Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Health
News related to complete physical, mental and social well-being
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ
ଦିନକୁ ଦିନ ବଡ଼ ବଡ଼ ସହରରେ ପ୍ରଦୂଷଣ ମାତ୍ରା ବଢି ଚାଲିଛି। ଦିଲ୍ଲୀର ଅବସ୍ଥା ଏବେ ସାଙ୍ଘାତିକ। ଦିଲ୍ଲୀ ପବନ ଏବେ ଲୋକଙ୍କ ପାଇଁ ଅଭିଶାପ ପାଲଟି ଯାଇଛି। କାରଣ ବାୟୁ ଗୁଣବତ୍ତା ସୂଚକାଙ୍କ ବା ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ୫୦୦ ଛୁଇଁଲାଣି, ଯାହା ଅତ୍ୟନ୍ତ ଗମ୍ଭୀର। ତେବେ ପ୍ରଦୂଷିତ…
କଞ୍ଚା କ୍ଷୀର ଶରୀର ପାଇଁ ହାନିକାରକ ହୋଇପାରେ
ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟରେ ଅନେକ ପ୍ରକାର ଭିଟାମିନ ଓ ମିନେରାଲ ରହିଛି, ଯାହା ଆମ ଶରୀର ପାଇଁ ଆବଶ୍ୟକ। ତେବେ ଆମେ ଏଗୁଡ଼ିକୁ କେମିତି ଖାଇବା କଥା, ତାହା ମଧ୍ୟ ଜାଣି ରଖିବା ଉଚିତ। କେତେକ ଲୋକ କହନ୍ତି ଯେ ସେମାନେ କଞ୍ଚା କ୍ଷୀର ପିଅନ୍ତି। ସେମାନେ ଯୁକ୍ତି କରନ୍ତି ଯେ କ୍ଷୀରକୁ କଞ୍ଚା…
କଟକ ଏସସିବି ପ୍ରସ୍ତୁତ – ଆସନ୍ତ 3 ମାସରେ ହେବ ହୃଦୟ ପ୍ରତିରୋପଣ
ବହୁ ଦିନର ପ୍ରତୀକ୍ଷା ବାସ୍ତବତାର ରୂପ ନେବାକୁ ଯାଉଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଲିଭର, କିଡ଼ନୀ ଓ ବୋନମ୍ୟାରୋ ପ୍ରତିରୋପଣ ସଫଳତାର ସହ ହୋଇଥିବା ବେଳେ ଆସନ୍ତା ୩ ମାସ ମଧ୍ୟରେ ହୃଦ ପ୍ରତିରୋପଣ ପାଇଁ ଆନୁସଙ୍ଗିକ ବ୍ୟବସ୍ଥା କରିବା ଲାଗି ପ୍ରକ୍ରିୟା ଆରମ୍ଭ…
ଲୋକଙ୍କ ସ୍ୱାସ୍ଥ୍ୟସେବାକୁ ସୁବିଧାଜନକ କରିବା ଆମ ସରକାରର ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁରରେ ସ୍ୱାସ୍ଥ୍ୟସେବାକୁ ମଜଭୂତ୍ କରିବା ପାଇଁ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ସେହି ଶୃଙ୍ଖଳାରେ ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ପଡ଼ିଆ ବାହାଲ ଠାରେ ପ୍ରାୟ ୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଭବନ ଏକ ବଡ…
ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି
ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍ଟି ପରିଷଦକୁ ସୁପାରିଶ କରାଯାଇଥିବା ନିଷ୍ପତ୍ତି ଅନୁସାରେ, ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ଏବଂ ବରିଷ୍ଠ ନାଗରିମାନଙ୍କ…
ହରିୟାଣା ସରକାରଙ୍କ ବଡ଼ ଘୋଷଣା
ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂ ସାଇନି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୁଣି ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ ରାଜ୍ୟବାସୀଙ୍କୁ ବହୁତ ଉପହାର ଦେଇଛନ୍ତି। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା…
ବିଷାକ୍ତ ମଦ ପିଇ 12 ଜଣ ମୃତ
ବିହାରର ସିୱନ ଓ ସରନ୍ ଜିଲାରେ ବିଷାକ୍ତ ମଦ ପିଇ ୧୨ ଜଣ ପ୍ରାଣ ହରାଇଥିବା ଜଣାପଡିଛି। ଗୁରୁତର ଅସୁସ୍ଥ ଅନ୍ୟ ୧୪ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଆଉ କେତେକ ମଦ୍ୟପ ଲୁଚି ରହିଥିବା ଆଶଙ୍କା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ପୁଲିସ…
ଚକୋଲେଟ୍ ଖାଉଥିଲେ ହୋଇଯାଆନ୍ତୁ ସାବଧାନ
ଚକୋଲେଟ ଖାଇବାକୁ କାହାକୁ ବା ଭଲ ନ ଲାଗେ? ଏଭଳି ଖୁବ୍ କମ୍ ଲୋକ ଥିବେ ଯାହାଙ୍କୁ ଚକୋଲେଟ୍ ଭଲ ଲାଗୁନଥିବା । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଚକୋଲେଟ୍ ଖାଇବାକୁ ଭଲ ପାଇଥାନ୍ତି । ଚାହିଦାକୁ ଦେଖି ବଜାରକୁ ଏବେ ବଭିନ୍ନ ଭେରାଇଟିର ଚକୋଲେଟ୍ ବି ଆସିଲାଣି । କିନ୍ତୁ ଆପଣ ଜାଣି…
ଲାଉ ଜୁସ୍ ପିଉଛନ୍ତି କି?
ଅନେକ ପ୍ରକାରର ମିନେରାଲ୍ସ ଏବଂ ଭିଟାମିନ ରହିଛି। ମଣିଷ ଏହାକୁ ଖାଇବା ଦ୍ୱାରା ଅନେକ ଲାଭ ମିଳିଥାଏ। ଆଜିକାଲି ଏହି ମିନେରାଲ୍ସ ଯୋଗାଇବା ପାଇଁ ଅନେକ ଟାବ୍ଲେଟ ମଧ୍ୟ ବଜାରକୁ ଆସିଛି। କିନ୍ତୁ ଯଦି ଆପଣ ନିଜ ଶରୀରକୁ ସୁସ୍ଥ ଉପାୟରେ ସୁସ୍ଥ ରଖିବାକୁ ଚାହାନ୍ତି, ତେବେ ଏଥିପାଇଁ ଆପଣ ପନିପରିବା…
କିଡ୍ନୀ ଫେଲ୍ ହେଲେ ଦେଖାଦିଏ ଏସବୁ ଲକ୍ଷଣ
କିଡ୍ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ…