Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Health
News related to complete physical, mental and social well-being
ଯକୃତକୁ ସୁସ୍ଥ ରଖିବା ପାଇଁ କଣ କରିବା ଉଚିତ୍
ଅନେକ ଲୋକ ଲିଭର୍ ସିରୋସିସ ଭଳି ରୋଗର ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ତେଣୁ ଏହାକୁ ସୁସ୍ଥ ରଖିବା ନିହାତି ଜରୁରୀ। ଖାଦ୍ୟପେୟରେ କି କି ପରିବର୍ତ୍ତନ ଆଣି ଲିଭରକୁ ସୁସ୍ଥ ରଖିପାରିବେ, ଜାଣନ୍ତୁ...
ଯକୃତକୁ ସୁସ୍ଥ ରଖିବା ପାଇଁ କଣ କରିବା ଉଚିତ୍?
ଫାଇବରରେ ଭରପୂର ଖାଦ୍ୟ…
ପ୍ରତିଦିନ ମଲ୍ଟିଭିଟାମିନ୍ ଖାଇଲେ ଶୀଘ୍ର ମୃତ୍ୟୁ ଘଟିବାର ଆଶଙ୍କା
ପ୍ରତିଦିନ ମଲ୍ଟିଭିଟାମିନ୍ ଖାଇଲେ କେହି ଦୀର୍ଘାୟୁ ହେବେ ନାହିଁ। ବରଂ ଏହା ଶୀଘ୍ର ମୃତ୍ୟୁ ଘଟିବାର ଆଶଙ୍କାକୁ ବଢ଼ାଇ ଦେଇପାରେ। ଏକ ବଡ଼ ଗବେଷଣାରୁ ଏହା ଜଣାପଡ଼ିଛି। ଆମେରିକାର ମେରୀଲ୍ୟାଣ୍ଡ ସ୍ଥିତ ନ୍ୟାଶନାଲ କ୍ୟାନସର ଇନ୍ଷ୍ଟିଚ୍ୟୁଟ୍ ପକ୍ଷରୁ ଏହି ଗବେଷଣା କରାଯାଇଥିଲା।
୩ ଲକ୍ଷ ୯୦…
ବର୍ଷା ଋତୁରେ ଖାଦ୍ୟ ପ୍ରତି ସାବଧାନ!
ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି । ସାଧାରଣତଃ ବର୍ଷା ଋତୁରେ ଅନେକ ପ୍ରକାର ରୋଗ ବ୍ୟାପିଥାଏ । ତେବେ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ବର୍ଷା ଋତୁରେ ସୁସ୍ଥ ରହିବା ପାଇଁ ଖାଦ୍ୟ ପାନୀୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ । କାରଣ ଖାଦ୍ୟ ଓ ପାନୀୟ ଆମ ସ୍ୱାସ୍ଥ୍ୟ ଉପରେ ସିଧାସଳଖ ପ୍ରଭାବ…
କୋଲେଷ୍ଟରଲ କମାଏ ଅଁଳାରସ
ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ସେବନ କଲେ ବଦହଜମି,…
ଶରୀର ପାଇଁ ବରଦାନ ଗିଲୋଇ
ଆମେ ପ୍ରକୃତି କୋଳରୁ ଜନ୍ମିତ । ପ୍ରକୃତିରେ ଥିବେ ବିଭିନ୍ନ ଔଷଧିୟ ବୃକ୍ଷ ନାନା ପ୍ରକାରର ରୋଗରୁ ଆମକୁ ରକ୍ଷା କରିବାରେ ସହାୟକ ହୋଇଥାଏ । ସୁସ୍ଥ ଜୀବନଶୈଳୀ ପାଇଁ ପ୍ରକୃତିର ଏକ ବରଦାନ ହେଉଛି ଗୁଳୁଚି । ଯାହାକୁ ଗିଲୋଇ ମଧ୍ୟ କୁହାଯାଏ । ଏହା ଆମ ଶରୀର ପାଇଁ ବହୁ ଲାଭଦାୟକ ବୋଲି ବିବେଚନା…
