Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Health
News related to complete physical, mental and social well-being
ଅଂଶୁଘାତ: କିଭଳି ରହିବେ ସତର୍କ
ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ଜନଜୀବନ। ଦିନ ତାପମାତ୍ରା ସହିତ ରାତିରେ ବି ତାପମାତ୍ରା ଅଧିକ ରହୁଛି। ଅଂଶୁଘାତ ଜନିତ ମୃତ୍ୟୁ ନେଇ ଲୋକଙ୍କୁ ସତର୍କ କରିଛି ସ୍ୱାସ୍ଥ୍ୟ ବିଭାଗ। ବୟସ୍କ ତଥା ଅସୁସ୍ଥ ବ୍ୟକ୍ତି ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ଅଂଶୁଘାତର ଆଶଙ୍କା ଅଧିକ…
ମାନସିକତା ସକାରାତ୍ମକ ପାଇଁ ଆପଣାନ୍ତୁ ଏହି ଟିପ୍ସ
ଜଣେ ବ୍ୟକ୍ତି ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖେ ତେବେ ସେ ନିଜକୁ କେତେକ ରୋଗଠାରୁ ଅନେକାଂଶରେ ଦୂରେଇ ରଖିପାରିବେ। ଏହାର ଏକ ସରଳ ଉପାୟ ସମ୍ପର୍କରେ ମଧ୍ୟ ସୂଚିତ କରାଯାଇଛି। ଏ ସମ୍ପର୍କିତ ବିଷୟକୁ ନେଇ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ଗବେଷଣା…
ବ୍ରୋକଲି ଖାଇବା ଦ୍ୱାରା କଣ ଲାଭ ହୋଇଥାଏ
ସବୁଜ ରଙ୍ଗର କୋବି ବା ବ୍ରୋକଲି ପରିବାଟି ଅନ୍ୟ ପରିବା ଠାରୁ ଟିକେ ଅଲଗା । ଏହାକୁ ସାଲାଡ, ସୁପ ଓ ବିଭିନ୍ନ ପ୍ରକାରର ଫାଷ୍ଟ ଫୁଡରେ ବ୍ୟବହାର କରାଯାଇଥାଏ । ଆପଣମାନେ ଯଦି ଏହାକୁ ଖାଆନ୍ତି ନାହିଁ । ତେବେ ନିହାତି ଭାବରେ ଏହାକୁ ଖାଦ୍ୟରେ ସାମିଲ କରନ୍ତୁ । ମଧୁମେୟ ରୋଗୀଙ୍କ ଲାଗି ଏହାକୁ…
ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ ,ତଦନ୍ତ ନିର୍ଦ୍ଦେଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ । ତଦନ୍ତ ନିର୍ଦ୍ଦେଶ ଦେଇଛି ଜନସ୍ୱାସ୍ଥ୍ୟ ବିଭାଗ । ମୃତଦେହର ବ୍ୟବଚ୍ଛେଦ କରାଯିବ । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ଜନସ୍ୱାର୍ଥ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ଲୋକଙ୍କ…
ଆଜି ବିଶ୍ବ ତମାଖୁମୁକ୍ତ ଦିବସ
ଆଜି ବିଶ୍ବ ତମାଖୁମୁକ୍ତ ଦିବସ । ତମାଖୁ ସେବନର କୁପ୍ରଭାବରେ ହୃଦ୍ରୋଗ, ଶ୍ୱାସଜନିତ ରୋଗ, ମଧୁମେହ, ମସ୍ତିଷ୍କାଘାତ ଭଳି ବିଭିନ୍ନ ରୋଗ ହୋଇଥାଏ । ଚଳିତ ବର୍ଷର ବିଷୟବସ୍ତୁ ହେଉଛି ‘ତମାଖୁମୁକ୍ତ ଶୈଶବ’। ଏହାର ଅର୍ଥ, ଶିଶୁଙ୍କୁ ତମାଖୁଠାରୁ ଦୂରେଇ ରଖିବା। ତମାଖୁ ସେବନ ତଥା ଏହାର…
