Browsing Category

Health

News related to complete physical, mental and social well-being

ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍, ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ଏମବିବିଏସ୍ କଲେଜ୍ ପ୍ରତିଷ୍ଠା ହେବ। ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ୪ଟି…

ବର୍ଷା ଋତୁରେ କୀଟ ପତଙ୍ଗରୁ କିପରି ରକ୍ଷା ପାଇବେ ଜାଣନ୍ତୁ

ବର୍ଷା ଋତୁ ଆସିଗଲାଣି। ଏହି ଋତୁରେ ଘରେ ବିଭିନ୍ନ ପ୍ରକାରର କୀଟପତଙ୍ଗ ଘୁରି ବୁଲିଥାନ୍ତି। ଯଦ୍ବାରା ଘରେ ଛୋଟପିଲା ଥିଲେ ଅସୁବିଧା ହୋଇଥାଏ। ସମୟସମୟରେ ‌ଖେଳୁଥିବା ବେଳେ ଛୋଟଛୁଆମାନେ ଉକ୍ତ କୀଟପତଙ୍ଗକୁ ପାଟିରେ ପୁରାଇ ଦେଇଥାଆନ୍ତି। ଯଦ୍ବାରା ଅନେକ ସମୟରେ ଛୁଆ ସଂକ୍ରମଣ ଶିକାର…

ସ୍କୁଲ ପାକ୍ୟକ୍ରମରେ ଯୋଗ ହେବ ସାମିଲ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କହିଛନ୍ତି ଯେ, ରାଜ୍ୟ ସରକାର ସ୍କୁଲ ପାଠ୍ୟକ୍ରମ ଏବଂ ସାର୍ବଜନୀନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଯୋଗକୁ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନେଉଛନ୍ତି କାରଣ ଏହା ଏକ ସୁସ୍ଥ, ସ୍ୱାବଲମ୍ବୀ ଏବଂ ଦକ୍ଷ ଭାରତ ଗଠନ କରିବାରେ ସାହାଯ୍ୟ କରେ।…

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଯୋଗମୟ ହୋଇଛି ସାରା ଜଗତ । ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଜୁନ୍‍ ୨୧ରେ ସାରା ବିଶ୍ୱରେ ଏହାକୁ ପାଳନ କରାଯାଉଛି । ଏବର୍ଷର ଥିମ୍‍ ରହିଛି ‘ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ । ବିଶାଖାପାଟଣା ବେଳାଭୂମିରେ…

ବର୍ଷା ଦିନେ କିପରି ନେବେ କାରର ଯତ୍ନ

ଏବେ ତ ସବୁଆଡେ ବର୍ଷା ଆରମ୍ଭ ହୋଇଗଲାଣି। ଏପରି ପରିସ୍ଥିତିରେ, ଯଦି ଆପଣ ନିୟମିତ ଭାବରେ ଆପଣଙ୍କ କାର ବ୍ୟବହାର କରନ୍ତି, ତେବେ ବର୍ଷାରେ କାରର ଯତ୍ନ ନେବା ବହୁତ ଜରୁରୀ, ନଚେତ୍ ଆପଣଙ୍କୁ ଗାଡ଼ି ଚଲାଇବା ସମୟରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବର୍ଷା ଦିନରେ ଅଧିକାଂଶ ଗାଡ଼ି ଖରାପ…

ରାଜ୍ୟରେ ଡାଇରିଆ ଥମୁନାହିଁ, ୧୧ଜଣଙ୍କ ମୃତ

ରାଜ୍ୟରେ ଡାଇରିଆ ଥମୁନାହିଁ। ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଭାବେ ୧୧ଜଣଙ୍କ ଡାଇରିଆରେ ମୃତ୍ୟୁ ହୋଇଛି। ବେସରକାରୀ ଭାବେ ଏହି ସଂଖ୍ୟା ଆହୁରି…

ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା

ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା । ଅନଲାଇନ୍‌ରେ ବୁକ୍ ହେବ ଆମ୍ବୁଲାନ୍ସ । ଘରୋଇ ଆମ୍ବୁଲାନ୍ସଗୁଡ଼ିକ ଓଡ଼ିଶା ଯାତ୍ରୀ ସହ ଯୋଡ଼ି ହେବେ ଏବଂ ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକ୍ କରିପାରିବେ ରୋଗୀ କିମ୍ବା ତାଙ୍କ…

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…

ଝାଡ଼ାବାନ୍ତିରେ ଆକ୍ରାନ୍ତ ୭୦

ବରଗଡ଼ ଜିଲ୍ଲା  ପାଇକମାଳ ବ୍ଲକ୍‌ କୁଆପାଲି ଗାଁରେ ପ୍ରାୟ ୭୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ଗୁରୁତର ଥିବା ୧୭ ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଉକ୍ତ ଗାଁରେ ଏକ ଗଙ୍ଗାଶ୍ରାଦ୍ଧ ଭୋଜି ହୋଇଥିଲା। ଏଥିରେ ଗ୍ରାମବାସୀ…

ଋତୁସ୍ରାବ ସମୟରେ ସ୍ୱଚ୍ଛତା ପ୍ରଜନନ ସ୍ୱାସ୍ଥ୍ୟକୁ ପ୍ରଭାବିତ କରିଥାଏ

ଭାରତବ୍ୟାପୀ ଅନେକ ମହିଳା ଏବେ ମଧ୍ୟ ଋତୁସ୍ରାବ ସମୟରେ ସ୍ୱଚ୍ଛତାକୁ ଅଣଦେଖା କରୁଛନ୍ତି । ଋତୁସ୍ରାବ ସମୟରେ ପୁରୁଣା କଟନ କପଡାର ବ୍ୟବହାର, ଅଧିକ ସମୟ ପର୍ଯ୍ୟନ୍ତ ପ୍ୟାଡ ପିନ୍ଧିବା, ଯନ୍ତ୍ରଣା ଓ ଅସହଜତାକୁ ନୀରବରେ ସହି ଯାଉଛନ୍ତି । କିନ୍ତୁ ଏହି ଛୋଟ ଛୋଟ ଅବହେଳା ଆଗକୁ ଯାଇ ପ୍ରଜନନ…