Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Browsing Category
Health
News related to complete physical, mental and social well-being
ରକ୍ତ ଜମାଟ ବାନ୍ଧିବା ମଣିଷ ପାଇଁ ହୋଇପାରେ ସାଂଘାତିକ
ଅସ୍ୱାସ୍ଥ୍ୟକର ଜୀବନଶୈଳୀ ଏବଂ ଖାଦ୍ୟପେୟ ଅଭ୍ୟାସ ମଣିଷ ପାଇଁ ସାଂଘାତିକ ପ୍ରମାଣିତ ହେଉଛି । ଏହିପରି ଅନେକ ଗମ୍ଭୀର ସମସ୍ୟା ଯୋଗୁ ଜୀବନଶୈଳୀ ଖରାପ ହେବାର କାରଣ ପାଲଟିଛି । ଶରୀରରେ ରକ୍ତ ଜମାଟ ବାନ୍ଧିବା ମଧ୍ୟ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି । ରକ୍ତ ଜମାଟ ବାନ୍ଧିବାର ଅର୍ଥ ହେଉଛି…
ବାର୍ଡ ଫ୍ଲୁ’ କୁ ନେଇ ସତର୍କ ସୂଚନା
ପିପିଲିରେ ବାର୍ଡ ଫ୍ଲୁ ସଂକ୍ରମଣ ଚିହ୍ନଟ ହେବା ପରେ ଏହାକୁ ନେଇ ସାରା ରାଜ୍ୟରେ ନିର୍ଦ୍ଦେଶନାମା ଜାରି କରାଯାଇଛି । ବାର୍ଡ ଫ୍ଲୁ ସଂକ୍ରମଣକୁ ନେଇ ସତର୍କ ରହିବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି…
ସାବଧାନ ! ପ୍ଲାଷ୍ଟିକ୍ ଚପିଂ ବୋର୍ଡରେ ପରିବା କାଟୁଛନ୍ତି କି?
ଅଧିକାଂଶ ଗୃହିଣୀ ଘରେ ପ୍ଲାଷ୍ଟିକ୍ ଚପିଂ ବୋର୍ଡ ବ୍ୟବହାର କରିଥାନ୍ତି। କିନ୍ତୁ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଖରାପ।
ପ୍ଲାଷ୍ଟିକ୍ ଚପିଂ ବୋର୍ଡରେ ପରିବା କାଟିବା ଫଳରେ ସେଥିରେ ଥିବା ମାଇକ୍ରୋ ପ୍ଲାଷ୍ଟିକ୍ ଆମ ଶରୀର ଭିତରକୁ ଯାଇଥାଏ, ଯାହା ଅତ୍ୟନ୍ତ ଖରାପ। ବାରମ୍ବାର ଛୁରିରେ…
ସାବଧାନ ! ଥଣ୍ଡା ପାଣି ପିଉଥିଲେ
ଆମର ଦୈନନ୍ଦିନ ଜୀବନରେ ଅନେକ ଜିନିଷ ଅଛି ଯାହା ଆମ ସ୍ୱାସ୍ଥ୍ୟ ଏବଂ ଫର୍ଟିଲିଟି ଉପରେ ପ୍ରଭାବ ପକାଇଥାଏ। କେବଳ ମହିଳା ନୁହଁନ୍ତି ପୁରୁଷମାନେ ମଧ୍ୟ ଫର୍ଟିଲିଟି ହ୍ରାସ ତଥା ଏହା ସହ ଜଡିତ କୌଣସି ରୋଗରୁ ଦୂରେଇ ରହିବା ପାଇଁ କିଛି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। କିଛି ଲୋକ…
୨୪ଶହ ଟପିଲା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା
ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍ ରହିଥିବା କହିଛନ୍ତି ଜନସ୍ବାସ୍ଥ୍ୟ…
ବ୍ୟାନ୍ ହେଲା ‘ପାରାସିଟାମୋଲ, ସେଟିରିଜିନ୍’
