Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Health
News related to complete physical, mental and social well-being
କ୍ଷୀର ସହ ବାସି ରୁଟି ଖାଇବା ଦ୍ୱାରା ଏହା ରକ୍ତଚାପକୁ କମ୍ ହୋଇଥାଏ
ସାଧାରଣତଃ ଦିନ ହେଉ କିମ୍ବା ରାତିରେ ରୁଟି ପ୍ରସ୍ତୁତ କରିବା ପରେ ଅଳ୍ପ ପରିମାଣରେ ରୁଟି ନିଶ୍ଚୟ ବଳକା ରହିଥାଏ । କିଛି ଲୋକେ ବାସି ରୁଟି ଖାଇଥାନ୍ତି ଓ କିଛି ଫିଙ୍ଗି ଦେଇ ଥାନ୍ତି। ବାସି ରୁଟି ସ୍ୱାସ୍ଥ୍ୟ ପାଇଁ ଖୁବ୍ ଉପକାରୀ ବୋଲି ନିଶ୍ଚୟ ଜାଣିଥିବେ। ମାତ୍ର କ୍ଷୀର ସହ ବାସି ରୁଟି…
ଆସନ୍ତାକାଲି ଠାରୁ ଆୟୁଷ୍ମାନ ଯୋଜନା ରାଜ୍ୟରେ ଲାଗୁ ହେବ କି ନାହିଁ ସେ ନେଇ ଦ୍ବନ୍ଦ୍ବ
ତାରିଖ ଥିଲା ୧୨ ଜାନୁଆରୀ ୨୦୨୫, ସ୍ଥାନ ଥିଲା ଲୋକସେବା ଭବନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ରାଜ୍ୟରେ ଏପ୍ରିଲ୍ ପହିଲାରୁ ଆୟୁଷ୍ମାନ ଯୋଜନା ଲାଗୁ ନେଇ ନିଆଯାଇଥିଲା ନିଷ୍ପତ୍ତି । ଏଥିସହ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ ନେଇ ବି ଘୋଷଣା କରିଥିଲେ…
କୋଲୋରେକ୍ଟାଲ କ୍ୟାନ୍ସର ର ଲକ୍ଷଣ
୪୦ ରୁ ୭୫ ବର୍ଷ ବୟଷ୍କ ବ୍ୟକ୍ତିଙ୍କଠାରେ ଦେଖା ଦେଉଛି ଏହି ନୂଆ କର୍କଟ । ଯାହାକୁ ମେଡିକାଲ ଭାଷାରେ କୁହାଯାଉଛି କୋଲୋରେକ୍ଟାଲ କ୍ୟାନ୍ସର । ଏହି ରୋଗ ମୁଖ୍ୟତଃ ଲାର୍ଜ ଇଣ୍ଟେଷ୍ଟାଇନ ବା ବୃହତ ଅନ୍ତଃ ନଳୀକୁ ସଂକ୍ରମଣ କରି ଅଚଳ କରିଦିଏ ।
ରୋଗର କାରଣ ଓ ଲକ୍ଷଣ
ଅଧିକ ମାତ୍ରାରେ ଜଙ୍କ…
ମେଥି କାହିଁକି ଉପକାରୀ ଏବଂ ଏହାକୁ କିପରି ଖାଇବେ?
ଶାରୀରିକ ଗଠନକୁ ବିଗାଡି ଦିଏ ପେଟରେ ଚର୍ବି ବୃଦ୍ଧି। ଏଥିପାଇଁ ଅନେକ ଲୋକ ବ୍ୟାୟାମ ସହିତ ବିଭିନ୍ନ ପ୍ରକାର ଖାଦ୍ୟକୁ ଡାଏଟରେ ସାମିଲ୍ କରନ୍ତି।ଏହି କ୍ଷେତ୍ରରେ ମେଥି ମଧ୍ୟ ଖୁବ୍ ଉପକାରୀ ହୋଇପାରେ ବୋଲି ଜାଣନ୍ତି କି? ଆଜ୍ଞା ହଁ... ମେଥିରେ ଏପରି କିଛି ଉପକାରୀ ଗୁଣ ରହିଛି, ଯାହା ପେଟରେ…
ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ
ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ ଆମ ହାତ ପାହାନ୍ତାରେ ଏମିତି କିଛି ଜିନିଷ ଅଛି ଯାହା ଆମକୁ ଏସବୁ ରୋଗ ବା ସ୍ବାସ୍ଥ୍ୟ ସମସ୍ୟାଠାରୁ ସହଜରେ ଦୂରେଇ ରଖିପାରିବ। ହେଲେ ଆମେ ଏହାକୁ ନିୟମିତ…
କର୍କଟ, ମଧୁମେହ, ହୃଦ୍ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ସହିତ ସରକାରୀ ନିୟନ୍ତ୍ରଣରେ ଥିବା ଅନ୍ୟ ଔଷଧ ଦର ବୃଦ୍ଧି ହେବ
କର୍କଟ, ମଧୁମେହ, ହୃଦ୍ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ସହିତ ସରକାରୀ ନିୟନ୍ତ୍ରଣରେ ଥିବା ଅନ୍ୟ ଔଷଧ ଦର ବୃଦ୍ଧି ହେବାକୁ ଯାଉଛି। ଔଷଧ ଦର ପ୍ରାୟ ୧.୭ ପ୍ରତିଶତ ମହଙ୍ଗା ହେବ ବୋଲି ସୂଚନା ମିଳିଛି। ସରକାରୀ ନିୟନ୍ତ୍ରଣରେ ଥିବା କର୍କଟ, ମଧୁମେହ, ହୃଦ୍ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ଔଷଧ ଦର…
କାଲିଠୁ ଅଶଂଘାତ ଡ଼ର
ପୁଣି ଫେରିଲା ତାତି,୩ଟି ସହରରେ ୪୦ଡିଗ୍ରୀ ପାର କଲା ପାରଦ । ୪୧.୪ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଲା ରାଜ୍ୟର ଉତ୍ତପ୍ତ ସହର । ସେହିପରି ହୀରାକୁଦରେ ୪୧.୧ ଏବଂ ସମ୍ବଲପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗକୁ ତାପମାତ୍ରା ଆହୁରି ବଢ଼ିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ…
ଜାଣନ୍ତୁ କେଉଁମାନଙ୍କ ଶରୀର ପାଇଁ ଫୁଲକୋବି ଅପକାରୀ
ଶୀତଋତୁରେ ଉତ୍ପାଦିତ ହେଉଥିବା ବିଭିନ୍ନ ପରିବା ମଧ୍ୟରୁ ଫୁଲକୋବି ଅନ୍ୟତମ। ଅନେକ ଲୋକ ଫୁଲକୋବି ଖାଇବାକୁ ବେଶ୍ ପସନ୍ଦ କରନ୍ତି। ଏଥିରେ ମଧ୍ୟ ଭିଟାମିନ୍ ଭରପୂର ପରିମାଣରେ ଥାଏ। ଫୁଲକୋବିରେ ଥିବା ପୋଷକ ତତ୍ତ୍ୱ ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ।
ଏଥିରେ ଭିଟାମିନ୍ ସି, ଭିଟାମିନ୍ ଏ,…
ବ୍ଲଡ୍ ପ୍ରସରେ ଦ୍ରୁତଗତିରେ ହ୍ରାସ ପାଇଲେ ଅର୍ଥୋଷ୍ଟାଟିକ୍ ହାଇପୋଟେନ୍ସନ୍ ହୁଏ
କେବେ ବସିଥିବା ସ୍ଥାନରୁ ହଠାତ୍ ଉଠିପଡ଼ିବା ବେଳେ ମୁଣ୍ଡ ଘୂରାଇ ଦେଇ ଅନ୍ଧାରିଆ ଦେଖାଯିବାର ଅନୁଭବ କରିଛନ୍ତି କି?ଯଦି ହଁ, ତେବେ ଏ ରିପୋର୍ଟ ଆବଶ୍ୟକୀୟ ହୋଇପାରେ। କାରଣ ବର୍ତ୍ତମାନ ସମୟରେ ପ୍ରାୟ ଲୋକ ଏପରି ସଙ୍କେତ ଅନୁଭବ କରୁଛନ୍ତି। ତେବେ ଏହାର କାରଣ କଣ ହୋଇପାରେ, କାହିଁକି ବସିବା…
ଡାଳିମ୍ବ ଚୋପା ବି ସ୍ୱାସ୍ଥ୍ୟ ପାଇଁ ଉପକାରୀ ବୋଲି ଜାଣନ୍ତି କି?
ଡାଳିମ୍ବକୁ ବିଭିନ୍ନ ଉପକାରୀ ଫଳ ମଧ୍ୟରୁ ଅନ୍ୟତମ ଭାବେ ବିବେଚନା କରାଯାଏ। ଏଥିରେ ଜିଙ୍କ, ପୋଟାସିୟମ୍, ଆଇରନ୍ ଏବଂ ଓମେଗା-6 ଫ୍ୟାଟି ଏସିଡ୍ ଥାଏ। ଡାଳିମ୍ବ ଖାଇବା ଦ୍ୱାରା ଶରୀରକୁ ଶକ୍ତି ମିଳିବା ସହ ରକ୍ତହୀନତା ସମସ୍ୟା ଦୂର ହୋଇଥାଏ ଏବଂ ରୋଗପ୍ରତିରୋଧକ ଶକ୍ତି ମଧ୍ୟ ବଢିଥାଏ। ହେଲେ …