Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Health
News related to complete physical, mental and social well-being
ନିୟମିତ ଯୋଗ କରୁଥିଲେ ଖାଆନ୍ତୁ ଏହି ସବୁ ଖାଦ୍ୟ
ଯୋଗର ନିୟମ ଅହିଂସା, ସାତ୍ତ୍ୱିକ ଓ ସ୍ୱଚ୍ଛ ରହିବା। ଆମର ଖାଦ୍ୟପାନୀୟ ମଧ୍ୟ ଏହିପରି ହେବା ଜରୁରୀ। ଶାକାହାରୀ, ସାତ୍ତ୍ୱିକ ଓ ପରିମଳ ପରିବେଶରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସେବନ କରିବା ଉଚିତ। ଶାକାହାରୀ ହେବା ଅର୍ଥାତ ପନିପରିବା ଯୁକ୍ତ ଖାଦ୍ୟ ଖାଇବା। ଋତୁ ଅନୁସାରେ ଫଳ, ପନିପରିବା ଖାଇବା…
କିଡନୀ କ୍ୟାନସର ରୋଗର କାରଣ ଓ ଲକ୍ଷଣ
ଦିନକୁ ଦିନ କିଡନୀ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏକ ରିପୋର୍ଟ ଅନୁସାରେ, ଏହା 2040 ସୁଦ୍ଧା ମୃତ୍ୟୁର ପଞ୍ଚମ ବଡ଼ କାରଣ ହୋଇପାରେ। ତେଣୁ କିଡନୀକୁ ସୁସ୍ଥ ରଖିବାକୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜୁନ୍ ମାସରେ ବିଶ୍ୱ କିଡନୀ କ୍ୟାନସର ଦିବସ ପାଳନ କରାଯାଏ।…
ଗୁଳୁଗୁଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ?
ସାରା ଦେଶରେ ଏବେ ଅସହ୍ୟ ଗରମ ସହ ଗୁଳୁଗୁଳିର ଜାରି ରହିଛି । କିଛି ସ୍ଥାନରେ ୪୫ ରୁ ୫୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ମଧ୍ୟ ରେକର୍ଡ କରାଯାଇଛି । ଅତ୍ୟଧିକ ଗରମ ବୃଦ୍ଧି ପାଉଥିବାରୁ ଲୋକମାନେ ଘରୁ ବାହାରିବା ପାଇଁ ଇଚ୍ଛା ପ୍ରକାଶ କରୁ ନାହାଁନ୍ତି । କିନ୍ତୁ ଜରୁରୀକାଳୀନ ପରିସ୍ଥିତିରେ…
ଓଡ଼ିଶାରେ ସଂକ୍ରମଣର ରୂପ ନେଉଛି ଡିପଥେରିଆ, ରୋଗ କଣ, ଲକ୍ଷଣ ଓ ଚିକିତ୍ସା ବାବଦରେ ଜାଣନ୍ତୁ
ଓଡ଼ିଶାରେ ସଂକ୍ରମଣର ରୂପ ନେଉଛି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ଏହି ରୋଗ। ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ସଂକ୍ରମିତ ଚିହ୍ନଟ ହେଲେଣି। ସମସ୍ତ ମୃତକ ରାୟଗଡ଼ା ଜିଲ୍ଲାର ହୋଇଥିବା ବେଳେ କିଛି ସଂକ୍ରମିତ କୋରାପୁଟ ଓ କଳାହାଣ୍ଡି…
ପିଠି ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ କରନ୍ତୁ ଏହି ଉପାୟ
