Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Health
News related to complete physical, mental and social well-being
ଶରୀରକୁ ଶକ୍ତିଶାଳୀ କରେ ରସୁଣ ପାଣି
ଆଜିକାଲି ପରିବର୍ତ୍ତିତ ଜୀବନଶୈଳୀ ଏବଂ ଭୁଲ ଖାଦ୍ୟପେୟ ଯୋଗୁଁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହୋଇଯାଏ ଏବଂ ଆମେ ସହଜରେ ଗମ୍ଭୀର ରୋଗର ଶିକାର ହୋଇଯାଉ। ଏପରି ପରିସ୍ଥିତିରେ, ଲୋକମାନଙ୍କୁ ସେମାନଙ୍କ ଖାଦ୍ୟରେ ଏପରି ଜିନିଷ ସାମିଲ କରିବା ଉଚିତ, ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ମଜବୁତ…
ଶରୀରକୁ ଅନେକ ମାରାତ୍ମକ ରୋଗରୁ ରକ୍ଷା କରିବାରେ ଏକ ପ୍ରାକୃତିକ କବଚ ଭଳି କାମ କରେ – ପିଜୁଳି
ଶୀତ ଋତୁର ଆଗମନ ସହିତ ବଜାରରେ ଅନେକ ପ୍ରକାରର ସବୁଜ ପନିପରିବା ଓ ଫଳମୂଳର ପସରା ଦେଖିବାକୁ ମିଳେ । ତେବେ ଏସବୁ ମଧ୍ୟରେ ଯଦି କୌଣସି ଗୋଟିଏ ଫଳ ସବୁଠାରୁ ଲୋକପ୍ରିୟ, ଶସ୍ତା ଏବଂ ଗୁଣକାରୀ ଥାଏ, ତେବେ ତାହା ହେଉଛି ପିଜୁଳି । ଶୀତୁଆ ସକାଳ କିମ୍ବା ଖରାବେଳେ ଲୁଣ ଓ ଲଙ୍କା ଗୁଣ୍ଡ ମିଶା ପିଜୁଳି…
ଏହି ଘରୋଇ ଫେସପ୍ୟାକକୁ ବ୍ୟବହାର କରି ପାଆନ୍ତୁ କୋମଳ ତ୍ୱଚା
ଆଜିକାଲି ସମସ୍ତେ ମେକଅପ୍ ବିନା ମଧ୍ୟ ଚମକଦାର ଏବଂ କୋମଳ ତ୍ୱଚା ପାଇବାକୁ ଚାହିଁଥାଆନ୍ତି। ତଥାପି ପ୍ରଦୂଷଣ, ଏବଂ ସୂର୍ଯ୍ୟର ପ୍ରଖର କିରଣ ତ୍ୱଚାରେ ମଳିନତା ସୃଷ୍ଟି କରିଥାଏ। ଏପରି ସ୍ଥିତିରେ ଘରୋଇ ଉପଚାର ହେଉଛି ସବୁଠାରୁ ସୁରକ୍ଷିତ ବିକଳ୍ପ। ଯଦି ଆପଣ ଲେମ୍ବୁ, ଗ୍ଲିସେରିନ୍ ଏବଂ ଗୋଲାପ…
ଗଣ୍ଠି ଯନ୍ତଣାରୁ ମୁକ୍ତି ଦିଏ କ୍ଷୀର ଏବଂ ଗୁଡ଼
ପ୍ରାଚୀନ କାଳରୁ କ୍ଷୀର ଏବଂ ଗୁଡ଼ ଉଭୟ ସ୍ୱାସ୍ଥ୍ୟ ପାଇଁ ବରଦାନ ସଦୃଶ ହୋଇଥାଏ ବୋଲି ବିବେଚନା କରାଯାଏ । ଶୀତ ଋତୁରେ ଲୋକମାନେ ବହୁତ ଉତ୍ସାହର ସହିତ ଗୁଡ଼ ଖାଆନ୍ତି । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁସାରେ, ଯଦି କ୍ଷୀର ସହ ଗୁଡ଼ ମିଶାଇ ପିଇବା ଦ୍ୱାରା ଏହା ସ୍ୱାସ୍ଥ୍ୟ ଉପରେ ବହୁତ…
ଶରୀରର ମେଟାବୋଲିଜିମ୍ ବୃଦ୍ଧି କରିବାରେ ପ୍ରଭାବଶାଳୀ ପ୍ରମାଣିତ ହୋଇପାରେ ପାନମହୁରୀ
ଆପଣଙ୍କ ପେଟ ବଢିଯାଇଛି କି, ଚର୍ବି ଜମା ହୋଇ ରହିଛି କି ? ଆଉ ଆପଣ ଏଥିପାଇଁ ଚିନ୍ତିତ କି ? ଯଦି ହଁ, ଆପଣଙ୍କ ରୋଷେଇ ଘରେ ଅଛି ଏହାର ସମାଧାନ , ଆପଣ କ’ଣ ରୋଷେଇ ଘରେ ରଖାଯାଇଥିବା ପାନମହୁରିକୁ କେବଳ ମାଉଥ ଫ୍ରେଶନର ଭାବରେ ସେବନ କରନ୍ତି ? ଯଦି ହଁ ତେବେ ଆପଣଙ୍କ ସୂଚନା ପାଇଁ ଆମେ…