ଓଠ କଳା ପଡୁଥିଲେ
କଳା ଓଠ ମୁହଁର ସୌନ୍ଦର୍ଯ୍ୟ ହ୍ରାସ କରିଥାଏ। ଏହାକୁ ଲୁଚାଇବା ଲାଗି ଅନେକେ ଲିପ୍ଷ୍ଟିକ୍ ଲଗାଇଥାନ୍ତି। ହେଲେ କେତେକ ଘରୋଇ ଉପାୟରେ ଆପଣ ଚାହିଁଲେ ଓଠକୁ ଗୋଲାପି କରିପାରିବେ। ଜାଣିରଖନ୍ତୁ ଟିପ୍ସ…ଲେମ୍ବୁରସ ଏବଂ ମହୁ ପ୍ୟାକ୍ ଓଠର କଳାରଙ୍ଗ ଦୂରକରି ଗୋଲାପି କରିବାରେ ବେଶ୍ ସାହାଯ୍ୟ…
ତରଭୁଜ ମଞ୍ଜିର ଉପକାରିତା
ଗ୍ରୀଷ୍ମ ଋତୁରେ ତରଭୁଜର ଚାହିଦା ବଢିଥାଏ। ଏହି ଗରମ ଋତୁରେ ତରଭୁଜ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ତରଭୁଜ ଖାଇଲେ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଏଥିରେ ଅନେକ ପ୍ରକାରର ପୋଷକ ତତ୍ତ୍ୱ ମିଳିଥାଏ, ଯାହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଅଟେ। ଗ୍ରୀଷ୍ମ ଋତୁରେ ତରଭୁଜର ବ୍ୟବହାର ବଢିଥାଏ।…
ରକ୍ତଚାପ କ’ଣ ?
ସାଧାରଣ ଭାବରେ କହିଲେ ରକ୍ତ ସ୍ରୋତ ଦ୍ୱାରା ଧମନୀଗୁଡ଼ିକର ପାଚେରି ଉପରେ ପଡୁଥିବା ଚାପକୁ ‘ରକ୍ତଚାପ’ କହନ୍ତି। ଡାକ୍ତରୀ ଭାଷାରେ କହନ୍ତି ‘ବ୍ଲଡପ୍ରେସର’, ସଂକ୍ଷେପରେ ବି.ପି.। ହୃତ୍ପିଣ୍ଡ ସଙ୍କୁଚିତ ହେଲେ ତା’ ଭିତର ରକ୍ତ ଧମନୀ ଭିତରକୁ ପିଚ୍କି ଯାଏ। ହୃତ୍ପିଣ୍ଡ ସଙ୍କୁଚିତ ହୋଇ ରକ୍ତ…
ସଂଧ୍ୟାରେ ଜଳଖିଆ ଖାଉଛନ୍ତି କି?
ଲୋକେ ସକାଳ ଖାଦ୍ୟ ଖାଇ କାମକୁ ବାହାରିଯାଆନ୍ତି । ଦିନର ପ୍ରଥମ ୭ରୁ ୮ ଘଣ୍ଟା ପ୍ରଡକ୍ଟିଭ ହୋଇଥାଏ । ଅଫିସରେ ହେଉ କି ଘରେ ସଂଧ୍ୟା ସମୟରେ ଆମେ ସାଧାରଣତଃ ଜଳଖିଆ ଖାଇଥାଉ ।ଯଦି ସଂଧ୍ୟା ଜଳଖିଆରେ ଆମେ ଗରମ ସିଙ୍ଗଡା ବା କୁରକୁରୀ, ଚାହା ସହ ଖାଇବାକୁ ପସନ୍ଦ କରୁ । ତେବେ ସଂଧ୍ୟା ୪-୬ଟା ସମୟରେ…
ସୁନସୁନିଆ ଶାଗ
ଶାଗ ଖାଇବାରେ ଶରୀରକୁ ଅନେକ ପ୍ରକାର ଲାଭ ଯୋଗାଇଥାଏ । ଆଜି ଏପରି ଶାଗ ବିଷୟରେ କହିବାକୁ ଯାଉଛୁ ଯାହା ଖାଇବା ଦ୍ୱାରା ଦୁର୍ବଳ ହୋଇ ପଡିଥିବା ସ୍ନାୟୁଗୁଡିକ ପୁଣି ସଠିକ କାମ କରିବା ଆରମ୍ଭ କରିଥାଏ । ଏହା ହେଉଛି ସୁନସୁନିଆ ଶାଗ । ତେବେ ଆସନ୍ତୁ ଏହି ଶାଗ ସମ୍ପର୍କରେ କିଛି ଜାଣିବା .... …