Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Browsing Category
Health
News related to complete physical, mental and social well-being
ଖାଲି ପେଟରେ ଔଷଧ ଖାଉଛନ୍ତି କି ! ହୋଇପାରେ ଏହି ବିପଦ
ଆପଣ କେବେ ଚିନ୍ତା କରିଛନ୍ତି କି ଏହା କାହିଁକି
ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା
ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା । ବିଏସକେଓ୍ବାଇ ଯୋଜନାରେ ଅନ୍ତର୍ଭୁକ୍ତ ପରିବାରର ଛୋଟ ପିଲାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ୫ରୁ ୧୮ ବର୍ଷର ପିଲାଙ୍କୁ ମିଳିବ ବଡ଼ ଫାଇଦା । ରାସନ କାର୍ଡରେ ନାଁ ନଥିଲେ ବି ସେମାନେ…
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲାଭ ମିଳୁଛି ସମସ୍ତଙ୍କୁ
ଭୁବନେଶ୍ବର: ଚିକିତ୍ସା ଜନିତ ଆର୍ଥିକ ଖର୍ଚ୍ଚ ସଞ୍ଚୟ କରି ରାଜ୍ୟବାସୀଙ୍କ ବହୁମୂଲ୍ୟ ଜୀବନ ସୁରକ୍ଷିତ କରୁଛି ବିଜୁ ସ୍ବାସ୍ତ୍ୟ କଲ୍ୟାଣ ଯୋଜନା। ଏହି ଯୋଜନାରେ ଖୋର୍ଦ୍ଧାର ନିରଞ୍ଜନ ବେହେରା ତାଙ୍କ ସ୍ତ୍ରୀଙ୍କର ଚିକିତ୍ସା ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ବିନାଖର୍ଚ୍ଚରେ କରାଇ…
ଜି-୨୦ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି।
https://www.youtube.com/watch?v=CpW5VDtwzGE
ପ୍ରଧାନମନ୍ତ୍ରୀ କହିଛନ୍ତି ଗାନ୍ଧୀଜୀ ସ୍ୱାସ୍ଥ୍ୟକୁ ଏପରି ଏକ…
କେନ୍ଦ୍ର ସରକାର ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା
ଭୁବନେଶ୍ବର: ୨୦୪୭ ସୁଦ୍ଧା ଦେଶ ହେବ ସିକଲ ସେଲ ମୁକ୍ତ । ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା । ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର ପରୀକ୍ଷା କରିବେ ।୨୫ ବର୍ଷ ବୟସ୍କ ପିଲାଙ୍କ ହେବ ସିକିଲ ସେଲ…
ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ସମୟ ସୀମା ବୃଦ୍ଧି
ଭୁବନେଶ୍ୱର : ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ଶେଷ ତାରିଖ ଅଗଷ୍ଟ ୭ ଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ କରାଗଲା ।ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା ୨୦୨୩-୨୦୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଯୋଜନାରେ ଇଚ୍ଛୁକ…
ଦିଲ୍ଲୀ ଏମ୍ସର ଏଣ୍ଡୋସ୍କୋପି ରୁମରେ ନିଆଁ
ନୂଆଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିଥିବା ସୂଚନା । ଘଟଣା ସ୍ଥଳରେ ଦମକଳ ବାହିନୀର ୮ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଦ୍ୱିତୀୟ ମହଲାରେ ଥିବା ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିବା ପରେ ସେଠାରେ ଥିବା ରୋଗୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇଥିଲା ।…
ଅମୃତ ଭଣ୍ଡା ବହୁତ ଉପକାରୀ
ଅମୃତ ଭଣ୍ଡା ବହୁତ ଉପକାରୀ । କେବଳ ପାଟିକୁ ସୁଆଦିଆ ଲାଗି ନଥାଏ ବରଂ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଉପକାରୀ ହୋଇଥାଏ । ଏଥିରୁ ବିଭିନ୍ନ ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଥାଏ । କଂଚା ଅମୃତଭଣ୍ଡା ଖାଇବା ସହିତ, ପାଚିଲା ମଧ୍ୟ ସେବନ କରାଯାଏ । ତେବେ ଆସନ୍ତୁ ଜାଣିବା ଏହାର ସ୍ୱାସ୍ଥ୍ୟ…
ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ % ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…