Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Entertainment
All entertainment related news will be uploaded here
ଦୁଃଖରେ ଭାଙ୍ଗି ପଡ଼ିଲେ ଅଭିନେତା
କେନ୍ଦ୍ରାପଡ଼ା ସାଂସଦ ତଥା ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ଅନୁଭବଙ୍କ ବାପା ଖରାପ ସ୍ୱାସ୍ଥ୍ୟ ସମସ୍ୟା କାରଣରୁ ମେଡିକାଲରେ ଚିକିତ୍ସିତ ହେଉଥିଲେ । ବାପାଙ୍କ ସ୍ୱାସ୍ଥ୍ୟର ଯତ୍ନ…
ମୋଦୀଙ୍କୁ ଚିଠି ଲେଖିଲେ ଶିଳ୍ପା
ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି। ଉକ୍ତ ଚିଠିକୁ ସେ ବିଜେପିର ଅଫିସିଆଲ ଟୁଇଟର ଆକାଉଣ୍ଟରେ ସେୟାର ବି କରିଛନ୍ତି। ଏହି ଚିଠିରେ ଶିଳ୍ପା ପ୍ରଧାନମନ୍ତ୍ରୀଙ୍କ ରାମମନ୍ଦିର ନିର୍ମାଣକୁ ନେଇ କୃତଜ୍ଞତା ଜଣାଇଛନ୍ତି।ଶିଳ୍ପା…
ଇନ୍ଦିରା, ନର୍ଗିସ୍ଙ୍କ ନାଁ ହଟାଇଦେଲେ
ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଅନେକ ପରିବର୍ତ୍ତନ କରାଯାଇଛି। ଏଥିରେ ‘ସର୍ବଶ୍ରେଷ୍ଠ ନବାଗତ ଚଳଚ୍ଚିତ୍ର ପାଇଁ ରହିଥିବା ଇନ୍ଦିରା ଗାନ୍ଧୀ ପୁରସ୍କାର’ ଏବଂ ‘ଜାତୀୟ ସଂହତି ଉପରେ ସର୍ବଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍ ଦତ୍ତ ପୁରସ୍କାର’ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କିମ୍ବଦନ୍ତୀ…
ଆତ୍ମହତ୍ୟା କଲେ ଅଭିନେତ୍ରୀ ମଲ୍ଲିକା ରାଜପୁତ
ପ୍ରସିଦ୍ଧ ଗାୟିକା ତଥା ଅଭିନେତ୍ରୀ ମଲ୍ଲିକା ରାଜପୁତ ଆତ୍ମହତ୍ୟା କରିଛନ୍ତି । ତାଙ୍କ ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି ପୋଲିସ । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପୁରା ବଲିଉଡରେ ଶୋକର ଛାୟା ଖେଳିଯାଇଛି । ମଲ୍ଲିକା ରାଜପୁତ କଙ୍ଗନା ରାଣାୱତଙ୍କ ଭଳି ସୁପରଷ୍ଟାରଙ୍କ ସହ କାମ…
ପରଲୋକରେ ବରିଷ୍ଠ ଅଭିନେତା ଚକ୍ରଧର
ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ। ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବା ଜଣାପଡିଛି। ଚିକିତ୍ସା ପାଇଁ ସେ ଭୁବନେଶ୍ୱର ଏମ୍ସର ICU ରେ ଭର୍ତ୍ତି ହୋଇଥିଲେ କିନ୍ତୁ ସେଠାରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ତେବେ ଚକ୍ରଧରଙ୍କ ପରି ଜଣେ ବରିଷ୍ଠ କଳାକାରଙ୍କୁ…
ସ୍ବାମୀଙ୍କଠାରୁ ଅଲଗା ହେଲେ ଈଶା
ଦୀର୍ଘ ୧୧ ବର୍ଷର ବୈବାହିକ ଜୀବନ ପରେ ସ୍ବାମୀ ଭରତ ତଖ୍ତାନିଙ୍କଠାରୁ ଅଲଗା ହୋଇଛନ୍ତି ବଲିଉଡ୍ ଅଭିନେତ୍ରୀ ଈଶା ଦେଓଲ। ନିକଟରେ ଉଭୟ ଈଶା ଓ ଭରତ ଏକ ମିଳିତ ବିବୃତ୍ତି ଜାରି କରି ସେମାନେ ପାରସ୍ପରିକ ସହମତିରେ ଅଲଗା ହୋଇଛନ୍ତି ବୋଲି ଖବର ଦେଇଛନ୍ତି। ଆନୁଷ୍ଠାନିକ ଭାବେ ଅଲଗା ହେବା…
ଗିରଫ ହେଲେ ବିଦ୍ୟୁତ ଜମୱାଲ
ବଲିଉଡର ବଡ଼ ଆକ୍ସନ ଷ୍ଟାର ବିଦ୍ୟୁତ ଜାମୱାଲଙ୍କ ଖୁବ ଉପରେ ରହିଥାଏ । ବିଦ୍ୟୁତ ବର୍ତ୍ତମାନ ନିଜର ଆଗାମୀ ଫିଲ୍ମ ‘କ୍ରାକ୍’ରେ ଧମାକାଦାର ଆକ୍ସନ କରୁଥିବାର ନଜର ଆସିବେ । ଏହି ସିନେମା ପାଇଁ ବିଦ୍ୟୁତ ପ୍ରମୋସନରେ ବ୍ୟସ୍ତ ଥିବା ବେଳେ ତାଙ୍କୁ ନେଇ ଏକ ବଡ଼ ଖବର ଜାଣିବାକୁ ମିଳିଛି । ଫିଲ୍ମଟି…
ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥ
ଅଭିନେତା ଏବଂ ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ସେ ଅସୁସ୍ଥ ଅଛନ୍ତି । ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବା କାରଣରୁ କାଲକାତାର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିବା ରିପୋର୍ଟରୁ ପ୍ରକାଶ । ମିଥୁନଙ୍କ ପ୍ରଶଂସକମାନେ…
ପ୍ରେମ ସପ୍ତାହରେ ଅଲଗା ହେଲେ ଅନୁଭବ-ବର୍ଷା
ପ୍ରେମ ସପ୍ତାହରେ ବାହାଘର ହେଲେ ଯୁଗ ଯୁଗର ସାଥି ହୋଇଯାଆନ୍ତି । ବୈବାହିକ ଜୀବନ ଖୁସିରେ ଖୁସିରେ କଟିଯାଏ । କଳି ଝଗଡ଼ା ହେଲେ ବି ବୈବାହିକ ସମ୍ପର୍କରେ ଫାଟ ସୃଷ୍ଟି ହୁଏ ନାହିଁ । ହେଲେ ସାଂସଦ ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ କ୍ଷେତ୍ରରେ ସେମିତି କିଛି ବି ନଜର…
ଅନୁଭବ-ବର୍ଷାଙ୍କ ମଧ୍ୟରେ ଛାଡ଼ପତ୍ର!
ସାଂସଦ ଅନୁଭବ ଓ ଅଭିନେତ୍ରୀ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ନିଜର ବିବାହ ବିଚ୍ଛେଦ ବାବଦରେ ନିଜେ ଅନୁଭବ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ’ରେ ସୂଚନା ଦେଇଛନ୍ତି । ବିବାହର ୧୦ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କର ଛାଡ଼ପତ୍ର ହୋଇଥିବା ଅନୁଭବ ଲେଖିଛନ୍ତି…