Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Health
News related to complete physical, mental and social well-being
ଥଣ୍ଡା ପାଣି ପିଇବା ସ୍ୱାସ୍ଥ୍ୟ କ୍ଷତିକାରକ
ଗରମରୁ ରକ୍ଷା ପାଇବା ପାଇଁ ଲୋକମାନେ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାନ୍ତି । କିନ୍ତୁ ଏହା ଆଦୌ ଠିକ୍ ନୁହେଁ । ଶରୀରର ତାପମାତ୍ରା ଅଧିକ ଥିବା ବେଳେ ହଠାତ୍ ଥଣ୍ଡା ପାଣି ପିଇବା ଦ୍ୱାରା ନକାରାତ୍ମକ ପ୍ରଭାବ ପଡିଥାଏ ।ହଠାତ୍ ଗରମରୁ ଆସି ଥଣ୍ଡା ପାଣି ପିଇବା ଦ୍ୱାରା ସ୍ୱାସ୍ଥ୍ୟ ପ୍ରଭାବିତ…
ଚିକିତ୍ସା ପାଇଁ ‘ଆଭା ଆଇଡି’ ବାଧ୍ୟତାମୂଳକ,ଏନେଇ ଜାତୀୟ ଭେଷଜ ଆୟୋଗ (ଏନ୍ଏମସି) ବିଜ୍ଞପ୍ତି ଜାରି କରିଛି
ଆଭା ଆଇଡି’ (ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ)କୁ ବାଧ୍ୟତାମୂଳକ କରାଯାଇଛି। ଏନେଇ ଜାତୀୟ ଭେଷଜ ଆୟୋଗ (ଏନ୍ଏମସି) ବିଜ୍ଞପ୍ତି ଜାରି କରିଛି। ଏଣିକି ସମସ୍ତ ସରକାରୀ ମେଡିକାଲ କଲେଜରେ ଚିକିତ୍ସା ପାଇଁ ରୋଗୀଙ୍କ ପାଖରେ ‘ଆଭା ଆଇଡି’ (ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ)କୁ ବାଧ୍ୟତାମୂଳକ…
ପେଟରେ ଚର୍ବି ବଢ଼ୁଥିଲେ
ଜୀବନଶୈଳୀ ଏବଂ ଖାଦ୍ୟପେୟରେ ପରିବର୍ତ୍ତନ ମୁଖ୍ୟତଃ ଦାୟୀ। ତେଣୁ ପେଟରେ ଚର୍ବି ନ ହେବା ଲାଗି ସନ୍ତୁଳିତ ଖାଦ୍ୟାଭ୍ୟାସ ସହିତ ଠିକ୍ ସମୟରେ ଖାଇବା, ଶୋଇବା ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ।ଖାଦ୍ୟ ତାଲିକାରେ ଫାଇବରଯୁକ୍ତ ଖାଦ୍ୟର ପରିମାଣ ବୃଦ୍ଧି କରନ୍ତୁ। ଏପରି କରିବା ଦ୍ୱାରା ପେଟ ଅଧିକ…
ଆଖି ପାଇଁ ମଧ୍ୟ ମହୌଷଧି ପରି କାମ କରେ କଲରା
କଲରାରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହାର ମୁଖ୍ୟ ଭୂମିକା ଅଛି ବୋଲି ଜଣାପଡ଼ିଛି। ‘କଲରା ଓ ରୋଗ ପ୍ରତିରୋଧକ ଶକ୍ତି’ ବିଷୟକୁ ନେଇ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରି ଏକଥା ଜାଣିପାରିଛନ୍ତି। ଏହାବ୍ୟତୀତ କଲରାରେ…
ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ
ଶରୀର ଗଠନରେ ଖାଦ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ। ପ୍ରକୃତି ବିଭିନ୍ନ ପ୍ରକାରର ଖାଦ୍ୟ ସୃଷ୍ଟି କରିଛି, ଯେଉଁଥିରେ କୋଷ ଏବଂ ଶରୀରର ଟିସୁ ଗଠନ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥା ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ରହିଥାଏ। ତେଣୁ ଶକ୍ତି ପାଇବା ପାଇଁ ଶରୀରକୁ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଖାଇବା…
ଖାଲି ପେଟରେ ଫଳ ଖାଇବା ଲାଭଦାୟକ କି
ଲୋକ ସକାଳ ସମୟରେ ଫଳ ଖାଇବାକୁ ପସନ୍ଦ କରନ୍ତି ଏବଂ ଅନେକ ସମୟରେ ଖାଇଥାନ୍ତି ମଧ୍ୟ। ହେଲେ ଏଠାରେ ପ୍ରଶ୍ନ ଉଠୁଛି ଖାଲି ପେଟରେ ଫଳ ଖାଇବା ଲାଭଦାୟକ କି? କିଛି ଏଭଳି ଫଳ ଅଛି ଯାହା ଆପଣ ଖାଲିପେଟରେ ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ପାଇଁ ହାନିକାରକ ହୋଇପାରେ।
ସକାଳୁ ସକାଳୁ ଖାଲି ପେଟରେ ଖଟା…
ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) । ବିଏସକେୱାଇ ବଦଳରେ ରାଜ୍ୟରେ କେନ୍ଦ୍ର ସରକାରଙ୍କର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଘୋଷଣା କରିଛନ୍ତି ।ମନମୋହନ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା…
ବାରମ୍ବାର ହାଇ, ପାଦ ଝିମଝିମ୍ ହେଉଛି କି? ଜାଣନ୍ତୁ ଏହି ସଙ୍କେତ ଦିଏ କେଉଁ ଭିଟାମିନ୍ ଅଭାବର ଲକ୍ଷଣ..
ଅନେକ ସମୟରେ ପାଦ, ହାତ ତଥା ଶରୀରର ଅନେକ ସ୍ଥାନରେ ଝିମଝିମ୍ ଅନୁଭୂତ ହୋଇଥାଏ। ଯେପରି ପାଦ ଭୂମିରେ ଲଗାଇ ହେବ ନାହିଁ। ଏଭଳି ଲକ୍ଷଣ ସାଧାରଣ। ପ୍ରାୟତଃ ଅଧିକାଂଶଙ୍କ ନିକଟରେ ଏହି ଲକ୍ଷଣ ଦେଖାଯାଏ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତାନୁସାରେ ଏଭଳି ଲକ୍ଷଣ ଦେଖାଯିବା କିଛି ଭିଟାମିନ୍ ଅଭାବର…
କେଶ ବା ଟୁଟି ପାଇଁ ବହୁତ ଉପକାରୀ ଗ୍ରୀନ୍ ଟି
ଶରୀରରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଇଥାଏ । ତନ୍ମଧ୍ୟରୁ କେଶ ସମସ୍ୟା ଅନ୍ୟତମ । ଏହି ଋତୁରେ ବାୟୁମଣ୍ଡଳରେ ଅଧିକ ମାତ୍ରାରେ ପ୍ରଦୂଷଣ ମାତ୍ରା ପରିଲିକ୍ଷିତ ହୋଇଥାଏ । ଯାହାଫଳରେ ଏହାର କୁପ୍ରଭାବ ବିଶେଷ କରି କେଶ ଉପରେ ପଡିଥାଏ । କେଶ ଝଡିବା, ରୂପୀ ହେବା ଆଦି ସମସ୍ୟା ଦେଖାଦେଇଥାଏ ।…
ଅଂଶୁଘାତ: କିଭଳି ରହିବେ ସତର୍କ
ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ଜନଜୀବନ। ଦିନ ତାପମାତ୍ରା ସହିତ ରାତିରେ ବି ତାପମାତ୍ରା ଅଧିକ ରହୁଛି। ଅଂଶୁଘାତ ଜନିତ ମୃତ୍ୟୁ ନେଇ ଲୋକଙ୍କୁ ସତର୍କ କରିଛି ସ୍ୱାସ୍ଥ୍ୟ ବିଭାଗ। ବୟସ୍କ ତଥା ଅସୁସ୍ଥ ବ୍ୟକ୍ତି ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ଅଂଶୁଘାତର ଆଶଙ୍କା ଅଧିକ…