Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Health
News related to complete physical, mental and social well-being
ପୁଣେରେ ପ୍ରାଣନେଉଛି ‘ଜିବିଏସ
ପୁଣେରେ ଚିନ୍ତା ବଢାଇଲାଣି ଗୁଇଲେନ-ବାରେ ସିଣ୍ଡ୍ରୋମ । ପୁଣେରେ ପାଖାପାଖି ୧୦୦ରୁ ଅଧିକ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ଭେଣ୍ଟିଲେଟରରେ ଥିବା ବେଳେ ବାକି ରୋଗୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ବିଭିନ୍ନ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଚିନିଯୁକ୍ତ ମଧୁର ପାନୀୟ ପିଇ ସାରା ବିଶ୍ବରେ ପ୍ରତିବର୍ଷ ପ୍ରାୟ ୧୨ ଲକ୍ଷ ଲୋକ ହୃଦ୍ରୋଗ ରେ ଆକ୍ରାନ୍ତ ହେଉଛନ୍ତି
ଆମର ତୃଷା ନିବାରଣ ସହିତ ମନରେ କ୍ଷୁଧାଭାବ ଜାଗ୍ରତ କରିବା ପାଇଁ ବିଭିନ୍ନ ପ୍ରକାର ସୋଡ଼ା ଓ ଶକ୍ତିବର୍ଦ୍ଧକ ପାନୀୟ ବଜାରରେ ଉପଲବ୍ଧ। ମସ୍ତିଷ୍କର ଆନନ୍ଦ କେନ୍ଦ୍ରକୁ ଉତ୍ପ୍ରେରିତ କରିବା ପାଇଁ ସେଗୁଡ଼ିକୁ ମାତ୍ରାଧିକ ମଧୁମିଶ୍ରିତ କରାଯାଇଥାଏ। ଏଭଳି ପାନୀୟରେ ପୋଷକ ତତ୍ତ୍ବ ଅତ୍ୟନ୍ତ…
ରାସ୍ତାକଡ଼ର ଅମରି ଜଡ଼ା ଫଳ ଖାଇ ୧୦ ଛାତ୍ରଛାତ୍ରୀ ଅସୁସ୍ଥ
ରାୟଗଡ଼ା ଜିଲ୍ଲା ଥେରୁବାଲି ନିକଟସ୍ଥ ବରିଗୁଡା ପ୍ରାଥମିକ ବିଦ୍ୟାଳୟର ୧୦ ଜଣ ଛାତ୍ରଛାତ୍ରୀ ରାସ୍ତାକଡ଼ର ଅମରି ଜଡ଼ା ଫଳ ଖାଇ ଅସୁସ୍ଥ ହୋଇଛନ୍ତି। ସମସ୍ତ ୧୦ ଜଣ ଛାତ୍ରଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ମୁତାବକ ବିଦ୍ୟାଳୟ ଛୁଟି ପରେ ଘରକୁ ଫେରୁଥିବା ରାସ୍ତାକଡ଼ରେ…
ଲଞ୍ଚ୍ – ଡିନର୍ ଭିତରେ କେତେ ସମୟର ଅନ୍ତରାଳ ରହିବା ଦରକାର ଏହା ଆପଣ ଜାଣିବା ନିହାତି ଦରକାର
ଯେମିତି ପୁଷ୍ଟିକର ଖାଦ୍ୟ ଆମ ଶରୀରକୁ ହେଲଦି ରଖିବାରେ ସାହାଯ୍ୟ କରେ ଠିକ୍ ସେମିତି ଆପଣଙ୍କ ଖାଇବା ସମୟ ମଧ୍ୟ ଆପଣଙ୍କ ସୁସ୍ଥ ଜୀବନଚର୍ଯ୍ୟାକୁ ସନ୍ତୁଳନ ରଖିବାର କାମ କରେ । ଆପଣ କେତେବେଳେ , କେଉଁ ସମୟରେ ଖାଦ୍ୟ ଖାଉଛନ୍ତି ଏବଂ ଲଞ୍ଚ୍ - ଡିନର୍ ଭିତରେ କେତେ ସମୟର ଅନ୍ତରାଳ ରହିବା ଦରକାର…
ପୁରୀ କଣାସରେ କାୟା ମେଲାଉଛି ଝାଡାବାନ୍ତି
ପୁରୀ କଣାସରେ କାୟା ମେଲାଉଛି ଝାଡାବାନ୍ତି । ପାଣି ପରୀକ୍ଷାରୁ ଆସିଲା ସାଂଘାତିକ ଚିତ୍ର । ଦୟାନଦୀର ପାଣି ପରୀକ୍ଷା ପରେ ଏଥିରେ ଆମାଶୟ ଭୂତାଣୁ ଚିହ୍ନଟ ହୋଇଥିବା ଜଣାପଡ଼ଛି । ଯାହାକୁ ନେଇ ଲୋକଙ୍କୁ ସତର୍କ କରିଛନ୍ତି ଅଣୁ ବିଶେଷଜ୍ଞ । ଆଜି ଆଉ ଦୁଇ ଗାଁକୁ ବ୍ୟାପିଛି ଝାଡ଼ାବାନ୍ତି । …
ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲା : ମୁଖ୍ୟମନ୍ତ୍ରୀ
ମୋଦି ସରକାର ଆସିବାର ଦଶ ବର୍ଷ ପରେ ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ କରିଥିଲେ। ହେଲେ ଓଡ଼ିଶାରେ ପୂର୍ବ ସରକାର ତାକୁ ଲାଗୁ କରିନଥିଲେ।
ଚୁକ୍ତିନାମା ସ୍ବାକ୍ଷରିତ ହେବା…
ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ , କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ
ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପାଇଁ ସୋମବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ…
ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆୟୁସ୍ମାନ ଯୋଜନା ପାଇଁ ଏମ୍ଓୟୁ ସ୍ବାକ୍ଷର ହେବ
ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିନ ୨ଟାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ । ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହେବ । ଆୟୁସ୍ମାନ…
ଏଚ୍ଏମ୍ପି : ସର୍ଭେଲାନ୍ସ ପାଇଁ ଜିଲ୍ଲା ଗୁଡ଼ିକୁ ନିର୍ଦେଶ
ଏଚ୍ଏମ୍ପି ଭାଇରସ୍କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡାକ୍ତର ବିଜୟ ମହାପାତ୍ର । କହିଛନ୍ତି, ଏଚ୍ଏମ୍ପିଭି ନେଇ ବର୍ତ୍ତମାନ ସୁଦ୍ଧା କିଛି ଗାଇଡଲାଇନ ଏଯାଏଁ ଆସିନି। କେନ୍ଦ୍ର ଓ ଏନ୍ସିଡିସିର ବୈଷୟିକ ପରାମର୍ଶଦାତା କମିଟିର ନିର୍ଦେଶକୁ ଅପେକ୍ଷା…
ଦେଶରେ ଏଚ୍ଏମ୍ପିଭି ଆକ୍ରନ୍ତଙ୍କ ସଂଖ୍ୟା ୧୪ ଛୁଇଁଲା
ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଚିଛି। ଶୁକ୍ରବାର ମହାରାଷ୍ଟ୍ର ନାଗପୁରରେ ଦୁଇ ଶିଶୁଙ୍କ ରିପୋର୍ଟ ପଜେଟିଭ୍ ଆସିଛି । ଏବେ ସୁଦ୍ଧା ମହରାଷ୍ଟ୍ର,…