Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Health
News related to complete physical, mental and social well-being
ନିୟମିତ ଯୋଗ କରୁଥିଲେ ଏସବୁ ସମସ୍ୟାରୁ ମିଳିବ ମୁକ୍ତି
ଶରୀରକୁ ସୁସ୍ଥ ତଥା ନୀରୋଗ ରଖିବାକୁ କିଏ ବା ନ ଚାହେଁ? ଏଥିପାଇଁ ନିୟମିତ ବ୍ୟାୟାମ ନିଶ୍ଚୟ କରୁଥିବେ। ତେବେ ନିଜର ଦୈନନ୍ଦିନ ଜୀବନରେ ଯୋଗକୁ ମଧ୍ୟ ସାମିଲ କରନ୍ତୁ। କାରଣ ଶରୀରକୁ ଫିଟ୍ ରଖିବା ପାଇଁ ଯୋଗକୁ ହଁି ବିକଳ୍ପ ଭାବେ ଆପଣେଇବାକୁ ପଡ଼ିବ। ଏହାଦ୍ୱାରା ଆମ ଶରୀରର…
ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି : ସ୍ୱାସ୍ଥ୍ୟମନ୍ତ୍ରୀ
ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋସଲେସନରେ ରଖାଯାଇଛି। ବାର୍ଡ ଫ୍ଲୁ ନେଇ ସ୍ୱାସ୍ଥ୍ୟ ବିଭାଗ…
ମେଦବହୁଳତା କମାଏ କିସ୍ମିସ୍
କିସ୍ମିସ୍ରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଅଧିକାଂଶ ଲୋକ ଅତ୍ୟଧିକ ଖାଦ୍ୟ ଖାଇଦେଇଥିବାରୁ ତାହା ଠିକ୍ ଭାବେ ହଜମ ହୁଏନା। ପରବର୍ତ୍ତୀ ସମୟରେ ଏହା କୋଷ୍ଠକାଠିନ୍ୟ ବା କନଷ୍ଟିପେଷ୍ଟନ୍ର ରୂପ ମଧ୍ୟ ନିଏ। ତେଣୁ ପ୍ରତିଦିନ କିସ୍ମିସ୍ ଖାଇବା ଦ୍ୱାରା ଏଥିରୁ କିଛି…
ମଣିଷକୁ ଡ଼େଇଁଲା ବାର୍ଡ ଫ୍ଲୁ
ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ମଙ୍ଗଳପୁରରେ ଜଣେ ମଣିଷ ଦେହରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ଏନେଇ ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି। ଏଥିଲାଗି ପିପିଲି ଓ ସତ୍ୟବାଦୀରେ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ୧ କିଲୋମିଟର ଭିତରେ ଓ ୧ରୁ୧୦ କିଲୋମିଟର ଭିତରେ ଦୁଇ ଥାକିଆ ସର୍ଭେଲାନ୍ସ…
ଉପକାରୀ ଅମୃତଭଣ୍ଡା
ଅମୃତଭଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ତେବେ ଏହାର ଭଲ ଗୁଣ ତାଲିକାରେ ଆଉ ଏକ କଥାକୁ ନିକଟରେ ଯୋଡ଼ାଯାଇଛି। ଏହାକୁ ଖାଇବା ଦ୍ୱାରା ହାର୍ଟ ବା ହୃତ୍ପିଣ୍ଡ ସୁସ୍ଥ ରହିବା ସହ ଠିକ୍ ଭାବରେ କାର୍ଯ୍ୟ କରିଥାଏ। ବର୍ତ୍ତମାନ ମେଦବହୁଳତା ବା ଓଜନ ବୃଦ୍ଧି ଏକ ସାଧାରଣ…
ରକ୍ତ ଜମାଟ ବାନ୍ଧିବା ମଣିଷ ପାଇଁ ହୋଇପାରେ ସାଂଘାତିକ
ଅସ୍ୱାସ୍ଥ୍ୟକର ଜୀବନଶୈଳୀ ଏବଂ ଖାଦ୍ୟପେୟ ଅଭ୍ୟାସ ମଣିଷ ପାଇଁ ସାଂଘାତିକ ପ୍ରମାଣିତ ହେଉଛି । ଏହିପରି ଅନେକ ଗମ୍ଭୀର ସମସ୍ୟା ଯୋଗୁ ଜୀବନଶୈଳୀ ଖରାପ ହେବାର କାରଣ ପାଲଟିଛି । ଶରୀରରେ ରକ୍ତ ଜମାଟ ବାନ୍ଧିବା ମଧ୍ୟ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି । ରକ୍ତ ଜମାଟ ବାନ୍ଧିବାର ଅର୍ଥ ହେଉଛି…
ବାର୍ଡ ଫ୍ଲୁ’ କୁ ନେଇ ସତର୍କ ସୂଚନା
ପିପିଲିରେ ବାର୍ଡ ଫ୍ଲୁ ସଂକ୍ରମଣ ଚିହ୍ନଟ ହେବା ପରେ ଏହାକୁ ନେଇ ସାରା ରାଜ୍ୟରେ ନିର୍ଦ୍ଦେଶନାମା ଜାରି କରାଯାଇଛି । ବାର୍ଡ ଫ୍ଲୁ ସଂକ୍ରମଣକୁ ନେଇ ସତର୍କ ରହିବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି…
ସାବଧାନ ! ପ୍ଲାଷ୍ଟିକ୍ ଚପିଂ ବୋର୍ଡରେ ପରିବା କାଟୁଛନ୍ତି କି?
ଅଧିକାଂଶ ଗୃହିଣୀ ଘରେ ପ୍ଲାଷ୍ଟିକ୍ ଚପିଂ ବୋର୍ଡ ବ୍ୟବହାର କରିଥାନ୍ତି। କିନ୍ତୁ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଖରାପ।
ପ୍ଲାଷ୍ଟିକ୍ ଚପିଂ ବୋର୍ଡରେ ପରିବା କାଟିବା ଫଳରେ ସେଥିରେ ଥିବା ମାଇକ୍ରୋ ପ୍ଲାଷ୍ଟିକ୍ ଆମ ଶରୀର ଭିତରକୁ ଯାଇଥାଏ, ଯାହା ଅତ୍ୟନ୍ତ ଖରାପ। ବାରମ୍ବାର ଛୁରିରେ…
ସାବଧାନ ! ଥଣ୍ଡା ପାଣି ପିଉଥିଲେ
ଆମର ଦୈନନ୍ଦିନ ଜୀବନରେ ଅନେକ ଜିନିଷ ଅଛି ଯାହା ଆମ ସ୍ୱାସ୍ଥ୍ୟ ଏବଂ ଫର୍ଟିଲିଟି ଉପରେ ପ୍ରଭାବ ପକାଇଥାଏ। କେବଳ ମହିଳା ନୁହଁନ୍ତି ପୁରୁଷମାନେ ମଧ୍ୟ ଫର୍ଟିଲିଟି ହ୍ରାସ ତଥା ଏହା ସହ ଜଡିତ କୌଣସି ରୋଗରୁ ଦୂରେଇ ରହିବା ପାଇଁ କିଛି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। କିଛି ଲୋକ…
୨୪ଶହ ଟପିଲା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା
ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍ ରହିଥିବା କହିଛନ୍ତି ଜନସ୍ବାସ୍ଥ୍ୟ…