Browsing Category

Jobs

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଦୁଇ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ।…

ଶିଳ୍ପ ସ୍ଥାପନ ସହ ନିଯୁକ୍ତି ପାଇଁ ପ୍ରତିଶ୍ରୁତି ମିଳୁଛି ,କିନ୍ତୁ ସେହି ଅନୁସାରେ ରାଜ୍ୟରେ ହେଉନି ନିଯୁକ୍ତି

ପ୍ରତିବର୍ଷ ରାଜ୍ୟ ବଜେଟ ବଢୁଛି । ବଜେଟ ପରିମାଣ ବଢ଼ି ବଢ଼ି ୨୦୨୫-୨୬ ବର୍ଷରେ ୩ଲକ୍ଷ କୋଟି ପାଖାପାଖି ପହଁଚିଛି । ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ମଧ୍ୟ ବଢୁଛି । ଶିଳ୍ପ ସ୍ଥାପନ ସହ ନିଯୁକ୍ତି ପାଇଁ ପ୍ରତିଶ୍ରୁତି ମିଳୁଛି । କିନ୍ତୁ ସେହି ଅନୁସାରେ ରାଜ୍ୟରେ ହେଉନି ନିଯୁକ୍ତି । ବଢ଼ି…

ଓଡ଼ିଶା ସୂଚନା ସେବା କ୍ୟାଡର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସୂଚନା ସେବା କ୍ୟାଡର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ରହିଛି। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପଦବି ପାଇଁ କରାଯାଇଥିବା ପରୀକ୍ଷାର ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ନେଇ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଆଜି…

ଅଗ୍ନିବୀର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ , ଆବେଦନ କରିବାର ଶେଷ ତାରିଖ ଏପ୍ରିଲ ୧୦

ଭାରତୀୟ ନୌସେନା ଅଗ୍ନିବୀର (SSR ଏବଂ MR) ଏବଂ SSR (ମେଡିକାଲ୍) ପଦବୀ ପାଇଁ 2025 ବ୍ୟାଚ୍ ଅଧୀନରେ ନିଯୁକ୍ତି ବାହାର କରିଛି । ଯେଉଁ ଯୁବକମାନେ ଦେଶ ସେବା କରିବାକୁ ଏବଂ ଭାରତୀୟ ନୌସେନାରେ ଯୋଗ ଦେବାକୁ ସ୍ବପ୍ନ ଦେଖୁଛନ୍ତି ସେମାନଙ୍କ ପାଇଁ ଏହା ଏକ ଉତ୍ତମ ସୁଯୋଗ । ଅଗ୍ନିବୀର (SSR ଏବଂ…

ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କୁ ନ୍ୟାୟିକ ସେବାରେ ନିଯୁକ୍ତି ପ୍ରଦାନକୁ ମନା କରାଯାଇପାରିବ ନାହିଁ

ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କୁ ନ୍ୟାୟିକ ସେବାରେ ନିଯୁକ୍ତି ପ୍ରଦାନକୁ ମନା କରାଯାଇପାରିବ ନାହିଁ। କେବଳ ଦୃଷ୍ଟିବାଧିତ ନୁହନ୍ତି, ଯେକୌଣସି ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ତାଙ୍କ ଶାରୀରିକ ଭିନ୍ନକ୍ଷମତାକୁ ଆଳକରି ନ୍ୟାୟିକ ସେବାରେ ନିଯୁକ୍ତିରୁ ବାଦ୍‌ ଦିଆଯିବା ଅନୁଚିତ ବୋଲି ସୁପ୍ରିମକୋର୍ଟ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍‌ଘାଟନ କଲେ ମୋଦି

ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ,…

ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ 

ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ  ।  ଦୁଇ ବର୍ଷ ଭିତରେ ରାଜ୍ୟରେ ୭୫ ନିଯୁକ୍ତି ଦେବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସୁଶାସନ ଦିବସ ବା ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଏହି ବଡ଼ ଘୋଷଣା କରିଛନ୍ତି  ।…

ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ମନୋନୀତ…

ନିଯୁକ୍ତି ପାଇଲେ ୯୪୧ ଅଗ୍ନିଯୋଦ୍ଧା

ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି…

ପୂରଣ ହେବ ହୋମଗାର୍ଡ଼ ପଦବୀ

ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ  ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ ।ସୂଚନା ଯୋଗ୍ୟ…