ସକାଳୁ ଖରାରେ ବସିବାକୁ ଆଦୌ ଭୁଲନ୍ତୁନି
ସକାଳ ସମୟ ହିଁ ଆପଣଙ୍କ ପୂରା ଦିନ ପାଇଁ ଫୂର୍ତ୍ତି ଏବଂ ମୁଡ୍ ସେଟ୍ କରିଥାଏ । ହେଲେ ଏ ସକାଳ ଟା ଯଦି ଖରାପ ଯାଏ ତାହେଲେ ପୂରା ଦିନ ଖରାପ ହୋଇଯିବ । ଆପଣଙ୍କ ସକାଳର ଅଭ୍ୟାସ ଉପରେ ଆପଣଙ୍କର ଦିନଟା ନିର୍ଭର କରେ । ଅନେକ ସମୟରେ ଜାଣତରେ ହେଉ ବା ଅଜାଣତରେ ଆମେ ଏପରି କିଛି କରୁ ଯାହା ଦିନଟା…
ଶରୀର ପାଇଁ ଅମୃତ ସମାନ କାମ କରେ ଡାଳିମ୍ବ ଜୁସ୍
ସୁସ୍ଥ ଶରୀର ପାଇଁ ଫଳମୂଳ ଖାଇବା ନିହାତି ଜରୁରୀ । ଡାକ୍ତରମାନେ ମଧ୍ୟ ସବୁବେଳେ ଫଳମୂଳ ଖାଇବାକୁ ପରାମର୍ଶ ଦିଅନ୍ତି । ସବୁ ଫଳମୂଳ ମଧ୍ୟରେ ଡାଳିମ୍ବ ହେଉଛି ବହୁତ ସ୍ୱତନ୍ତ୍ର, କାରଣ ଏହା ଏପରି ଏକ ଫଳ ଯାହା ହିତକର ଗୁଣରେ ଭରପୂର । ବିଶେଷଜ୍ଞଙ୍କ ମତରେ, ଯଦି ପ୍ରତିଦିନ ସକାଳେ ଖାଲି ପେଟରେ…
ସୁସ୍ଥ ଶରୀର ପାଇଁ ମଧ୍ୟ ଗ୍ରୀନ୍ ମଟର ଖୁବ୍ ଲାଭଦାୟକ
ଶୀତ ଋତୁରେ ଅନେକ ପ୍ରକାରର ପନିପରିବା ମିଳେ, ଯାହା ଖାଇବା ସ୍ୱାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ ହୋଇଥାଏ । ପରିବା ବଜାରରେ ଏବେ ସ୍ପ୍ରୀଙ୍ଗ୍ ଓନିୟନ୍ , ତଟକା ଫୁଲକୋବି , ଦେଶୀ ବିନ୍ସ , ବନ୍ଧାକୋବି , ବ୍ରୋକୋଲି ଆଦି ନାନା ‘ୱିଣ୍ଟର୍ ଭେଜିଟେବଲ’ ର ଆସର ଜମିଛି । ଏଥିମଧ୍ୟରୁ ଗ୍ରୀନ୍ ମଟର…
ଥଣ୍ଡା ଦିନେ ଚା’ କିମ୍ବା କଫି ଅଧିକ ପରିମାଣରେ ପିଇବା ଉଚିତ୍ ନୁହେଁ
ଶୀତଦିନ ଆରମ୍ଭ ହୋଇଗଲେ ଲୋକମାନେ ନିଜ ଶରୀରକୁ ଉଷ୍ମ ରଖିବା ପାଇଁ ଚା’ କିମ୍ବା କଫି ପିଇଥାନ୍ତି। ଏହା ଦ୍ବାରା ଶୋଷ କମ୍ ଲାଗିଥାଏ। ତେଣୁ ଲୋକମାନେ ପାଣି ପିଇବା କମ୍ କରି ଦେଇଥାନ୍ତି। ଏହା କାରଣରୁ ଶରୀରରୁ ଜଳୀୟ ଅଂଶ କମିବାକୁ ଲାଗେ । ଆପଣ ଜାଣିଛନ୍ତି କି ଚା’ କିମ୍ବା କଫି ଅଧିକ ପରିମାଣରେ…
ଥଣ୍ଡା ପାଗ ଶରୀରକୁ ଶକ୍ତି ସଂରକ୍ଷଣ ଏବଂ ବିଶ୍ରାମ ନେବାକୁ ଉତ୍ସାହିତ କରେ
ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ ଏବଂ ଏହା ଶରୀର ପାଇଁ ପ୍ରଥମ ପ୍ରାଥମିକତା, କିନ୍ତୁ ପରିବର୍ତ୍ତନଶୀଳ ଋତୁ ଏହାର ପରିମାଣ ଉପରେ ପ୍ରଭାବ ପକାଏ। ଶୀତଦିନେ, ଦିନ ଛୋଟ ହେବା ସହ ସୂର୍ଯ୍ୟ କିରଣ କମ୍ ମିଳୁଥିବାରୁ ଶରୀରର ଜୈବିକ ଅଂଶ କମ ହୋଇଥାଏ, ଯାହା ମେଲାଟୋନିନ୍ ହରମୋନକୁ ବୃଦ୍ଧି କରେ…