Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Health
News related to complete physical, mental and social well-being
ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ , ସୂଚନା ଦେଲେ OMSA ସଭାପତି
ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ସ୍ବାସ୍ଥ୍ୟସେବା ସ୍ବାଭାବିକ ହେବ। ଏନେଇ ସୂଚନା ଦେଇଛନ୍ତି OMSA ସଭାପତି। ସରକାରଙ୍କଠାରୁ ପ୍ରତିଶ୍ରୁତି ମିଳିଲା ପରେ…
ସରକାରଙ୍କ ଏସ୍ମା ନିୟମକୁ ମାନିବନି ଓମ୍ସା,ଆନ୍ଦୋଳନ ଜାରି ରଖିବାକୁ ଓମସାର ନିଷ୍ପତ୍ତି
ସରକାରଙ୍କ ଏସ୍ମା ନିୟମକୁ ମାନିବନି ଓମ୍ସା । ଆନ୍ଦୋଳନ ଜାରି ରଖିବାକୁ ଓମସାର ନିଷ୍ପତ୍ତି। ମଙ୍ଗଳବାର ସନ୍ଧ୍ୟାରେ ଓଡ଼ିଶା ମେଡିକାଲ ସେବା ସଂଘ(ଓମ୍ସା)ର ଜରୁରୀକାଳୀନ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ୨ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ ଜାରି ରଖିବା ଲାଗି ନିଷ୍ପତ୍ତି…
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ। ଆଲୋଚନା ଦ୍ବାରା ସବୁ ସମାଧାନ…
ଜାଣନ୍ତୁ ୫ଟି ସୁପରଫୁଡ୍ ବିଷୟରେ ଯାହା ଆପଣଙ୍କ ଓଜନ କମାଇବ
ଆପଣ ଜାଣିଛନ୍ତି କି ଆପଣଙ୍କର ସକାଳ ଖାଇବାରେ ହିଁ ନିର୍ଭର କରେ ଦିନଯାକ ଖାଇବା ଉପରେ .. କାରଣ ଆପଣଙ୍କ ଦିନ ଖାଇବା ରେ ହିଁ ଆରମ୍ଭ ହୁଏ ପୁରା ଖାଇବା ..
ଆୟୁର୍ବେଦ ଏବଂ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ, ସକାଳେ ଖାଲି ପେଟରେ କିଛି ନିର୍ଦ୍ଦିଷ୍ଟ ଖାଦ୍ୟ ଖାଇବା ଦ୍ୱାରା ଶରୀରର…
ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେଲା ଆଉ ୧୫୦ ନୂଆ ଆମ୍ବୁଲାନ୍ସ, ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ସ୍ୱାସ୍ଥ୍ୟ ସେବାରେ ଆସିବ ଆହୁରି ଉନ୍ନତି । ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେଲା ଆଉ ୧୫୦ ନୂଆ ଆମ୍ବୁଲାନ୍ସ । ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ ନୂଆ ଆମ୍ବୁଲାନ୍ସ । କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି…
ଶରୀରକୁ ଶକ୍ତିଶାଳୀ କରେ ରସୁଣ ପାଣି
