Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Entertainment
All entertainment related news will be uploaded here
ରବୀନାଙ୍କର ଯୁକ୍ତିତର୍କ
ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ରବୀନା ଠେଲାପେଲା କରୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ଘଟିଛି।ଭିଡିଓରେ ଦେଖିବାକୁ ମିଳିଛି, କିଛି ଲୋକଙ୍କ ସହ ରବୀନାଙ୍କର ଯୁକ୍ତିତର୍କ ହେଉଛି। ଏହା ପରେ ରବୀନା…
ପୁଣି ବିପଦରେ ଭାଇଜାନ
ଲଗାତାର ବିପଦରେ ବଲିଉଡ ଅଭିନେତା ସଲମାନ ଖାଁ ଅଛନ୍ତି। ତାଙ୍କୁ ପୁଣି ଥରେ ଆକ୍ରମଣ କରିବା ପାଇଁ ଏକ ଷଡଯନ୍ତ୍ର ରଚାଯାଇଥିଲା। ତେବେ ମୁମ୍ବାଇ ପୋଲିସ ଏହି ଉଦ୍ୟମକୁ ପଣ୍ଡ କରିଛି। ଏହି ଘଟଣାରେ ନାଭି ମୁମ୍ବାଇ ପୋଲିସ ଚାରି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଚାରିଜଣ ଅଭିଯୁକ୍ତ ହେଉଛନ୍ତି…
ସମ୍ପର୍କରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!
ବଲିଉଡର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ କପୁର। ପରସ୍ପରପ୍ରତି ସମ୍ମାନ, ବିନା ଦ୍ୱେଶ, କ୍ରୋଧରେ ଦୁହେଁ ଅଲଗା ହୋଇଛନ୍ତି। ଏବେ ସେମାନେ ନିଜ ନିଜ ଜୀବନ ଉପରେ ଧ୍ୟାନ ଦେବେ ବୋଲି ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।୨୦୧୮ରୁ ଅର୍ଜୁନଙ୍କୁ ଡେଟ୍ କରି ଆସୁଥିଲେ…
ପୁଷ୍ପା ୨ଫିଲ୍ମକୁ ନେଇ କ୍ରେଜ୍ ବୃଦ୍ଧି
ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ରମାନଙ୍କ ମଧ୍ୟରୁ ଅନ୍ୟତ ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍’ ହେଉଛି ଅନ୍ୟତମ। ପ୍ରଶଂସକଙ୍କ ମଧ୍ୟରେ ଧୀରେ ଧୀରେ ଏହି ଫିଲ୍ମକୁ ନେଇ କ୍ରେଜ୍ ବୃଦ୍ଧି ପାଇବାରେ ଲାଗିଛି। ଏଥିମଧ୍ୟରେ ଫିଲ୍ମର ଦ୍ୱିତୀୟ ଗୀତ…
ବିବାହକୁ ନେଇ ମୁହଁ ଖୋଲିଲେ ପ୍ରଭାସ
ଦକ୍ଷିଣ ଭାରତୀୟ ଅଭିନେତା ପ୍ରଭାସ ଏବେ ବ୍ୟସ୍ତ ରହିଛନ୍ତି। ଏହି ଫିଲ୍ମକୁ ପ୍ରଭାସଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ତେବେ ପ୍ରଭାସ ପ୍ରାୟତଃ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କ ପ୍ରେମସମ୍ପର୍କକୁ ନେଇ ପୂର୍ବରୁ ଅନେକ ଆଲୋଚନା ହୋଇଛି। ଗତ…
କାଜଲଙ୍କ ଫିଲ୍ମକୁ ଦେଖିବାକୁ ପସନ୍ଦ କରନ୍ତିନି ପୁଅ
ଅନେକ ଲୋକ ନିଜ ମନ ପସନ୍ଦର ହିରୋ-ହିରୋଇନଙ୍କ ଫିଲ୍ମ ଦେଖିବାକୁ ଅନେଇ ବସିଥାନ୍ତି ତାହା କେବେ ଆସିବ । କିନ୍ତୁ ଅଭିନେତ୍ରୀ କାଜଲଙ୍କ ଫିଲ୍ମ ତାଙ୍କ ପୁଅ ୟୁଗ ଦେଖିବାକୁ ପସନ୍ଦ କରନ୍ତି ନାହିଁ । ଏହାର କାରଣ ଆପଣ ଜାଣିଛନ୍ତି କି? ଯଦି ଜାଣିନାହାନ୍ତି ତେବେ ଆସନ୍ତୁ ଜାଣିବା।କାଜଲ ପ୍ରଥମ କରି…
କାନ୍ସରେ ‘ହାବାସପୁରୀ ୱେଭିଙ୍ଗ୍’ର ପୋଷ୍ଟର ଉନ୍ମୋଚିତ
ନିର୍ଦ୍ଦେଶକ ତଥା ଲେଖକ ଓଡ଼ିଶାର ବିଶ୍ୱନାଥ ରଥ କାନ୍ସ ଫିଲ୍ମ ଫେଷ୍ଟିଭାଲର ୭୭ତମ ସଂସ୍କରଣରେ କୋଟପାଡ଼ ହସ୍ତତନ୍ତର ପ୍ରଦର୍ଶନ କରିବା ସହ ହାବାସପୁରୀ ହସ୍ତତନ୍ତ ଉପରେ ପ୍ରସ୍ତୁତ ଫିଚର ଡକ୍ୟୁମେଣ୍ଟାରିର ପୋଷ୍ଟର ଉନ୍ମୋଚନ କରିଛନ୍ତି। ସେ ଏହି ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବକୁ ପ୍ରଥମଥର…
କଳାକାରରୁ ରେସ୍ତୋରାଁ ମାଲିକାଣୀ
ବଲିଉଡ୍ ସେଲିବ୍ରିଟିମାନେ ଅଭିନୟ ସହ ବିଭିନ୍ନ ବ୍ୟବସାୟରେ ମଧ୍ୟ ଅର୍ଥ ବିନିଯୋଗ କରିଛନ୍ତି। କେତେକ ଖାଦ୍ୟ ପ୍ରତି ଭଲପାଇବା ହେତୁ ହେଉ କିଂବା ଅନ୍ୟ କାରଣରୁ ଦେଶ ବିଦେଶରେ ରେସ୍ତୋରାଁ ଖୋଲିଛନ୍ତି। କଳାକାରରୁ ରେସ୍ତୋରାଁ ମାଲିକ ବନିଥିବା ଅଭିନେତ୍ରୀଙ୍କ ତାଲିକା ବି ଛୋଟ ନୁହେଁ।…
ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍ ପ୍ରଥମ ପୁରସ୍କାର
୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍ଫ୍ଲାଓ୍ବାର୍ସ ଓ୍ବେୟାର ଦି ଫାଷ୍ଟ ଓ୍ବାନ୍ସ ଟୁ ନୋ’ ଗୁରୁବାର ଲା ସିନେଫ ପ୍ରଥମ ପୁରସ୍କାର ପାଇଛି। ପୁଣେର ଫିଲ୍ମ ଆଣ୍ଡ ଟେଲିଭିଜନ…
ମନୋଜଙ୍କ ନୈରାଶ୍ୟଜନକ ଶତକ
ମନୋଜ ବାଜପେୟୀ ମୁଖ୍ୟତଃ ଦେଶୀ ଖଳନାୟକ ଚରିତ୍ରମାନଙ୍କ ଜରିଆରେ ଭାରତୀୟ ସିନେମା ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ତାଙ୍କର ଶହେତମ ଚଳଚ୍ଚିତ୍ର ଭାବେ ‘ଭୈୟା ଜୀ’କୁ ନେଇ ଦର୍ଶକଙ୍କ ମନରେ ଉତ୍କଣ୍ଠା ସୃଷ୍ଟି ହେବା ସ୍ବାଭାବିକ। ଏଥିରେ ସେ ନାୟକ ଭୂମିକାରେ ଅବତୀର୍ଣ୍ଣ…