Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Browsing Category
Jobs
OSSC ପ୍ରଶ୍ନପତ୍ର ଲିକ୍ : ୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ବର: ଏସ୍ଏସ୍ସି ପ୍ରଶ୍ନପ୍ରତ୍ର ଲିକ ମାମଲାରେ ବାଲେଶ୍ୱର ପୁଲିସର ରିପୋର୍ଟକୁ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଓଏସ୍ଏସ୍ସି। ୫୫ପରୀକ୍ଷାର୍ଥୀଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିଛି ଓଏସ୍ଏସ୍ସି । ଓଏସ୍ଏସ୍ସି ପରୀକ୍ଷାରୁ ଜୀବନବ୍ୟାପୀ ବାରଣ ନେଇ ନୋଟିସ ଜାରି…
ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା: ପ୍ରିଣ୍ଟିଂ ପ୍ରେସରୁ ଲିକ୍ ହୋଇଥିଲା ପ୍ରଶ୍ନପତ୍ର
ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା। ବିହାରରୁ ରାକେଟର ମାଷ୍ଟରମାଇଣ୍ଡକୁ ଗିରଫ କରାଯାଇଛି। ମାଷ୍ଟରମାଇଣ୍ଡ ସମେତ ୮ଜଣଙ୍କୁ ବାନ୍ଧିଛି ପୋଲିସ। ଓଡ଼ିଶାରୁ କୌଣସି ଅଧିକାରୀଙ୍କ ରାକେଟରେ ସଂପୃକ୍ତି ନାହିଁ । ଓଡ଼ିଶାରୁ ଗିରଫ ହୋଇଥିବା ଲୋକ ମଧ୍ୟସ୍ଥି କାମ କରୁଥିଲେ। ପ୍ରଥମେ ବିହାର ଓ…
୭୦ ହଜାରରୁ ଅଧିକନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପ୍ରାୟ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ। ଏହି ରୋଜଗାର ମେଳା ଦେଶର ୪୪ଟି ସ୍ଥାନରେ ଆୟୋଜିତ ହେବ। ଏହି ନିଯୁକ୍ତି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ…
ଓଏସଏସସି ପକ୍ଷରୁ ରାଜ୍ୟର ଚାକିରି ଆଶାୟୀଙ୍କ ପାଇଁ ନିଯୁକ୍ତି ସୁଯୋଗ
ଓଡ଼ିଶା ଷ୍ଟାଫ ସିଲେକ୍ସନ ଆୟୋଗ (ଓଏସଏସସି) ପକ୍ଷରୁ ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ବଢ଼ିଆ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ-ବି ଓ ଗ୍ରୁପ-ସି’ର ବିଭିନ୍ନ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ବୁଣାକାର ସୁପରଭାଇଜର, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ, ବୈଷୟିକ…
ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ରଜ ଭେଟି । ରାଜ୍ୟ ସରକାର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହି…
ଓଡ଼ିଶା ୱିମେନ୍ ଇନ୍ ମିଡିଆର ଶୁଭାରମ୍ଭ
ଓଡ଼ିଶାର ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠିତ ସଂଗଠନ ‘ଓଡ଼ିଶା ୱିମେନ୍ ଇନ୍ ମିଡିଆ (ଓଡବ୍ଲୁଏମ୍)’ର ଶୁଭାରମ୍ଭ ହୋଇଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ଫୋରମ୍କୁ ବିଏମ୍ସି ମେୟର ସୁଲୋଚନା ଦାସ ଓ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ମିନତି…
ବ୍ରହ୍ମାକୁମାରୀମାନଙ୍କ ଦ୍ୱାରା ‘ଜଳ-ଜନ ଅଭିଯାନ’ର ଶୁଭାରମ୍ଭ
ଭୁବନେଶ୍ବର : ‘ଜଳ-ଜନ ଅଭିଯାନ’ ଏମିତି ସମୟରେ ଆରମ୍ଭ କରାଯାଉଛି, ଯେଉଁ ସମୟରେ ସମଗ୍ର ବିଶ୍ୱରେ ଜଳର ଅଭାବ ଭବିଷ୍ୟତର ସଙ୍କଟ ଭାବରେ ଦେଖାଯାଉଛି । ଏକବିଂଶ ଶତାବ୍ଦୀର ପୃଥିବୀରେ ସୀମିତ ଉତ୍ସଗୁଡ଼ିକର ଗମ୍ଭୀରତାକୁ ଅନୁଭବ କରୁଛି । ଆମର ବିଶାଳ ଜନସଂଖ୍ୟା କାରଣରୁ ଭାରତ ପାଇଁ ମଧ୍ୟ ଜଳ ସୁରକ୍ଷା…
ଜୁନ ୧ରୁ ସପ୍ତାହକୁ ୪ ଦିନ କାମ କରିବେ କର୍ମଚାରୀ: ଜାଣନ୍ତୁ କେଉଁଠି ଲାଗୁ ହେବ ଏହି ନିୟମ
ମେଟ୍ରୋ ଟିଭି ଓଡିଶା (୩୦.୫.୨୦୨୨ )
ସପ୍ତାହକୁ ୪ ଦିନ କାମ କରିବା ଫର୍ମୁଲାକୁ ନେଇ ଅନେକ ଦେଶ ଆଲୋଚନା ଜାରି ରଖିଛନ୍ତି । ଏହାକୁ ଫୋର ଡେ ୱାର୍କ ୱିକ ବୋଲି କୁହାଯାଏ । ତେବେ ଆସନ୍ତା ଜୁନ ୧ ତାରିଖରୁ ଏହି ଫର୍ମୁଲା ଆପଣେଇବ ବ୍ରିଟେନ । ଦେଶର ମୋଟ ୬୦ ବଡ କମ୍ପାନୀ ଏହି ଦିନରୁ ୪ ଦିନିଆ!-->!-->!-->…
କର୍ମଚାରୀଙ୍କୁ ଶୋଇବା ଲାଗି ଅଧଘଣ୍ଟା ବ୍ରେକ୍ ଦେଉଛନ୍ତି କମ୍ପାନୀ, ଜାଣନ୍ତୁ କେଉଁଠି?
ମେଟ୍ରୋଟିଭିଓଡିଶା(୭.୫.୨୦୨୨)
ପରିଶ୍ରମ କରି କରୁଥିବା କାମ ମଧ୍ୟରେ ସାମାନ୍ୟ ଢୁଳେଇ ପଡିଲେ ଶରୀରରେ ନୂଆ ଶକ୍ତିର ସଞ୍ଚାର ହୋଇଯାଏ। ଚାକିରୀ ବୃତ୍ତି କରୁଥିବା ଲୋକଙ୍କୁ ଏହାର ଆବଶ୍ୟକତା ବି ନିହାତି ଥାଏ। ବେଙ୍ଗାଲୁରର ଏକ ଷ୍ଟାର୍ଟ-ଅପ୍ କାର୍ଯ୍ୟ ଦିବସରେ କର୍ମଚାରୀଙ୍କୁ ଅଧଘଣ୍ଟା!-->!-->!-->…