ଆଜିକାଲି ପରିବର୍ତ୍ତିତ ଜୀବନଶୈଳୀ ଏବଂ ଭୁଲ ଖାଦ୍ୟପେୟ ଯୋଗୁଁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହୋଇଯାଏ ଏବଂ ଆମେ ସହଜରେ ଗମ୍ଭୀର ରୋଗର ଶିକାର ହୋଇଯାଉ। ଏପରି ପରିସ୍ଥିତିରେ, ଲୋକମାନଙ୍କୁ ସେମାନଙ୍କ ଖାଦ୍ୟରେ ଏପରି ଜିନିଷ ସାମିଲ କରିବା ଉଚିତ, ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ମଜବୁତ…
ଶରୀରକୁ ଅନେକ ମାରାତ୍ମକ ରୋଗରୁ ରକ୍ଷା କରିବାରେ ଏକ ପ୍ରାକୃତିକ କବଚ ଭଳି କାମ କରେ – ପିଜୁଳି
ଶୀତ ଋତୁର ଆଗମନ ସହିତ ବଜାରରେ ଅନେକ ପ୍ରକାରର ସବୁଜ ପନିପରିବା ଓ ଫଳମୂଳର ପସରା ଦେଖିବାକୁ ମିଳେ । ତେବେ ଏସବୁ ମଧ୍ୟରେ ଯଦି କୌଣସି ଗୋଟିଏ ଫଳ ସବୁଠାରୁ ଲୋକପ୍ରିୟ, ଶସ୍ତା ଏବଂ ଗୁଣକାରୀ ଥାଏ, ତେବେ ତାହା ହେଉଛି ପିଜୁଳି । ଶୀତୁଆ ସକାଳ କିମ୍ବା ଖରାବେଳେ ଲୁଣ ଓ ଲଙ୍କା ଗୁଣ୍ଡ ମିଶା ପିଜୁଳି…
ଏହି ଘରୋଇ ଫେସପ୍ୟାକକୁ ବ୍ୟବହାର କରି ପାଆନ୍ତୁ କୋମଳ ତ୍ୱଚା
ଆଜିକାଲି ସମସ୍ତେ ମେକଅପ୍ ବିନା ମଧ୍ୟ ଚମକଦାର ଏବଂ କୋମଳ ତ୍ୱଚା ପାଇବାକୁ ଚାହିଁଥାଆନ୍ତି। ତଥାପି ପ୍ରଦୂଷଣ, ଏବଂ ସୂର୍ଯ୍ୟର ପ୍ରଖର କିରଣ ତ୍ୱଚାରେ ମଳିନତା ସୃଷ୍ଟି କରିଥାଏ। ଏପରି ସ୍ଥିତିରେ ଘରୋଇ ଉପଚାର ହେଉଛି ସବୁଠାରୁ ସୁରକ୍ଷିତ ବିକଳ୍ପ। ଯଦି ଆପଣ ଲେମ୍ବୁ, ଗ୍ଲିସେରିନ୍ ଏବଂ ଗୋଲାପ…
ଗଣ୍ଠି ଯନ୍ତଣାରୁ ମୁକ୍ତି ଦିଏ କ୍ଷୀର ଏବଂ ଗୁଡ଼
ପ୍ରାଚୀନ କାଳରୁ କ୍ଷୀର ଏବଂ ଗୁଡ଼ ଉଭୟ ସ୍ୱାସ୍ଥ୍ୟ ପାଇଁ ବରଦାନ ସଦୃଶ ହୋଇଥାଏ ବୋଲି ବିବେଚନା କରାଯାଏ । ଶୀତ ଋତୁରେ ଲୋକମାନେ ବହୁତ ଉତ୍ସାହର ସହିତ ଗୁଡ଼ ଖାଆନ୍ତି । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁସାରେ, ଯଦି କ୍ଷୀର ସହ ଗୁଡ଼ ମିଶାଇ ପିଇବା ଦ୍ୱାରା ଏହା ସ୍ୱାସ୍ଥ୍ୟ ଉପରେ ବହୁତ…
ଶରୀରର ମେଟାବୋଲିଜିମ୍ ବୃଦ୍ଧି କରିବାରେ ପ୍ରଭାବଶାଳୀ ପ୍ରମାଣିତ ହୋଇପାରେ ପାନମହୁରୀ
ଆପଣଙ୍କ ପେଟ ବଢିଯାଇଛି କି, ଚର୍ବି ଜମା ହୋଇ ରହିଛି କି ? ଆଉ ଆପଣ ଏଥିପାଇଁ ଚିନ୍ତିତ କି ? ଯଦି ହଁ, ଆପଣଙ୍କ ରୋଷେଇ ଘରେ ଅଛି ଏହାର ସମାଧାନ , ଆପଣ କ’ଣ ରୋଷେଇ ଘରେ ରଖାଯାଇଥିବା ପାନମହୁରିକୁ କେବଳ ମାଉଥ ଫ୍ରେଶନର ଭାବରେ ସେବନ କରନ୍ତି ? ଯଦି ହଁ ତେବେ ଆପଣଙ୍କ ସୂଚନା ପାଇଁ ଆମେ…