Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Health
News related to complete physical, mental and social well-being
କେନ୍ଦ୍ର ସରକାର ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା
ଭୁବନେଶ୍ବର: ୨୦୪୭ ସୁଦ୍ଧା ଦେଶ ହେବ ସିକଲ ସେଲ ମୁକ୍ତ । ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା । ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର ପରୀକ୍ଷା କରିବେ ।୨୫ ବର୍ଷ ବୟସ୍କ ପିଲାଙ୍କ ହେବ ସିକିଲ ସେଲ…
ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ସମୟ ସୀମା ବୃଦ୍ଧି
ଭୁବନେଶ୍ୱର : ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ଶେଷ ତାରିଖ ଅଗଷ୍ଟ ୭ ଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ କରାଗଲା ।ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା ୨୦୨୩-୨୦୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଯୋଜନାରେ ଇଚ୍ଛୁକ…
ଦିଲ୍ଲୀ ଏମ୍ସର ଏଣ୍ଡୋସ୍କୋପି ରୁମରେ ନିଆଁ
ନୂଆଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିଥିବା ସୂଚନା । ଘଟଣା ସ୍ଥଳରେ ଦମକଳ ବାହିନୀର ୮ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଦ୍ୱିତୀୟ ମହଲାରେ ଥିବା ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିବା ପରେ ସେଠାରେ ଥିବା ରୋଗୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇଥିଲା ।…
ଅମୃତ ଭଣ୍ଡା ବହୁତ ଉପକାରୀ
ଅମୃତ ଭଣ୍ଡା ବହୁତ ଉପକାରୀ । କେବଳ ପାଟିକୁ ସୁଆଦିଆ ଲାଗି ନଥାଏ ବରଂ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଉପକାରୀ ହୋଇଥାଏ । ଏଥିରୁ ବିଭିନ୍ନ ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଥାଏ । କଂଚା ଅମୃତଭଣ୍ଡା ଖାଇବା ସହିତ, ପାଚିଲା ମଧ୍ୟ ସେବନ କରାଯାଏ । ତେବେ ଆସନ୍ତୁ ଜାଣିବା ଏହାର ସ୍ୱାସ୍ଥ୍ୟ…
ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ % ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ବିଦେଶୀ ନାଗରିକଙ୍କ ପାଇଁ ଆୟୁଷ ଭିସା
ଭାରତୀୟ ଚିକିତ୍ସା ପ୍ରଣାଳୀ ଅଧୀନରେ ଚିକିତ୍ସା ପାଇଁ ବିଦେଶୀ ନାଗରିକଙ୍କ ନିମନ୍ତେ ଆୟୁଷ (ଏୱାଇ) ଭିସା ପ୍ରସ୍ତୁତ କରାଯିବା ସମ୍ପର୍କରେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆୟୁଷ ଭିସାର ପ୍ରବର୍ତ୍ତନ ଆୟୁଷ ଚିକିତ୍ସା ପ୍ରଣାଳୀ / ଚିକିତ୍ସା ସମ୍ପର୍କିତ…
ପିଲାଙ୍କ ଟିଫିନ ବକ୍ସରେ ରହିବ ମାଣ୍ଡିଆ
ଭୁବନେଶ୍ୱର: ପୁଷ୍ଟିର ପାୱାର ହାଉସ୍ ମିଲେଟ୍ । ପାଟିକୁ ସୁଆଦ, ଦେହକୁ ହିତ । ମିଲେଟ୍ ଚାହିଦା ବଢୁଛି । ଏହାର ବ୍ୟବହାର ଆହୁରି ବଢ଼ାଇବା ପାଇଁ ଉଦ୍ୟମ । ସ୍କୁଲ ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ପ୍ରତ୍ୟେକ ବ୍ୟକ୍ତିଙ୍କୁ ମିଲେଟର ଉପକାରିତା ବିଷୟରେ ଅବଗତ କରାଯିବ । ପିଲାଙ୍କ ଟିଫିନ…
ଆପଣଙ୍କ ରୁପି ସମସ୍ୟା ଅଛି କି?
ବର୍ଷା ଦିନ ଆସିଯାଇଛି । ଖରା ପରେ ପରେ ଅନେକଙ୍କଠାରେ ରୁପି ସମସ୍ୟା ଦେଖାଦେଇଥାଏ । କେତେକଙ୍କ କ୍ଷେତ୍ରରେ ବର୍ଷସାରା ରୁପି ସମସ୍ୟା ଲାଗି ରହିଥାଏ । ବିଶେଷକରି ଶୀତଦିନରେ ଏହା ଅତ୍ୟଧିକ ପରିମାଣରେ ହୋଇଥାଏ । ହେଲେ ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖିହେବ, ଜାଣି ରଖିବା…
ଜୀବନ ନେଲା ଡେଙ୍ଗୁ
ଭୁବନେଶ୍ବର: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୬ ଶହ ଛୁଇଁବାକୁ ବସିଥିବା ବେଳେ ରାଜଧାନୀରେ ଦ୍ବିତୀୟ ଡେଙ୍ଗୁ ମୃତ୍ୟୁ ହୋଇଛି। କ୍ୟାପିଟାଲ୍ ହସ୍ପିଟାଲ୍ରେ ଡେଙ୍ଗୁ ଜଣେ ପ୍ରସୂତିଙ୍କ ଜୀବନ ନେଇଛି। ମୃତା ମହିଳା ହେଉଛନ୍ତି ଭିଏସ୍ଏସ୍ ନଗରରେ ରହୁଥିବା ଭଦ୍ରକର ଶର୍ମିଷ୍ଠା ସେନାପତି।…
ସ୍ୱାସ୍ଥ୍ୟ ପାଇଁ କ୍ଷୀର
ସ୍ୱାସ୍ଥ୍ୟ ପାଇଁ କ୍ଷୀର ବେଶ ଲାଭଦାୟକ। ଏହାର ସେବନ ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ଏହି କାରଣରୁ ବୟସ୍କ ଠାରୁ ଆରମ୍ଭ କରି ଡାକ୍ତର ସମସ୍ତେ କ୍ଷୀର ପିଇବାକୁ ପରାମର୍ଶ ଦେଇଥାଆନ୍ତି। ମାତ୍ର କ୍ଷୀରରେ ମହୁ ମିଶାଇ ପିଇଲେ ସ୍ୱାସ୍ଥ୍ୟ ପାଇଁ ଏହାର ଉପକାରୀ ଗୁଣ ଦ୍ୱିଗୁଣିତ ହୋଇଯାଏ।…