Trending
- ରାଜ୍ୟରେ ଆଉ ୧, ୮୮୯ ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- ପଦରୁ ହଟିବାର କିଛି ଘଣ୍ଟା ପରେ ସୋସିଆଲ ମିଡିଆରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ସାଂସଦ ରାଘବ ଚଢା
- PUCC ଅବଧି ସରିଲା, ଅମାନିଆ ତାଗିଦ କଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
- ନାସାର ବହୁ ପ୍ରତୀକ୍ଷିତ ଆର୍ଟେମିସ୍ ମିଶନ -୨ ସଫଳ ,ମହାକାଶଚାରୀ ସୁରକ୍ଷିତ ଭାବେ ପୃଥିବୀ କକ୍ଷରେ ପହଁଚି ଯାଇଛନ୍ତି
- ଖରିଫ ଧାନକିଣାରେ ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ଭାରତକୁ ଆସୁଛି ୬ ଲକ୍ଷ ବ୍ୟାରେଲ ଇରାନ ଅଶୋଧିତ ତୈଳ
- ୩୦ ଜିଲ୍ଲା ପାଇଁ ଗଠନ ହେଲା ଯୋଜନା କମିଟି ,ମନ୍ତ୍ରୀ କିମ୍ବା ବିଧାୟକ ମାନେ ଏହି କମିଟିର ଅଧ୍ୟକ୍ଷ ରହିବେ
- ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା,ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା
- ଆଜି ହେଉଛି ଉତ୍କଳ ଦିବସ, ସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଆଇଏଏସ୍ତରରେ ଅଦଳ ବଦଳ ,ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ବ
Browsing Category
Jobs
ଓଡ଼ିଶା ସୂଚନା ସେବା କ୍ୟାଡର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ଓଡ଼ିଶା ସୂଚନା ସେବା କ୍ୟାଡର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ରହିଛି। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପଦବି ପାଇଁ କରାଯାଇଥିବା ପରୀକ୍ଷାର ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ନେଇ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଆଜି…
ଅଗ୍ନିବୀର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ , ଆବେଦନ କରିବାର ଶେଷ ତାରିଖ ଏପ୍ରିଲ ୧୦
ଭାରତୀୟ ନୌସେନା ଅଗ୍ନିବୀର (SSR ଏବଂ MR) ଏବଂ SSR (ମେଡିକାଲ୍) ପଦବୀ ପାଇଁ 2025 ବ୍ୟାଚ୍ ଅଧୀନରେ ନିଯୁକ୍ତି ବାହାର କରିଛି । ଯେଉଁ ଯୁବକମାନେ ଦେଶ ସେବା କରିବାକୁ ଏବଂ ଭାରତୀୟ ନୌସେନାରେ ଯୋଗ ଦେବାକୁ ସ୍ବପ୍ନ ଦେଖୁଛନ୍ତି ସେମାନଙ୍କ ପାଇଁ ଏହା ଏକ ଉତ୍ତମ ସୁଯୋଗ । ଅଗ୍ନିବୀର (SSR ଏବଂ…
ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କୁ ନ୍ୟାୟିକ ସେବାରେ ନିଯୁକ୍ତି ପ୍ରଦାନକୁ ମନା କରାଯାଇପାରିବ ନାହିଁ
ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କୁ ନ୍ୟାୟିକ ସେବାରେ ନିଯୁକ୍ତି ପ୍ରଦାନକୁ ମନା କରାଯାଇପାରିବ ନାହିଁ। କେବଳ ଦୃଷ୍ଟିବାଧିତ ନୁହନ୍ତି, ଯେକୌଣସି ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ତାଙ୍କ ଶାରୀରିକ ଭିନ୍ନକ୍ଷମତାକୁ ଆଳକରି ନ୍ୟାୟିକ ସେବାରେ ନିଯୁକ୍ତିରୁ ବାଦ୍ ଦିଆଯିବା ଅନୁଚିତ ବୋଲି ସୁପ୍ରିମକୋର୍ଟ…
ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍ଘାଟନ କଲେ ମୋଦି
ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ,…
ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ
ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇ ବର୍ଷ ଭିତରେ ରାଜ୍ୟରେ ୭୫ ନିଯୁକ୍ତି ଦେବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୁଶାସନ ଦିବସ ବା ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଏହି ବଡ଼ ଘୋଷଣା କରିଛନ୍ତି ।…
ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ମନୋନୀତ…
ନିଯୁକ୍ତି ପାଇଲେ ୯୪୧ ଅଗ୍ନିଯୋଦ୍ଧା
ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି…
ପୂରଣ ହେବ ହୋମଗାର୍ଡ଼ ପଦବୀ
ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ ।ସୂଚନା ଯୋଗ୍ୟ…
ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
ଦଶହରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ କର୍ମଚାରୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି । ରାଜ୍ୟର ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୃଦ୍ଧି ପିଛିଲା ଭାବେ ଗତ ଜାନୁଆରୀ ପହିଲାରୁ ଲାଗୁ ହେବ ।…
ନିଯୁକ୍ତି ସୁଯୋଗ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମର ପ।।ଇଲଟ୍ ପ୍ରୋଜେକ୍ଟ ଆରମ୍ଭ କରିଛନ୍ତି । ଏହା ଦ୍ୱାରା ଦେଶରେ ବେକାରୀ ସମସ୍ୟା ହଟାଇବା ପାଇଁ ପ୍ରଥମ ପଦକ୍ଷେପ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଯୁବପିଢ଼ିଙ୍କୁ ବଡ଼ ବଡ଼ କମ୍ପାନୀରେ ନିଯୁକ୍ତ ଯୋଗାଇବା ପାଇଁ ପିଏମ୍ ଇଣ୍ଟର୍ଣ୍ଣସିପ୍…