟ୍ ଯୋଡ଼ିମାନଙ୍କ ମଧ୍ୟରୁ ଖିଲାଡି କିଙ୍ଗ୍ ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ଟ୍ବିଙ୍କିଲ୍ ଖାନ୍ନାଙ୍କ ଯୋଡ଼ି ଅନ୍ୟତମ। ଏବେ ସଫଳ ଦାମ୍ପତ୍ୟ ଜୀବନ ଜିଉଁଥିବା ଅକ୍ଷୟ କିନ୍ତୁ ଯୁବାବସ୍ଥାରେ ଚପଳ ଥିଲେ। ବିବାହିତ ଥିବା ସତ୍ତ୍ୱେ ନାୟିକାମାନଙ୍କ ପ୍ରେମରେ ପଡ଼ିଯାଉଥିଲେ। ଅନେକ…
ଅଗଷ୍ଟ ୧୫ରେ‘ପୁଷ୍ପା ୨’ରିଲିଜ୍ ହେବ
ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଆଗାମୀ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର ରିଲିଜ୍ କରିଥିଲେ ନିର୍ମାତା, ଯାହା ଏବେ ଭାଇରାଲ ହେବାରେ ଲାଗିଛି। ମୈତ୍ରି ମୁଭି ମେକର୍ସର ୟୁଟ୍ୟୁବ ଚ୍ୟାନେଲରେ ଟିଜର ରିଲିଜ୍ କରାଯାଇଥିଲା। କିଛି ମାସ ତଳେ ଫିଲ୍ମର ପୋଷ୍ଟର…
ରାମନବମୀରେ ଘୋଷଣା ହେବ ‘ରାମାୟଣ’
ଆସନ୍ତା ରାମନବମୀରେ ଘୋଷଣା ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଫିଲ୍ମ ରାମାୟଣ। ନୀତେଶ ତିୱାରୀଙ୍କ ନିର୍ଦ୍ଦେଶନାରେ ଏହି ବିଗ୍ ବଜେଟ୍ର ଫିଲ୍ମ ନିର୍ମାଣ ହୋଇପାରେ। ଏଥିରେ ଲିଡ୍ ରୋଲରେ ରଣବୀର କପୁର, ସାଇପଲ୍ଲବୀ ଓ ୟଶଙ୍କୁ ଦେଖିବାକୁ ମିଳିପାରେ। ଭଗବାନ ରାମଙ୍କ ଭୂମିକାରେ ରଣବୀର, ସୀତା…
୪୨ତମ ପାଦ ଥାପିଲେ ଅଲ୍ଲୁ ଅର୍ଜ୍ଜୁନ
ତେଲ୍ଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଆଜି ଅର୍ଥାତ୍ ଏପ୍ରିଲ ୮ରେ ତାଙ୍କର ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଆଜିର ଏହି ଖାସ୍ ଦିନରେ ତାଙ୍କର କିଛି ଫିଲ୍ମ ଉପରେ ନଜର ପକାଇବା। ଯାହା ତାଙ୍କୁ ସାରା ବିଶ୍ୱରେ ପ୍ରସିଦ୍ଧ କରାଇଛି।
ଫ୍ୟାନ୍ସଙ୍କ ଉପରକୁ ହାତ ଉଠାଇଲେ ଜ୍ୟାକି
ବଲିଉଡ଼ ଅଭିନେତା ଜ୍ୟାକି ଶ୍ରଫ୍ ନିଜ ବିନ୍ଦାସ ଅନ୍ଦାଜ ପାଇଁ ବହୁ ଚର୍ଚ୍ଚାରେ ରୁହନ୍ତି । ଫ୍ୟାନ୍ସଙ୍କ ସହ ମଜାଳିଆ ବିହେଭିୟର କ୍ୟାପଚର କରାଯାଉଛି । ହେଲେ ଏଥର ଆକ୍ଟର ନିଜର ଏକ ନୂଆ ଭିଡିଓକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ଏହି ଭିଡିଓରେ ଆକ୍ଟର ଏକ ଫ୍ୟାନ୍ସଙ୍କ ମୁଣ୍ଡକୁ ମାରୁଛନ୍ତି । ତେବେ…