ବର୍ତ୍ତମାନ ଯଦି ଆପଣ ଘରେ ଔଷଧ ରଖିଥାନ୍ତି ତେବେ ସାବଧାନ ହୋଇ ଯାଆନ୍ତୁ। ୧୫୬ଟି ଏଫଡିସି ଔଷଧ ଉପରେ ପ୍ରତିବନ୍ଧକ ଲଗାଇଛି କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ। ଦୀର୍ଘ ଦିନ ଧରି ସରକାର ଓ ସ୍ୱାସ୍ଥ୍ୟ ବିଭାଗ ଏ ଦିଗରେ କାର୍ଯ୍ୟ କରୁଥିଲେ। ଲୋକଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ପୁଣି ଥରେ…
ହାର୍ଟ ବ୍ଲକେଜ ଲକ୍ଷଣ
ବ୍ୟସ୍ତବହୁଳ ଜୀବନରେ ଅସନ୍ତୁଳିତ ଖାଦ୍ୟପେୟ ଏବଂ ବ୍ୟାୟାମ ଅଭାବ ଯୋଗୁଁ ହାର୍ଟ ବ୍ଲକେଜ ସମସ୍ୟା ଦେଖାଦେଇଥାଏ । ହାର୍ଟ ବ୍ଲକେଜ୍ ଯୋଗୁଁ ଷ୍ଟ୍ରୋକ୍ ଆଶଙ୍କା ବୃଦ୍ଧି ପାଇଥାଏ । ହୃଦୟରେ ରକ୍ତ ପ୍ରବାହରେ ବାଧା ସୃଷ୍ଟି କରୁଥିବା ବସ୍ତୁ ଯୋଗୁଁ ଧମନୀ କିମ୍ବା ଶିରାରେ ବ୍ଲକେଜ୍ ଦେଖାଯାଏ । ଫଳରେ…
ମଶା ଧୂପର ଧୂଆଁ ଶୁଙ୍ଘିବା ୧୦୦ଟି ସିଗାରେଟ୍ ଟାଣିବା ସହ ସମାନ
ବର୍ଷାଦିନେ ବଢ଼ିବାରେ ଲାଗିଛି ମଶାଙ୍କ ସଂଖ୍ୟା। ଏହା ଡେଙ୍ଗୁ ଏବଂ ମ୍ୟାଲେରିଆର ଆଶଙ୍କା ବଢ଼ାଇଥାଏ । ବେଳେବେଳେ ମଶାର ଭୟ ଏତେ ବଢିଯାଏ ଯେ ଆମେ ରାତିରେ ମଧ୍ୟ ଶୋଇପାରିବେ ନାହିଁ । ଫଳସ୍ୱରୂପ, ମଶା କାମୁଡ଼ାରୁ ନିଜକୁ ରକ୍ଷା କରିବା ପାଇଁ ଆମେ ତୁରନ୍ତ କ୍ରିମ୍, କଏଲ୍ ଇତ୍ୟାଦି ବ୍ୟବହାର କରୁ।…
ରକ୍ତଚାପକୁ ସନ୍ତୁଳିତ ରଖିଥାଏ ଅଙ୍ଗୁର
ଶରୀରକୁ ଉଭୟ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରଖିବାରେ ଅଙ୍ଗୁରର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ରକ୍ତଚାପକୁ ସନ୍ତୁଳିତ ରଖିଥାଏ। ତେଣୁ ଜଣେ ବ୍ଲଡ୍ପ୍ରେସର ସମସ୍ୟା ସହଜ ଜଡ଼ିତ ବ୍ୟକ୍ତି ଏହାକୁ ନିଜ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିପାରିବେ। କେବଳ…
ବଢିଲା ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା
ସମସ୍ତ ଜାତୀୟ ହସ୍ପିଟାଲରେ ହସ୍ପିଟାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କଲେ କେନ୍ଦ୍ର ସରକାର । ଏବେ ଥିବା ବ୍ୟବସ୍ଥା ତୁଳନାରେ ୨୫ ପ୍ରତିଶତ ସୁରକ୍ଷା ବ୍ୟବସ୍ଥା ବଢାଇବାକୁ ନିଷ୍ପତ୍ତି ନିଆଯାଇଛି। କୋଲକାତା ଆର ଜି କର ହସ୍ପିଟାଲ ଘଟଣା ପରେ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ନିକଟରେ…