Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Health
News related to complete physical, mental and social well-being
ବର୍ଷା ଋତୁରେ କୀଟ ପତଙ୍ଗରୁ କିପରି ରକ୍ଷା ପାଇବେ ଜାଣନ୍ତୁ
ବର୍ଷା ଋତୁ ଆସିଗଲାଣି। ଏହି ଋତୁରେ ଘରେ ବିଭିନ୍ନ ପ୍ରକାରର କୀଟପତଙ୍ଗ ଘୁରି ବୁଲିଥାନ୍ତି। ଯଦ୍ବାରା ଘରେ ଛୋଟପିଲା ଥିଲେ ଅସୁବିଧା ହୋଇଥାଏ। ସମୟସମୟରେ ଖେଳୁଥିବା ବେଳେ ଛୋଟଛୁଆମାନେ ଉକ୍ତ କୀଟପତଙ୍ଗକୁ ପାଟିରେ ପୁରାଇ ଦେଇଥାଆନ୍ତି। ଯଦ୍ବାରା ଅନେକ ସମୟରେ ଛୁଆ ସଂକ୍ରମଣ ଶିକାର…
ସ୍କୁଲ ପାକ୍ୟକ୍ରମରେ ଯୋଗ ହେବ ସାମିଲ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କହିଛନ୍ତି ଯେ, ରାଜ୍ୟ ସରକାର ସ୍କୁଲ ପାଠ୍ୟକ୍ରମ ଏବଂ ସାର୍ବଜନୀନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଯୋଗକୁ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନେଉଛନ୍ତି କାରଣ ଏହା ଏକ ସୁସ୍ଥ, ସ୍ୱାବଲମ୍ବୀ ଏବଂ ଦକ୍ଷ ଭାରତ ଗଠନ କରିବାରେ ସାହାଯ୍ୟ କରେ।…
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଯୋଗମୟ ହୋଇଛି ସାରା ଜଗତ । ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଜୁନ୍ ୨୧ରେ ସାରା ବିଶ୍ୱରେ ଏହାକୁ ପାଳନ କରାଯାଉଛି । ଏବର୍ଷର ଥିମ୍ ରହିଛି ‘ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ । ବିଶାଖାପାଟଣା ବେଳାଭୂମିରେ…
ବର୍ଷା ଦିନେ କିପରି ନେବେ କାରର ଯତ୍ନ
ଏବେ ତ ସବୁଆଡେ ବର୍ଷା ଆରମ୍ଭ ହୋଇଗଲାଣି। ଏପରି ପରିସ୍ଥିତିରେ, ଯଦି ଆପଣ ନିୟମିତ ଭାବରେ ଆପଣଙ୍କ କାର ବ୍ୟବହାର କରନ୍ତି, ତେବେ ବର୍ଷାରେ କାରର ଯତ୍ନ ନେବା ବହୁତ ଜରୁରୀ, ନଚେତ୍ ଆପଣଙ୍କୁ ଗାଡ଼ି ଚଲାଇବା ସମୟରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବର୍ଷା ଦିନରେ ଅଧିକାଂଶ ଗାଡ଼ି ଖରାପ…
ରାଜ୍ୟରେ ଡାଇରିଆ ଥମୁନାହିଁ, ୧୧ଜଣଙ୍କ ମୃତ
ରାଜ୍ୟରେ ଡାଇରିଆ ଥମୁନାହିଁ। ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଭାବେ ୧୧ଜଣଙ୍କ ଡାଇରିଆରେ ମୃତ୍ୟୁ ହୋଇଛି। ବେସରକାରୀ ଭାବେ ଏହି ସଂଖ୍ୟା ଆହୁରି…
ଅନ୍ଲାଇନ୍ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା
ଅନ୍ଲାଇନ୍ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା। ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା । ଅନଲାଇନ୍ରେ ବୁକ୍ ହେବ ଆମ୍ବୁଲାନ୍ସ । ଘରୋଇ ଆମ୍ବୁଲାନ୍ସଗୁଡ଼ିକ ଓଡ଼ିଶା ଯାତ୍ରୀ ସହ ଯୋଡ଼ି ହେବେ ଏବଂ ଅନ୍ଲାଇନ୍ରେ ଆମ୍ବୁଲାନ୍ସ ବୁକ୍ କରିପାରିବେ ରୋଗୀ କିମ୍ବା ତାଙ୍କ…
ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍
ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…
ଝାଡ଼ାବାନ୍ତିରେ ଆକ୍ରାନ୍ତ ୭୦
ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ୍ କୁଆପାଲି ଗାଁରେ ପ୍ରାୟ ୭୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ଗୁରୁତର ଥିବା ୧୭ ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଉକ୍ତ ଗାଁରେ ଏକ ଗଙ୍ଗାଶ୍ରାଦ୍ଧ ଭୋଜି ହୋଇଥିଲା। ଏଥିରେ ଗ୍ରାମବାସୀ…
ଋତୁସ୍ରାବ ସମୟରେ ସ୍ୱଚ୍ଛତା ପ୍ରଜନନ ସ୍ୱାସ୍ଥ୍ୟକୁ ପ୍ରଭାବିତ କରିଥାଏ
ଭାରତବ୍ୟାପୀ ଅନେକ ମହିଳା ଏବେ ମଧ୍ୟ ଋତୁସ୍ରାବ ସମୟରେ ସ୍ୱଚ୍ଛତାକୁ ଅଣଦେଖା କରୁଛନ୍ତି । ଋତୁସ୍ରାବ ସମୟରେ ପୁରୁଣା କଟନ କପଡାର ବ୍ୟବହାର, ଅଧିକ ସମୟ ପର୍ଯ୍ୟନ୍ତ ପ୍ୟାଡ ପିନ୍ଧିବା, ଯନ୍ତ୍ରଣା ଓ ଅସହଜତାକୁ ନୀରବରେ ସହି ଯାଉଛନ୍ତି । କିନ୍ତୁ ଏହି ଛୋଟ ଛୋଟ ଅବହେଳା ଆଗକୁ ଯାଇ ପ୍ରଜନନ…
ମସ୍ତିଷ୍କର କାର୍ଯ୍ୟଦକ୍ଷତା ଉପରେ କୁପ୍ରଭାବ ପକାଇଥାଏ ମେଦବହୁଳତା
ବିଶ୍ବର ବିଭିନ୍ନ ଦେଶରେ ମେଦବହୁଳ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମେଦବହୁଳତା ଯୋଗୁଁ ନାନାପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହେଉଛି। ହୃଦଯନ୍ତ୍ର, ବୃକ୍କ, ଯକୃତ ସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ଅଙ୍ଗ ଉପରେ ଏହା ନକାରାତ୍ମକ ପ୍ରଭାବ ପକାଉଛି। ଅନ୍ୟପକ୍ଷରେ ମେଦବହୁଳତା…