Browsing Category

Health

News related to complete physical, mental and social well-being

ଆପଣଙ୍କ ଘରେ ଲାଗିଥିବା ଏସି ଥଣ୍ଡା ପ୍ରଦାନ କରୁନାହିଁ, ତା’ହେଲେ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ , ଆପଣ ଏହି…

ଏବେ ଗରମ ଲହରୀ ଅନୁଭୂତ ହେଲାଣି । ବୃଦ୍ଧି ପାଉଥିବା ତାପମାତ୍ରା ଯୋଗୁଁ ଲୋକମାନେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଏବେ ଲୋକଙ୍କ ଘରେ ଏସି ବ୍ୟବହାର ହେଉଛି। ଏସି ବିନା ଘରେ ରହିବା ବହୁତ କଷ୍ଟକର ହୋଇପଡୁଛି। ଲୋକମାନେ ନିଜ ନିଜ ଆବଶ୍ୟକତା ଅନୁସାରେ ଘରେ ଏସି ଲଗାଉଛନ୍ତି। ଅନେକ ଲୋକଙ୍କ ଘରେ…

ଶରୀରକୁ ସବୁବେଳେ ଥଣ୍ଡା ରଖେ କାକୁଡି

ଗରମ ଦିନ ହେଉ କି ବର୍ଷା ଦିନ ଅବା ହେଉ ଶୀତ ଦିନ କାକୁଡିର ଚାହିଦା ସବୁବେଳେ ଥାଏ । ଲୋକେ କାକୁଡି ସାଲାଡ ଖାଇବାକୁ ସବୁବେଳେ ପସନ୍ଦ କରୁଥିବା ବେଳେ ଗରମ ଦିନେ କିନ୍ତୁ କାକୁଡିର ଚାହିଦା ଅଧିକ ରହିଥାଏ ଆଉ ବଜାରରେ ବେଶି ବିକ୍ରିହୁଏ । ବାଟରେ ଘାଟରେ ଲୋକେ କାକୁଡି ଏବଂ ଲଙ୍କାଲୁଣ ଧରି ବିକ୍ରି…

ଆଜି ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ବର ଏମ୍‌ସ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଶ୍ରୀ ନଡ୍ଡା କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ। ଏହି ବ୍ୟବସ୍ଥା ଏମ୍‌ସ ଭୁବନେଶ୍ବରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର…

ମିଳିଲା ବହୁପ୍ରତିକ୍ଷିତ ଆୟୁଷ୍ମାନ କାର୍ଡ଼

ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ଶୁଭାରମ୍ଭ ହୋଇଛି । କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି । ‘ଆୟୁଷ୍ମାନ ଭାରତ’ ଓ ଆୟୁଷ୍ମାନ ବୟୋ ବନ୍ଦନାର’ ଶୁଭାରମ୍ଭ ହୋଇଛି । ଆୟୁଷ୍ମାନ ଭାରତ…

ଏହି ୩ଟି ଡ୍ରାଇ ଫୁଟ୍ ଖାଆନ୍ତୁ, ଦେଖିବେ ଦେହରେ ଚମତ୍କାରିତା ଦେଖାଦେବ

ଜଣେ ଯଦି ଆପଣଙ୍କୁ ପଚାରେ- ଭାଇ ! କେମିତି ଅଛୁ. ? ଆପଣ ହଁ ଭଲ ଅଛି ବୋଲି ଲମ୍ବେଇକି କୁହନ୍ତି.. ଖୁସି କେବେ କେବେ ଉତ୍ସାହିତ ହୋଇ କୁହନ୍ତି ତ ପୁଣି କେତେବେଳେ ଉଦାସ ହୋଇ କୁହନ୍ତି । ମାତ୍ର ମଣିଷ ସେତେବେଳେ ଭଲ ଅଛି ବୋଲି ଭଲରେ କୁହେ ଯେତେବେଳେ ତା ଦେହ ଭଲ ଥାଏ, ସିଏ ସୁସ୍ଥ ରୁହେ..ଶରୀର…

ଏଣିକି ଔଷଧ ଦୋକାନରେ ରୋଗୀମାନଙ୍କୁ ଇଂଜେକସନ ମନା

ରାଜ୍ୟର ଔଷଧ ଦୋକାନରେ ରୋଗୀମାନଙ୍କୁ ଇଂଜେକସନ ଦିଆଯିବାକୁ ନେଇ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଏହା ନହେଲେ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସ୍ବାସ୍ଥ୍ୟ ବିଭାଗ ସବୁ ସିଡିଏମଓଙ୍କୁ…

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ସୋମବାର ଏକ ବିଶାଳ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ ହୋଇଛି। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହୋଇଛି। କେନ୍ଦ୍ର ଆୟୁଷ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ…

ଏପ୍ରିଲ 11 ରୁ ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ…

କୋଡ଼ିଏରୁ ତିରିଶ ବର୍ଷ ବୟସ ଭିତରେ ଭାରତୀୟମାନଙ୍କ ଚୁଟି ପାଚିବା ଏକ ସାଧାରଣ କଥା ପାଲଟିଛି, ଜାଣନ୍ତୁ ଏହାର କାରଣ

ଏକଦା ବୃଦ୍ଧାବସ୍ଥା ସହ କେଶ ପାଚିବା ଜଡ଼ିତ ଥିଲା। ମାତ୍ର ସମ୍ପ୍ରତି କୋଡ଼ିଏରୁ ତିରିଶ ବର୍ଷ ବୟସ ଭିତରେ ଭାରତୀୟମାନଙ୍କ ଚୁଟି ପାଚିବା ଏକ ସାଧାରଣ କଥା ପାଲଟିଛି। ଜୀବନଶୈଳୀ, ପରିବେଶିକ ପରିବର୍ତ୍ତନ ଓ ଖାଦ୍ୟର ମିଶ୍ରିତ ପ୍ରଭାବ ଯୋଗୁଁ ସେଭଳି ଘଟୁଛି ବୋଲି ଜଣାଯାଇଛି। ସ୍ବାସ୍ଥ୍ୟ…

ଜାଣନ୍ତୁ ତମ୍ବା ପାତ୍ରରେ ପାଣି ରଖି ପିଇଲେ କଣ ସବୁ ଫାଇଦା ମିଳେ

ଏବେ ଘରେ ଘରେ ଥଣ୍ଡା ପାଣି ପିଇବା ପାଇଁ ପ୍ଲାଷ୍ଟିକ୍ ବୋତଲରେ ପାଣି ଭରି ଫ୍ରିଜରେ ରଖିବା ଆରମ୍ଭ ହୋଇଗଲାଣି । କିନ୍ତୁ ଆପଣ ଜାଣନ୍ତି କି, ପ୍ଲାଷ୍ଟିକ ବୋତଲରେ ପାଣି ପିଇବା ଆମ ଶରୀର ପାଇଁ କେତେ କ୍ଷତିକାରକ । ମାତ୍ର ଆପଣ ଯଦି ତମ୍ବା ପାତ୍ରରେ ପାଣି ରଖି ପିଇବା ତାହାଲେ ତାହା ଦେହ ପାଇଁ…