Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Health
News related to complete physical, mental and social well-being
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ କଲରା
ପାଟିକୁ ପିତା, ହେଲେ ଦେହ ପାଇଁ ଭାରି ହିତ। ଏଭଳି ଏକ ପରିବା ହେଉଛି କଲରା। କଲରା ପିତା ହେଲେ ବି ଭାରି ସ୍ବାଦିଷ୍ଟ। କଲରା ଖାଇବାର ମଜା ଯିଏ ଜାଣିଛନ୍ତି ସେମାନଙ୍କର ଏହି ପରିବା ପ୍ରିୟ ପରିବା ଭିତରେ ଗଣା ହୋଇଯାଏ। ଏହାକୁ ଆପଣ କଞ୍ଚା ବି ଜୁସ୍ କରି ପିଇପାରିବେ।
ଆସନ୍ତୁ ଜାଣିବା ବର୍ଷା…
ଓଜନ ନିୟନ୍ତ୍ରଣ କରେ ଭେଣ୍ଡି
ଭେଣ୍ଡି ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ମଧୁମେହ ରୋଗୀଙ୍କ ପାଇଁ ଭେଣ୍ଡି ସର୍ବୋତ୍ତମ। ଅଧ୍ୟୟନରୁ ଜଣାପଡିଛି ଭେଣ୍ଡିରେ କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ଭିଟାମିନ୍ ଏ, କେ, ସି ଏବଂ ବି ୬ ରହିଛି। ଏହା ଭିଟାମିନ-ସିର ମଧ୍ୟ ଏକ ଉତ୍ତମ ସ୍ରୋତ। ଏଥିରେ ପ୍ରୋଟିନ୍ ଏବଂ ଫାଇବର ରହିଛି। ଭେଣ୍ଡି…
ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ରସୁଣ ଓ ତେନ୍ତୁଳିରେ ତିଆରି ରସମ
ଆଜିକାଲି ସମୟରେ ପ୍ରତିଦିନ ନୂଆ ରୋଗ ବାହାରୁଥିବାରୁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି ଲୋକେ। ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହିତ ସୁଖାଦ୍ୟ ଖାଇବା ହେଉଛି ଅନ୍ୟତମ ଉପାୟ, ଯାହା ଫଳରେ ନିଜକୁ ନିରୋଗ ରଖିହେବ। ଏହି ସମୟରେ ଆପଣ ରସୁଣ ଓ…
ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ
ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ଏକ ନୂତନ ଅଧ୍ୟୟନ ଅନୁଯାୟୀ ମିଜୋରାମରେ ଏହି ବିପଦ ପ୍ରାୟ ଦୁଇଗୁଣ- ପୁରୁଷଙ୍କ ପାଇଁ ୨୧.୧ ପ୍ରତିଶତ ଓ ମହିଳାଙ୍କ ପାଇଁ ୧୮.୯ ପ୍ରତିଶତ । ବଡ଼…
ଇନଷ୍ଟାଗ୍ରାମ ରିଲ୍ସ, ଟିକଟକ କିମ୍ବା ୟୁଟ୍ୟୁବ ସର୍ଟସ ସ୍କ୍ରୋଲିଂ କରିବା ମଦ ପିଇବା ସହ ସମାନ
ଇନଷ୍ଟାଗ୍ରାମ ରିଲ୍ସ, ଟିକଟକ କିମ୍ବା ୟୁଟ୍ୟୁବ ସର୍ଟସ ସ୍କ୍ରୋଲିଂ ସମୟ କାଟିବାର ଏକ ସାଧାରଣ ମନେହୁଏ, କିନ୍ତୁ ନ୍ୟୁରୋସାଇନ୍ଟିଷ୍ଟମାନେ ଚେତାବନୀ ଦେଇଛନ୍ତି ଯେ ଏହା ମସ୍ତିଷ୍କ ଉପରେ ମଦ ପିଇବା ସଦୃଶ କ୍ଷତିକାରକ ପ୍ରଭାବ ପକାଇପାରେ।
ନ୍ୟୁରୋଇମେଜ ଜର୍ଣ୍ଣାଲରେ ପ୍ରକାଶିତ ଏକ ଅଧ୍ୟୟନରେ…
ଦିଲ୍ଲୀରେ ପୁରୁଷଙ୍କଠାରେ କର୍କଟ ହାର ସର୍ବାଧିକ
ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ର ଏକ ନୂତନ ଅଧ୍ୟୟନ ଅନୁଯାୟୀ ମିଜୋରାମରେ ଏହି ବିପଦ ପ୍ରାୟ ଦୁଇଗୁଣ- ପୁରୁଷଙ୍କ ପାଇଁ ୨୧.୧ ପ୍ରତିଶତ ଓ ମହିଳାଙ୍କ ପାଇଁ ୧୮.୯ ପ୍ରତିଶତ …
ବାନ୍ତି ସମସ୍ୟା ଦୂର କରିବା ପାଇଁ ଜାଣନ୍ତୁ କିଛି ଘରୋଇ ଟିପସ୍ ….
ବାନ୍ତି ବା ବମି ହେବା ଶରୀରର ଏକ ପ୍ରାକୃତିକ ପ୍ରତିକ୍ରିୟା, ଯାହା ବିଭିନ୍ନ କାରଣରୁ ହୋଇପାରେ। ପାକସ୍ଥଳୀ ସମସ୍ୟା ଯେପରିକି ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ୍, ଖାଦ୍ୟ ବିଷକ୍ରିୟା, ଅମ୍ଳତା ବା ପେପ୍ଟିକ୍ ଅଲସର୍ ଏହାର ମୁଖ୍ୟ କାରଣ। ଗର୍ଭାବସ୍ଥାରେ ମର୍ନିଂ ସିକନେସ୍ ଯୋଗୁଁ ବାନ୍ତି ହୁଏ। ମୋସନ୍…
ବ୍ୟସ୍ତବହୁଳ ଜୀବନରେ କିପରି ରହିବେ ସୁସ୍ଥ
ଆଜିର ବ୍ୟସ୍ତବହୁଳ ଜୀବନରେ କାମର ଚାପ, ଡେଡଲାଇନ୍ ଏବଂ ଓଭରଟାଇମ୍ ଆମ ଦୈନନ୍ଦିନ ଜୀବନର ଏକ ଅଂଶ ପାଲଟିଛି । ସକାଳୁ ଅଫିସ୍ ଯିବା, ବିଳମ୍ବିତ ରାତି ପର୍ଯ୍ୟନ୍ତ କାମ କରିବା ଏବଂ ପରଦିନ ପୁଣି ସେହି ଏକା ରୁଟିନ୍କୁ ଅନୁସରଣ କରିବା ଭିତରେ ଆମ ସ୍ୱାସ୍ଥ୍ୟ ଅବହେଳିତ ହୋଇଯାଏ । ଅନେକ ଲୋକ…
ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା
ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା । ପ୍ରତିବର୍ଷ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ, ଯୁବପିଢି଼ ଏବେ ଏହାର କବଳରେ । ଏବେ ଖୋଲାମେଲାରେ AIDS ରୋଗୀମାନେ ବୁଲୁଥିବାରୁ, ଏହି ରୋଗ କାହାକୁ କେତେବେଳେ ବ୍ୟାପିବ, ତାର ଠିକଣା ନାହିଁ ।ରାଜ୍ୟରେ ପୁରୁଷଙ୍କ ସହ…
ଘାସ ଉପରେ ଖାଲି ପାଦରେ ଚାଲିବା ସମସ୍ତଙ୍କ ପାଇଁ ଏକ ବରଦାନ ସଦୃଶ
ପିଲାବେଳେ ଆଈ,ଜେଜେମା ଖାଲି ପାଦରେ ଘାସ ଉପରେ ଚାଲିବାକୁ କହୁଥିଲେ। ଆଗରୁ ଲୋକମାନେ ମଧ୍ୟ ଖାଲି ପାଦରେ ଘାସ ଉପରେ ପ୍ରତିଦିନ ଚଲାବୁଲା କରୁଥିଲେ କିନ୍ତୁ ଆଧୁନିକ ଧାଁଦଉଡ଼ ଜୀବନରେ ଏହା ବହୁତ କମ୍ ଲୋକ ହିଁ କରିପାରୁଛନ୍ତି । କାହା ପାଖରେ ନିଜ ପାଇଁ ସମୟ ହିଁ ନାହିଁ । କିନ୍ତୁ ଯଦି ଆପଣ…