Browsing Category

Jobs

ଭୁବନେଶ୍ବରରେ ବଢୁଛି ଆଇଟି ନିଯୁକ୍ତି

ସୂଚନା ପ୍ରଯୁକ୍ତି (ଆଇଟି) ନିଯୁକ୍ତି ସୃଷ୍ଟି କରିବାରେ ରାଜଧାନୀ ଭୁବନେଶ୍ବର ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ବିଶେଷ କରି ନଲେଜ୍ ପ୍ରୋସେସ୍‌ ଆଉଟ୍‌ସୋର୍ସିଂ (କେପିଓ) ବର୍ଗରେ ଏଠାରେ ଅଧିକ ନିଯୁକ୍ତି ସୃଷ୍ଟି ହୋଇଛି। ଫିନ୍‌ଟେକ୍ ପ୍ଲାଟଫର୍ମଗୁଡ଼ିକର ଅଭିବୃଦ୍ଧି ବଳରେ ଚଳିତ…

ଆଜି ୫୧ ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି  ଅନୁଷ୍ଠିତ ହେବାକୁ ଥିବା ରୋଜଗାର ମେଳାର ଷୋଡଶ ସଂସ୍କରଣରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନୂତନ ଭାବରେ ନିଯୁକ୍ତି ପାଇଥିବା ପ୍ରାର୍ଥୀଙ୍କୁ ୫୧ ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ।…

୩କୋଟି ୫୦ ଲକ୍ଷ ଚାକିରି ଦେବେ କେନ୍ଦ୍ର ସରକାର

ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ୧ ଲକ୍ଷ କୋଟି ଟଙ୍କାର ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି । ସୃଷ୍ଟି ହେବ ୩କୋଟି ୫୦ ଲକ୍ଷ ଚାକିରି । ଦେଶରେ ବେରୋଜଗାରୀଙ୍କ ସଂଖ୍ୟା ବଢୁଥିବାରୁ ନିଯୁକ୍ତି ସୃଷ୍ଟି ଉପରେ ସରକାର ଗୁରୁତ୍ବ ଦେଉଛନ୍ତି । ଅଗଷ୍ଟ ୧ରୁ…

ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଭୁବନେଶ୍ଵର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ…

ରାଜ୍ୟ ସରକାର ୧୯ଟି ପ୍ରକଳ୍ପ ପାଇଁ ୩,୮୯୮.୫୪ କୋଟି ଟଙ୍କାର ନୂତନ ନିବେଶକୁ ଅନୁମୋଦନ କରିଛନ୍ତି

ରାଜ୍ୟ ସରକାର ରାଜ୍ୟର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟ ସରକାର ୧୯ଟି ପ୍ରକଳ୍ପ ପାଇଁ ୩,୮୯୮.୫୪ କୋଟି ଟଙ୍କାର ନୂତନ ନିବେଶକୁ ଅନୁମୋଦନ କରିଛନ୍ତି, ଯାହା ରାଜ୍ୟର ୧୧ଟି ଜିଲ୍ଲାରେ ୭,୪୬୪ରୁ ଅଧିକ…

ପୁଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ସରକାର

ପୁଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ସରକାର । କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବୃଦ୍ଧି ପାଇଲା । ସେହିଭଳି ଏସଆଇ, ଏଏସଆଇଙ୍କ…

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି । ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ମୋଟ ପଦବୀ ସଂଖ୍ୟା ୨୦,୧୭୫ ହେଲା ।…

ଓଡ଼ିଶା ପୁଲିସରେ ୧୬,୦୫୯ଟି ନୂତନ ପଦବୀ ସୃଷ୍ଟି କରିବାକୁ ଘୋଷଣା

ମୁଖ୍ୟତଃ ଆଇନ ଶୃଙ୍ଖଳା ବଜାୟ ରଖିବା, ଅପରାଧ ରୋକିବା ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ପୁଲିସ ବହୁମୁଖୀ ଭୂମିକା ନିର୍ବାହ କରିଥାଏ। ଏଥିରେ ଅପରାଧର ତଦନ୍ତ, ଅପରାଧୀଙ୍କୁ ଧରିବା ଏବଂ ଆଇନ ଶୃଙ୍ଖଳାକୁ ବଜାୟ ରଖିବା ଅନ୍ତର୍ଭୁକ୍ତ। ସେମାନେ ଜନଶୃଙ୍ଖଳା ରକ୍ଷଣାବେକ୍ଷଣ,…

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଦୁଇ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ।…

ଶିଳ୍ପ ସ୍ଥାପନ ସହ ନିଯୁକ୍ତି ପାଇଁ ପ୍ରତିଶ୍ରୁତି ମିଳୁଛି ,କିନ୍ତୁ ସେହି ଅନୁସାରେ ରାଜ୍ୟରେ ହେଉନି ନିଯୁକ୍ତି

ପ୍ରତିବର୍ଷ ରାଜ୍ୟ ବଜେଟ ବଢୁଛି । ବଜେଟ ପରିମାଣ ବଢ଼ି ବଢ଼ି ୨୦୨୫-୨୬ ବର୍ଷରେ ୩ଲକ୍ଷ କୋଟି ପାଖାପାଖି ପହଁଚିଛି । ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ମଧ୍ୟ ବଢୁଛି । ଶିଳ୍ପ ସ୍ଥାପନ ସହ ନିଯୁକ୍ତି ପାଇଁ ପ୍ରତିଶ୍ରୁତି ମିଳୁଛି । କିନ୍ତୁ ସେହି ଅନୁସାରେ ରାଜ୍ୟରେ ହେଉନି ନିଯୁକ୍ତି । ବଢ଼ି…