ଦୈନନ୍ଦିନ ଜୀବନରେ ଅଫିସରେ ବେଶୀ ଟାଇମ ବସିବା ହେଉ ବା ଖାଦ୍ୟପେୟରେ ଅନିୟମିତତା, ପରିବର୍ତ୍ତିତ ଜୀବନଶୈଳୀ ତଥା ଶୋଇବାରେ ଅସାବଧାନତା ଯୋଗୁ ପିଠି ଯନ୍ତ୍ରଣା ହୋଇଥାଏ । ପିଠି ଯନ୍ତ୍ରଣାରୁ ଉପଶମ ପାଇବା ପାଇଁ କେତେକ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇଥାନ୍ତି । ଏଥିରୁ ମୁକ୍ତି ପାଇବା…
ଅନ୍ତର୍ଜାତୀୟ ଯୋଗ ଦିବସ – ଚଳିତ ବର୍ଷର ଥିମ୍, ଯୋଗ ଫର ସେଲ୍ଫ୍ ଆଣ୍ଡ ସୋସାଇଟି
ସୁସ୍ଥ ଜୀବନ ପାଇଁ ଦରକାର ଯୋଗ । କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ । ସୁସ୍ଥ ଓ ଆରୋଗ୍ୟ…
ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ ଡିଡିଏମଏ ପକ୍ଷରୁ ଏକ ନିର୍ଦ୍ଦେଶାବଳୀ ଜାରି
ଉତ୍ତର ଓ ପୂର୍ବ ଭାରତର ଅଧିକାଂଶ ଅଞ୍ଚଳରେ ଭୀଷଣ ଖରାର ପ୍ରକୋପ ଓ ଗୁଳୁଗୁଳି ଜାରି ରହିଛି। ରାତିରେ ସାମାନ୍ୟରୁ ଅଧିକ ଗରମ ଅନୁଭବ ହେଉଥିବାରୁ ଲୋକେ ବ୍ୟସ୍ତତା ଅନୁଭବ କରିବା ସହ ଚିନ୍ତା ବଢାଇ ଦେଇଛି। ଦିଲ୍ଲୀ ଏନସିଆର ସହ ଅନ୍ୟ କେତେକ ସ୍ଥାନରେ ଭୀଷଣ ଗରମ ଅନୁଭୂତ ହେଉଥିବାରୁ ଲୋକଙ୍କ ଜୀବନ…
ଫ୍ୟାଟି ଫୁଡ୍ ବଢ଼ାଇପାରେ ଏନଜାଇଟି
କିଛି ଲୋକ ଜଙ୍କ ଫୁଡ ପରି ଅସ୍ୱାସ୍ଥ୍ୟକର ଖାଦ୍ୟ ପଦାର୍ଥ ଖାଇଥା’ନ୍ତି । କିନ୍ତୁ ନିକଟରେ ହୋଇଥିବା ଅନୁସନ୍ଧାନରୁ ଜଣାପଡିଛି ଯେ, ଫ୍ୟାଟି ଫୁଡ ଖାଇବା ପ୍ରକୃତରେ ଆମର ଚିନ୍ତାକୁ ବଢ଼ାଇପାରେ । ଆସନ୍ତୁ ଆପଣଙ୍କୁ ଏହି ଅନୁସନ୍ଧାନ ବିଷୟରେ ଏବଂ ଏହି ଫ୍ୟାଟି ଫୁଡ୍ ଆପଣଙ୍କୁ କିପରି ପ୍ରଭାବିତ…
ଭଜା ବୁଟ
ସମସ୍ତଙ୍କ ପ୍ରଥମ ପସନ୍ଦ ରୋଷ୍ଟେଡ ଚଣା ଅର୍ଥାତ ଭଜାଭଜା ବୁଟ କଥା ମନେପଡିଥାଏ । ଏହା ଅନ୍ୟ ପ୍ରୋଟିନ ସ୍ନାକ୍ସ ତୁଳନାରେ ଅନେକ ଲାଭଦାୟକ । ଏହାକୁ ଲୋକେ ଇନଷ୍ଟାଣ୍ଟ ଏନର୍ଜୀ ବୁଷ୍ଟର ପରି ବ୍ୟବହାର କରନ୍ତି । ପିଲାମାନେ ମଧ୍ୟ ଏହାକୁ ବହୁତ ଭଲ ପାଆନ୍ତି । ପିଆଜ, ବିଲାତି, ଧନିଆ ପତ୍ର ଏବଂ…
ଡିପଥେରିଆ ସଂକ୍ରମଣ ବଢ଼ିବା ପରେ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ
ଡିପଥେରିଆ ସଂକ୍ରମଣ ବଢ଼ିବା ପରେ ରାୟଗଡ଼ା କାଶୀପୁରରେ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ । ଏକ ବର୍ଷ ବୟସ କିମ୍ବା ତାଠାରୁ କମ ବୟସର ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯିବ । ସେହିପରି ୫ରୁ ୧୫ ବର୍ଷ ବୟସ୍କଙ୍କୁ ଦିଆଯିବ ଟିଡି ଡୋଜ୍ । ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା…