Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Browsing Category
Jobs
୩ ରୁ ଓଜେଏସ୍ ଲିଖିତ ପରୀକ୍ଷା
କଟକ : ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ) ମୁଖ୍ୟ ଲିଖିତ ପରୀକ୍ଷା ସେପ୍ଟେମ୍ବର ୩ରୁ ଅନୁଷ୍ଠିତ ହେବ। ଚଳିତବର୍ଷ ୯୯୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ୨୮ରୁ ଓପିଏସ୍ସି ୱେବ୍ସାଇଟରେ ପ୍ରବେଶପତ୍ର ଡାଉନ୍ଲୋଡ କରିହେବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ସେପ୍ଟେମ୍ବର ୩ରୁ…
ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ବିଜ୍ଞପ୍ତି ଜାରି
ନୂଆଦିଲ୍ଲୀ : ଇଣ୍ଡିଆ ପୋଷ୍ଟରେ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଗ୍ରାମୀଣ ଡାକ ସେବକ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟମାଷ୍ଟର ଏବଂ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଆଦି ପଦବୀ ପାଇଁ ନିଯୁକ୍ତି ପ୍ରକାଶ ପାଇଛି । ଇଣ୍ଡିଆ ପୋଷ୍ଟ ମନ୍ତ୍ରାଳୟ ଅଧୀନରେ ଯୋଗାଯୋଗ କରୁଛି ।…
ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । OPSC ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା । ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି ।୧୮ଅଗଷ୍ଟରୁ ସେପ୍ଟେମ୍ବର ୧୮ ମଧ୍ୟରେ ଆବେଦନ କରିପାରିବେ ଆଗ୍ରହୀ ଡାକ୍ତରୀ ଛାତ୍ର । ST…
ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ
ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେଲା ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା । ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ ନିଆଯିବ । ୩୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଉନ୍ନତ ଅଭିଳାଷ (ନୂଆ) ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ…
ଇନଫୋସିସ୍ରେ ଖୋଲିଲା ବିପିଏମ୍ ସେବା
ଭୁବନେଶ୍ବର: ଇନ୍ଫୋସିସର ନୂତନ ବିଜନେସ୍ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର୍ (ବିପିଏମ୍) ଶାଖା ଆଜି ଭୁବନେଶ୍ବର ପଟିଆସ୍ଥିତ ଇନ୍ଫୋସିସ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ବିଗତ ଦୁଇ ଦଶନ୍ଧିଧରି ଓଡ଼ିଶା ଅନ୍ୟ…
ଏଏସଓ ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ୍
ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ASO ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଆଜି ହାଇକୋର୍ଟ ରୋକ୍ ଲଗାଇଛନ୍ତି। ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍ସିକୁ ନୋଟିସ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଧାର୍ଯ୍ୟ…
ଦୁଇଜଣ ଡାକ୍ତରଙ୍କ ନିଯୁକ୍ତି ଦାବିର ୨୪ ଘଣ୍ଟା ମଧ୍ୟରେ ଡାକ୍ତରଖାନାରେ ନିଯୁକ୍ତି
ବଲାଙ୍ଗୀର : ଦାବିର ୨୪ ଘଣ୍ଟା ମଧ୍ୟରେ ପୂରଣ କଲେ ଡାକ୍ତର ପଦବୀ । 5T ସଚିବ ଭି.କେ ପାଣ୍ଡିଆନ ତୁଷରା ଗସ୍ତ ସମୟରେ ମେଡିକାଲରେ ଡାକ୍ତର ସମସ୍ୟାର ସମାଧାନ ଓ ମେଡିକାଲର ଅପଗ୍ରେଡେସନ ପାଇଁ ଲୋକମାନେ ଦାବି କରିଥିଲେ । ୨୪ ଘଣ୍ଟା ନପୂରୁଣୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦୁଇଜଣ ଡାକ୍ତରଙ୍କୁ…
ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ସମୟ ସୀମା ବୃଦ୍ଧି
ଭୁବନେଶ୍ୱର : ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ଶେଷ ତାରିଖ ଅଗଷ୍ଟ ୭ ଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ କରାଗଲା ।ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା ୨୦୨୩-୨୦୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଯୋଜନାରେ ଇଚ୍ଛୁକ…
ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ଘୋଷଣା
ଭୁବନେଶ୍ବର: ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ, କୁମ୍ଭାର, କମାର, ପାଇପମିସ୍ତ୍ରୀ ଭଳି ୫୦ଟି ବର୍ଗ । ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ…
ଦକ୍ଷତା ଥିବା କର୍ମଚାରୀଙ୍କ ପାଇଁ ମୋଟା ଅଙ୍କର ଦରମା ପାଇବା ସୁଯୋଗ
ନୂଆଦିଲ୍ଲୀ: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଦକ୍ଷତା ଥିବା କର୍ମଚାରୀଙ୍କ ପାଇଁ ମୋଟା ଅଙ୍କର ଦରମା ପାଇବା ସୁଯୋଗ ରହିଛି। ବିଶ୍ବର ଅଗ୍ରଣୀ ଓଟିଟି ପ୍ଲାଟଫର୍ମ ନେଟ୍ଫ୍ଲିକ୍ସରେ ଏଆଇ ପ୍ରଡକ୍ଟ ମ୍ୟାନେଜର ପଦ ସୃଷ୍ଟି ହୋଇଛି। ସେଥିପାଇଁ ବାର୍ଷିକ ଦରମା ପ୍ରାୟ ସାଢ଼େ ସାତ କୋଟି ଟଙ୍କା…