ପିଲା ପାଇଁ ବିପଜ୍ଜନକ ହୋଇପାରେ ବେବି ପାଉଡର
ନବଜାତ ଶିଶୁଙ୍କୁ ପ୍ରାୟତଃ ଗାଧୋଇବା ଓ ଡାଇପର୍ ବଦଳାଇବା ପରେ ତାଙ୍କ ଉପରେ ଟାଲକମ୍ ପାଉଡର ବ୍ୟବହାର କରାଯାଏ । କିନ୍ତୁ ଆପଣଙ୍କ ସୂଚନା ପାଇଁ କହିରଖୁଛୁ କି ଶିଶୁର ଚର୍ମରେ ପାଉଡର ବ୍ୟବହାର କରିବା ଭଲ ନୁହେଁ ।ବେବି ପାଉଡର ବ୍ୟବହାର କରିବା ଦ୍ୱାରା ଶିଶୁର ଶରୀରରୁ ଭଲ ବାସ୍ନା ତ ଆସେ କିନ୍ତୁ…
ବର୍ଷାଦିନେ ଏପରି ଭାବେ ନିଅନ୍ତୁ କେଶର ଯତ୍ନ
ବର୍ଷାଦିନରେ ଓଦା ହେବାର ଯଥେଷ୍ଟ ସମ୍ଭାବନା ଥାଏ। ତେଣୁ ଶରୀରକୁ ବିଭିନ୍ନ ପ୍ରକାର ରୋଗର ସାମନା କରିବାକୁ ପଡ଼ିଥାଏ। କେବଳ ଶରୀର ନୁହେଁ, ବର୍ଷାଦିନରେ ବିଭିନ୍ନ କେଶ ସମସ୍ୟା ମଧ୍ୟ ଦେଖାଦିଏ। ବର୍ଷାଜଳର କ୍ଷାରୀୟ ଅଂଶ ସଂସ୍ପର୍ଶରେ ଆସିଲେ କେଶରେ ନାନା ସମସ୍ୟା ସୃଷ୍ଟି ହୋଇଥାଏ। ତେଣୁ ଏହି…
କିଛି କୁଅଭ୍ୟାସ , ଯାହା ଶରୀରରେ ଓଜନ ବୃଦ୍ଧି କରିଥାଏ
ଆମର ଅନେକ ଛୋଟ ଛୋଟ କୁଅଭ୍ୟାସ ରହିଛି, ଯାହା ଶରୀରରେ ଓଜନ ବୃଦ୍ଧି କରିଥାଏ। ଏସବୁ କୁଅଭ୍ୟାସ କଣ, ଜାଣନ୍ତୁ...
ଅତ୍ୟଧିକ ଖାଇବା- ଅଧିକ ଖାଇବା ଦ୍ୱାରା ଶୀଘ୍ର ଓଜନ ବୃଦ୍ଧି ପାଇଥାଏ। ଆବଶ୍ୟକତାଠାରୁ ଟିକେ କମ୍ ଖାଦ୍ୟ ଖାଆନ୍ତୁ, କିନ୍ତୁ ଅତ୍ୟଧିକ ଖାଆନ୍ତୁ ନାହିଁ।କାରଣ ଅଧିକ ଖାଇବା…
ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍
ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରର…
ଚୁଡ଼ାଦହି ସ୍ବାସ୍ଥ୍ୟପକ୍ଷେ ବେଶ ଉପକାରୀ
ଆଜିକାଲି ସମୟ ବଦଳିବା ସହ ବଦଳୁଛି ଯୁବପୀଢ଼ିଙ୍କ ଜୀବନଶୈଳୀ। ତଦନୁଯାୟୀ ପାରମ୍ପରିକ ଖାଦ୍ୟପଦାର୍ଥର ସ୍ଥାନ ନେଉଛି ବିଦେଶୀ ବ୍ୟଞ୍ଜନ। ଏସବୁ ସତ୍ତ୍ୱେ ଚାଲିଆସୁଥିବା କିଛି ପ୍ରଥା ଫିଟ୍ ରହିବାର ନୂଆ ତରିକା ଶିଖାଉଛି। ଠିକ୍ ସେଭଳି ଏକ ଖାଦ୍ୟ ହେଲା ‘ଚୁଡ଼ା ଦହି’। ଆଗକୁ ମକର ସଂକ୍ରାନ୍ତି…