Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Entertainment
All entertainment related news will be uploaded here
ଆଲିଆ ଶ୍ରେଷ୍ଠ ଅଭିନେତ୍ରୀ, ଆଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା
ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ପୁଷ୍ପା ଫିଲ୍ମ ପାଇଁ ଆଲ୍ଲୁ ଅର୍ଜୁନ ଶ୍ରେଷ୍ଠ କଳାକାର ହୋଇଥିବାବେଳେ ଗଙ୍ଗୁବାଇ କାଠିଆଓ୍ବାଡ଼ା ପାଇଁ ଆଲିଆ ଭଟ୍ଟ ଶ୍ରେଷ୍ଠ ଅଭିନେତ୍ରୀଭାବେ ଘୋଷିତ ହୋଇଛନ୍ତି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରତୀକ୍ଷା ଜାତୀୟ ଚଳଚ୍ଚିତ୍ର…
ସନ୍ନି ଦେଓଲଙ୍କ ’ଗଦର-୨’କୁ ଟକ୍କର ଦେଉଛି ଅକ୍ଷୟଙ୍କ ଫିଲ୍ମ
ନୂଆଦିଲ୍ଲୀ: ଧୁମ ମଚାଉଛି ଗଦର ଫିଲ୍ମ। ଗଦର-୨ ପଛକୁ ରହିଛି ଓମଜି-୨ । ଗଦର ଦୁଇ ଶହ କୋଟି ପାର କରିଥିବା ବେଳେ ଓଏମଜି ତା ପଛକୁ ରହିଛି । ସ୍ବାଧୀନତା ଦିବସ ପୂର୍ବରୁ ରିଲିଜ୍ ହୋଇଥିବା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ’ଓଏମଜି-୨’ ବକ୍ସ ଅଫିସରେ ଭଲ ରୋଜଗାର କରୁଛି । ସନ୍ନି ଦେଓଲଙ୍କ…
ଅକ୍ଷୟ କୁମାରଙ୍କୁ ପୁଣିଥରେ ଭାରତୀୟ ନାଗରିକତା
ଅଭିନେତା ଅକ୍ଷୟ କୁମାରଙ୍କୁ ଏବେ ସୋସିଆଲ ମିଡିଆରେ ଚର୍ଚା ଜୋର ଧରିଛି । ତାଙ୍କ ସମର୍ଥକମାନେ ତାଙ୍କୁ ଅଭିନନ୍ଦନ ଜଣାଉଥିବା ବେଳେ ତାଙ୍କ ବିରୋଧୀ ତାଙ୍କୁ ସମାଲୋଚନା କରୁଛନ୍ତି । ଏହାର କାରଣ ହେଉଛି କି ପୁଣିଥରେ ଭାରତୀୟ ନାଗରିକତା ମିଳିଛି ତାଙ୍କୁ। ସ୍ୱାଧୀନତା ଦିବସ ଅବସରରେ ଅକ୍ଷୟ…
୩ ଦିନ ମଧ୍ୟରେ ଶହେ କୋଟି ପାର କରିଛି ଗଦର-୨
ନୂଆଦିଲ୍ଲୀ: ବକ୍ସ ଅଫିସରେ ବୋବାଲ କରୁଛି ସନ୍ନି ଦେଓଲଙ୍କ ଅଭିନୀତ ଫିଲ୍ମ ’ଗଦର-୨’ । ୮୦ କୋଟି ଟଙ୍କା ବିନିମୟରେ ନିର୍ମାଣ ହୋଇଥିବା ଏହି ଫିଲ୍ମ ୩ ଦିନ ମଧ୍ୟରେ ଶହେ କୋଟି ପାର କରିଛି । ଚଳିତବର୍ଷ ରିଲିଜ ହୋଇଥିବା ଦ୍ବିତୀୟ ବୃହତମ ରୋଜଗାର ଫିଲ୍ମ ହୋଇ ପାରିଛି ।ଶାହାରୁଖ ଖାନଙ୍କ…
ଅଭିନେତ୍ରୀ ସନ୍ନି ଲିଓନ୍ ଭୁବନେଶ୍ବରରେ
ଭୁବନେଶ୍ୱର: ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ସନ୍ନି ଲିଓନ୍ ଏକ ରଙ୍ଗାରଙ୍ଗ ଲାଇଭ୍ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଶନିବାର ସନ୍ଧ୍ୟାରେ ଏକ କ୍ଲବ୍ର ଲାଉଞ୍ଜରେ ତାଙ୍କର କାର୍ଯ୍ୟକ୍ରମ ରହିଥିଲା । ତାଙ୍କର ପ୍ରଶଂସକ, ଶୁଭେଚ୍ଛୁ ତାଙ୍କୁ ଭେଟିବା ଲାଗି ଆଗୁଆ…
ଅଭିନେତ୍ରୀ ଜୟାପ୍ରଦାଙ୍କୁ ୬ ମାସ ଜେଲ୍ ଦଣ୍ଡାଦେଶ
ଚେନ୍ନାଇ: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ଜୟାପ୍ରଦାଙ୍କୁ ଚେନ୍ନାଇର ଏକ କୋର୍ଟ ୬ ମାସ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ଚେନ୍ନାଇର ରାଇପେଟାଠାରେ ତାଙ୍କ ମାଲିକାନାରେ ଥିବା ଏକ ସିନେମା ଥିଏଟରର କର୍ମଚାରୀଙ୍କ ଦ୍ୱାରା ଦାୟର ପିଟିସନ ମାମଲାରେ ତାଙ୍କୁ ୫ ହଜାର ଟଙ୍କା ଜରିମାନା ମଧ୍ୟ…
ରିଲିଜ ହୋଇଛି ବହୁପ୍ରତୀକ୍ଷିତ ଫିଲ୍ମ ’ଜେଲର’
ଚେନ୍ନାଇ: ଆଜି ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ’ଜେଲର’ ରିଲିଜ ହୋଇଛି । ଫିଲ୍ମରେ ରଜନୀକାନ୍ତ ଜେଲର ଭୂମିକାରେ ନଜର ଆସିଛନ୍ତ । ପ୍ରି-ବୁକିଂରେ ଫିଲ୍ମ ୧୪କୋଟି ୧୮ ଲକ୍ଷ ରୋଜଗାର କରିଛି । ପ୍ରଥମ ଦିନରେ ଫିଲ୍ମ ୪୦ରୁ ୪୫ କୋଟି କଲେକ୍ସନ କରିବ ବୋଲି ମେକର୍ସ…
ସୀମାଙ୍କୁ ବଲିଉଡ୍ ରୁ ଆସିଛି ଅଫର୍
ନୂଆଦିଲ୍ଲୀ: ସିନେମାରେ ଅଭିନୟ ପାଇଁ ଏବେ ଅଫର ଆସିଛି ସୀମାଙ୍କୁ । ପ୍ରେମ, ବିବାହ ଏବଂ ଗୁପ୍ତଚର ବିବାଦରେ ଥିବା ସୀମା ହୈଦର ଆଗାମୀ ଚଳଚ୍ଚିତ୍ର ‘ଏ ଟେଲର୍ ମର୍ଡର ଷ୍ଟୋରୀ’ ପାଇଁ ତାଙ୍କ ଅଡ଼ିସନ୍ ନିଆଯାଇଛି। ଜାନି ଫାୟାରଫକ୍ସ ପ୍ରଡକ୍ସନ୍ ହାଉସ୍ ଦିଲ୍ଲୀ ଗ୍ରେଟର ନୋଏଡାରେ ସୀମା ହୈଦରଙ୍କୁ…
ପ୍ରଡକ୍ସନ ଡିଜାଇନର ନୀତିନ ଦେଶାଇଙ୍କ ଆତ୍ମହତ୍ୟା
ମୁମ୍ବାଇ: ଜଣାଶୁଣା ପ୍ରଡକ୍ସନ ଡିଜାଇନର ନୀତିନ ଦେଶାଇ ଆତ୍ମହତ୍ୟା କରିଛନ୍ତି । ପ୍ରାରମ୍ଭିକ ତଦନ୍ତରୁ ସେ ଡିପ୍ରେସନରେ ପୀଡିତ ଥିବା ଜଣାପଡିଛି । ତେବେ ତାଙ୍କ ଆତ୍ମହତ୍ୟାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ନୀତିନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି ବଲିଉଡ । ୫୮ ବର୍ଷ ବୟସରେ…
ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲା
ରାଜ୍ୟର ବହୁ ଚର୍ଚ୍ଚିତ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲାରେ ଚୂଡ଼ାନ୍ତ ସାକ୍ଷ୍ୟଗ୍ରହଣ ଶେଷ ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରାଯାଇଥିଲା। ଆଉ ଜେରା କରିଥିଲେ ଅନୁଭବ ମହାନ୍ତିଙ୍କ…