Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Health
News related to complete physical, mental and social well-being
୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ…
ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀର ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ଶୁଭ ଉଦଘାଟନର ଆୟୋଜନ କରାଯାଇଥିଲା। ୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…
୨୪ ଘଣ୍ଟାରେ ଦେଶରେ ଦେଶରେ ୬ ଜଣଙ୍କର କରୋନାରେ ମୃତ୍ୟୁ
ଦେଶରେ କରୋନା ସଂକ୍ରମଣ ଲଗାତାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପୁଣି ୩୦୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏଥିସହ ଦେଶରେ ସକ୍ରିୟ ମାମଲା ୭ ହଜାର ଟପିଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ ଦେଶରେ ଏବେ ମୋଟ୍ ସକ୍ରିୟ ମାମଲା ୭,୧୨୧। ଗତ ୨୪ ଘଣ୍ଟାରେ…
ରାଜ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୫୬କୁ ବୃଦ୍ଧି
ରାଜ୍ୟରେ ସୋମବାର ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଜନସ୍ଵାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି।…
ସୁସ୍ଥ ମାଢ଼ି ସମଗ୍ର ଦାନ୍ତ ସ୍ୱାସ୍ଥ୍ୟକୁ ଅକ୍ଷୁଣ୍ଣ ରଖିଥାଏ
ମୁଖ ପରିଚ୍ଛନ୍ନତା କଥା ଉଠିଲେ ସାଧାରଣତଃ ଦାନ୍ତ ହିଁ ଦୃଷ୍ଟି ଆକର୍ଷଣ କରିଥାଏ। ତେବେ ପାଟିର ଏକ ସମାନ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି ମାଢ଼ି। ତେଣୁ ତା’ ପ୍ରତି ଉପଯୁକ୍ତ ଧ୍ୟାନ ଦେବାକୁ ଦନ୍ତ ବିଶେଷଜ୍ଞମାନେ ପରାମର୍ଶ ଦିଅନ୍ତି। ଆମର ମାଢ଼ି କେବଳ ଆମ ଦାନ୍ତକୁ ଘେରି ରହିଥିବା ଗୋଲାପୀ…
ଶରୀର ପାଇଁ ଜରୁରୀ ଏହି ତିନି ଭିଟାମିନ
ଶରୀରକୁ ସୁସ୍ଥ ରଖିବା ପାଇଁ ଅନେକ ଭିଟାମିନ୍ ଏବଂ ଖଣିଜ ପଦାର୍ଥର ଆବଶ୍ୟକତା ରହିଛି । ଶରୀରରେ ଏହି ସବୁ ଭିଟାମିନ୍ ର ମାତ୍ରା କମ ରହିଲେ ସମଗ୍ର ବ୍ୟବସ୍ଥା ନଷ୍ଟ ହୋଇଯାଏ । ବ୍ୟସ୍ତବହୁଳ ଜୀବନ ଏବଂ ଅସ୍ୱାସ୍ଥ୍ୟକର ଖାଦ୍ୟପେୟ ଯୋଗୁଁ ଅଧିକାଂଶ ଲୋକ ଅତ୍ୟାବଶ୍ୟକ ଭିଟାମିନ୍ ଅଭାବରେ ପୀଡିତ…
ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
ଆପଣ ସତର୍କ ରୁହନ୍ତୁ କାରଣ ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକ ଜିଲ୍ଲାରୁ ୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଣେ ପୁରୀ,…
ସକ୍ରିୟ କରୋନା ୪ ହଜାର ନିକଟତର
ସୋମବାର ସକାଳେ ଭାରତରେ ସକ୍ରିୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୯୬୧ ଥିଲା ଏବଂ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୪୭ଟି ନୂଆ ମାମଲା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁଯାୟୀ, ସମଗ୍ର ଦେଶରେ ୨୦୩ଟି ନୂଆ ମାମଲା ପଞ୍ଜୀକୃତ ହୋଇଛି। ଦିଲ୍ଲୀରେ ଆଉ…
ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୩ ବୃଦ୍ଧି
ଗୋଟିଏ ସପ୍ତାହ ମଧ୍ୟରେ ଭାରତରେ କୋଭିଡ କେସ୍ ୧୨୦୦ % ରୁ ଅଧିକ ବୃଦ୍ଧି ପାଇଛି। ଏହି ବୃଦ୍ଧିର କାରଣ କ’ଣ ? ଏବେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୭୫୮ ଥିବା ବେଳେ ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୩ ବୃଦ୍ଧି ପାଇଛି। କେରଳ, ମହାରାଷ୍ଟ୍ର ଏବଂ ଦିଲ୍ଲୀ ସଦ୍ୟତମ ଲହରରେ ସବୁଠାରୁ ଅଧିକ…
ଆଜି ବିଶ୍ବ ତମାଖୁ ବର୍ଜନ ଦିବସ
ସମଗ୍ର ପୃଥିବୀରେ ତମାଖୁ ସେବନ ତଥା ଧୂମପାନ ମୃତ୍ୟୁର ଏକ ପ୍ରମୁଖ କାରଣ ହୋଇ ଛିଡ଼ା ହୋଇଛି , ଯାହାକୁ ସଂପୂର୍ଣ୍ଣ ଭାବରେ ପ୍ରତିରୋଧ ତଥା ପ୍ରତିହତ କରିବା କେବଳ ନିଜ ଉପରେ ହିଁ ନିର୍ଭର କରିଥାଏ । ଏହି କାରଣରୁ ବିଶ୍ୱର ଅଧିକାଂଶ ବ୍ୟକ୍ତିଙ୍କ ଜୀବନ ଅକାଳରେ ଚାଲିଯାଏ । ବିଶ୍ୱ ସ୍ୱାସ୍ଥ୍ୟ…
କାହିଁକି ପୁଣି ଫେରିଲା କରୋନା ?
୦୧୯ରେ ସମଗ୍ର ବିଶ୍ୱକୁ ଥରାଇ ଦେଇଥିଲା କରୋନା ଭାଇରସ୍ । ସାରା ବିଶ୍ୱରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା । ଲକଡାଉନ୍, ସଟଡାଉନ୍, କ୍ୱାରେଣ୍ଟାଇନ୍ ଭଳି ଶବ୍ଦ ଯାହା ଆମେ କେବେ ଜାଣିନଥିଲୁ ତାହା ଆମ ପାଇଁ ନିତିଦିନିଆ ହୋଇଯାଇଥିଲା । ୨ ବର୍ଷ ଧରି ଏହି ରୋଗ ସମସ୍ତଙ୍କୁ ନାକରେ ପାଣି…