Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Jobs
ରେଳବାଇରେ ଚାକିରି ସୁଯୋଗ
ଭାରତୀୟ ରେଳବାଇରେ ଚାକିରି ପାଇବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ଯେଉଁମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି, ଆବେଦନ ଲିଙ୍କ୍ ଖୋଲିବା ପରେ ଆବେଦନ କରିପାରିବେ । ଆମେ ଏଠାରେ ଏହି ପଦବୀଗୁଡ଼ିକ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା କହିବୁ । କେବଳ ବିଜ୍ଞପ୍ତି ଜାରି ହୋଇଛି,…
ଆଇବିପିଏସ୍ ଆରଆରବି ପିଓ ପରୀକ୍ଷାର ଆସିଲା ରେଜଲ୍ଟ
ଆଇବିପିଏସ୍ ଆରଆରବି ପିଓ ପ୍ରି ପରୀକ୍ଷାରେ ଭାଗ ନେଇଛନ୍ତି, ସେମାନେ ଅଫିସିଆଲ୍ ୱେବସାଇଟ୍ କୁ ଯାଇ ଦିଆଯାଇଥିବା ଷ୍ଟେପ୍ସ ଅନୁସରଣ କରି ରେଜଲ୍ଟ ଯାଞ୍ଚ କରିପାରିବେ । ଏହା କରିବା ପାଇଁ ସେମାନଙ୍କୁ ଆଇବିପିଏସର ଅଫିସିଆଲ୍ ୱେବସାଇଟ୍ କୁ ଯିବାକୁ ପଡିବ, ଯାହାର ଠିକଣା ହେଉଛି – ibps.in. ଯେଉଁ…
ଓଏସଏସସି ତରଫରୁ ଜରୁରୀ ସୂଚନା
ଓଏସଏସସି ଦ୍ୱାରା ପରିଚାଳିତ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ (ଜେଏଫଟିଏ) ପଦକୁ ନେଇ ଆସିଛି ଏକ ବଡ଼ ଖବର । ସିଏଚଏସଏଲ (ଯୁକ୍ତଦୁଇ) ନିଯୁକ୍ତି ପରୀକ୍ଷା ୨୦୨୪ ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଆସନ୍ତା ୧୩ ତାରିଖରେ ଏହି ପଦ ପାଇଁ ମୁଖ୍ୟ ପରୀକ୍ଷା ହେବାକୁ ଥିବା ବେଳେ…
କନଷ୍ଟେବଲ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ
କନଷ୍ଟେବଲ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଆହ୍ୱାନ କରୁଛି । ସମସ୍ତ ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀ ITBP ର ଅଫିସିଆଲ ୱେବସାଇଟ୍ recruitment.itbppolice.nic.inକୁ ଯାଇ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ହେଉଛି ୧, ଅକ୍ଟୋବର ୨୦୨୪ ।ITBPରେ ମୋଟ୍ ୮୧୬ କନଷ୍ଟେବଲ(ରୋଷେଇ…
ଆସୋସିଏଟ୍ ପ୍ରଫେସର ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି
ଆସୋସିଏଟ୍ ପ୍ରଫେସର ପଦ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ସେପ୍ଟେମ୍ବର ୪ରୁ ଅକ୍ଟୋବର ୪ ତାରିଖ ମଧ୍ୟରେ ଏଥିପାଇଁ ଅନଲାଇନରେ ଆବେଦନ ଗ୍ରହଣ କରାଯିବ । ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧିନରେ କଳାହାଣ୍ଡି ସରକାରୀ…
ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍ ଉଷା: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ …
ଶେଷ ୪ ମାସ ପାଇଁ ୧୫ଟି ପରୀକ୍ଷା ତାରିଖ ଘୋଷଣା
ଚଳିତ ବର୍ଷର ଶେଷ ଚାରି ମାସ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ନିଯୁକ୍ତି କ୍ୟାଲେଣ୍ଡର ଜାରି କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ମାସରେ କେଉଁ ସବୁ ପରୀକ୍ଷା ହେବ ତା’ର ତାରିଖ ଘୋଷଣା କରାଯାଇଛି । ସେପ୍ଟେମ୍ବରରେ ୩ଟି, ଅକ୍ଟୋବରରେ ୨ଟି,…
ଦ୍ୱାଦଶ ବୋର୍ଡରେ ଅନ୍ତର୍ଭୁକ୍ତ ହେବ ନବମ, ଦଶମ ଓ ଏକାଦଶ ଶ୍ରେଣୀର ମାର୍କ
ରାଷ୍ଟ୍ରୀୟ ଶୈକ୍ଷିକ ଗବେଷଣା ଓ ଟ୍ରେନିଂ ପରିଷଦ (ଏନସିଇଆରଟି) ପକ୍ଷରୁ ଆସିଛି ଏକ ବଡ଼ ଅପଡେଟ୍ । ଦ୍ୱାଦଶ ବୋର୍ଡ ଫଳାଫଳରେ ନବମ, ଦଶମ ଓ ଏକାଦଶ ଶ୍ରେଣୀର ମାର୍କକୁ ଅନ୍ତର୍ଭୁକ୍ତ କରାଯିବ । ଦ୍ୱାଦଶ ବୋର୍ଡ ପରୀକ୍ଷାରେଁ ଏକ ନୂଆ ମୂଲ୍ୟାଙ୍କନ ମଡେଲ ଲାଗୁ କରିବାକୁ ଏନସିଇଆରଟି ପକ୍ଷରୁ…
ଖୁବଶୀଘ୍ର ଜାରି କରିବ କନଷ୍ଟେବଳ ପଦବୀରେ ନିଯୁକ୍ତି
ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଶୀଘ୍ର ଭଲ ଖବର ମିଳିବାକୁ ଯାଉଛି । ବାସ୍ତବରେ ଷ୍ଟାଫ୍ ସିଲେକସନ କମିଶନ (ଏସଏସସି) ଖୁବ୍ ଶୀଘ୍ର ଖାଲି ପଦବୀ ପାଇଁ ବିଜ୍ଞପ୍ତି ବାହାର କରିବାକୁ ଯାଉଛି, ଯେଉଁଥିରେ ଆସାମ ରାଇଫଲ୍ସରେ ସିଏପିଏଫ, ଏନଆଇଏ, ଏସଏସଏଫ ରେ କନଷ୍ଟେବଳ (ଜିଡି) ଏବଂ…
ହାଇକୋର୍ଟ ତରଫରୁ ଆସିଛି ନିଯୁକ୍ତି ସୁଯୋଗ
ଓଡ଼ିଶା ହାଇକୋର୍ଟ ତରଫରୁ ନିଯୁକ୍ତି ସୁଯୋଗ । ରିସର୍ଚ୍ଚ ଆସିଷ୍ଟାଣ୍ଟ ପଦ ପୂରଣ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଯୋଗ୍ୟ ପ୍ରାର୍ଥୀଙ୍କୁ ମାସିକ ୩୦ ହଜାର ଟଙ୍କା ବେତନ ଆକାରରେ ପ୍ରଦାନ କରାଯିବ । ଏହି ପଦରେ ଆବେଦନ କରିବାକୁ ହେଲେ ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର…