Trending
- ରାଜ୍ୟରେ ଆଉ ୧, ୮୮୯ ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- ପଦରୁ ହଟିବାର କିଛି ଘଣ୍ଟା ପରେ ସୋସିଆଲ ମିଡିଆରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ସାଂସଦ ରାଘବ ଚଢା
- PUCC ଅବଧି ସରିଲା, ଅମାନିଆ ତାଗିଦ କଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
- ନାସାର ବହୁ ପ୍ରତୀକ୍ଷିତ ଆର୍ଟେମିସ୍ ମିଶନ -୨ ସଫଳ ,ମହାକାଶଚାରୀ ସୁରକ୍ଷିତ ଭାବେ ପୃଥିବୀ କକ୍ଷରେ ପହଁଚି ଯାଇଛନ୍ତି
- ଖରିଫ ଧାନକିଣାରେ ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ଭାରତକୁ ଆସୁଛି ୬ ଲକ୍ଷ ବ୍ୟାରେଲ ଇରାନ ଅଶୋଧିତ ତୈଳ
- ୩୦ ଜିଲ୍ଲା ପାଇଁ ଗଠନ ହେଲା ଯୋଜନା କମିଟି ,ମନ୍ତ୍ରୀ କିମ୍ବା ବିଧାୟକ ମାନେ ଏହି କମିଟିର ଅଧ୍ୟକ୍ଷ ରହିବେ
- ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା,ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା
- ଆଜି ହେଉଛି ଉତ୍କଳ ଦିବସ, ସ୍ବତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଆଇଏଏସ୍ତରରେ ଅଦଳ ବଦଳ ,ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ବ
Browsing Category
Jobs
କନିଷ୍ଠ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି
ଆସନ୍ତାମାସ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ରାଜ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରାଧିକରଣ – ଓସେପା ପକ୍ଷରୁ…
ସୈନିକ ସ୍କୁଲରେ ବାହାରିଛି ଚାକିରୀ
ଆର୍ମୀ ପବ୍ଲିକ ସ୍କୁଲ ଆଣିଦେଉଛି ବ୍ୟାପକ ସୁବିଧା । ସରକାରୀ ସହ ମର୍ଯ୍ୟାଦା ସମ୍ପନ୍ନ ଶିକ୍ଷକତା ସୁବିଧା ଦେବ ଆର୍ମୀ ପବ୍ଲିକ ସ୍କୁଲ । ତେଣୁ ଆର୍ମୀ ପବ୍ଲିକ ସ୍କୁଲରେ ବାହାରିଥିବା ଶିକ୍ଷକ ପଦବୀ ପାଇଁ ତୁରନ୍ତ ଆବେଦନ କରନ୍ତୁ ।ଏହି ପଦ ସ୍ନାତକୋତ୍ତର ଶିକ୍ଷକ, ତାଲିମପ୍ରାପ୍ତ ସ୍ନାତକ…
ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ
ୟୁନିୟନ ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ । ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ କିଛି ଦିନ ପୂର୍ବରୁ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଥିଲା । ଏହି ପଦବୀଗୁଡିକ ପାଇଁ ପଞ୍ଜୀକରଣ ଦୀର୍ଘ ଦିନ ଧରି ଚାଲିଆସୁଥିଲା ଏବଂ ବର୍ତ୍ତମାନ ଆବେଦନ କରିବାର ଶେଷ ତାରିଖ ମଧ୍ୟ ଘୋଷଣା ହୋଇଥିଲା ।…
କନଷ୍ଟେବଳ ପଦବୀରେ ନିଯୁକ୍ତି ସୁଯୋଗ
ବର୍ତ୍ତମାନର ନିଯୁକ୍ତି ଡ୍ରାଇଭ ଅଧୀନରେ ଓଡି଼ଶା ପୋଲିସ ଡିପିଓ କ୍ୟାଡରରେ ଜୁନିଅର କ୍ଲର୍କ ଏବଂ ରାଜ୍ୟର ବିଭିନ୍ନ OSAP / SIR / IR / SS ବାଟାଲିୟନରେ କନଷ୍ଟେବଳ ନିଯୁକ୍ତ କରିବାକୁ ଯାଉଛି। ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ଓଡି଼ଶା ପୋଲିସ୍ ମିନିଷ୍ଟ୍ରିୟାଲ ଷ୍ଟାଫ୍ ସିଲେକ୍ସନ ବୋର୍ଡ…
ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ ସି ) ଦ୍ଵାରା ପରିଚାଳିତ ଓଡିଶା ସିଭିଲ ସର୍ଭିସ(ଓସିଏସ୍) ପ୍ରିଲିମ୍ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୨୭ ତାରିଖରେ ହେବ ଓଏଏସ୍ ପ୍ରିଲିମ୍ ପରୀକ୍ଷା । ପ୍ରିଲିମ୍ ପରୀକ୍ଷା ନେଇ ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । …
ନିଯୁକ୍ତି ମେଳାରେ ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ
ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ମେଳାରେ ୪୭୬ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି ମୁଁ ଆନନ୍ଦିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ…
ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି
ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ମା’-ବାପାଙ୍କ ଉପରେ ନିର୍ଭରଶୀଳ ବିବାହିତା ଝିଅ/ ସାବତ ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟରେ…
ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସ୍ରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ
ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ…
ରେଲଓ୍ବେ ନିଯୁକ୍ତି ସୁଯୋଗ
ରେଲଓ୍ବେ ରିକ୍ରୁଟମେଣ୍ଟ ସେଲ ଏବଂ ଇଷ୍ଟନ ରେଲଓ୍ବେ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ବାହାର କରିଛି । ଯେଉଁମାନେ ଏହି ପଦବୀ ପାଇଁ ଆଶାୟୀ ରହିଛନ୍ତି ସେମାନେ ଆପ୍ଲିକେସନ ଲିଙ୍କ୍ ଆକ୍ଟିଭ ହେବା ପରେ ଆବେଦନ କରିପାରିବେ । ଏହି ନିଯୁକ୍ତି ଜରିଆରେ 3ହଜାର 115ଜଣଙ୍କୁ ମିଳିବ ଚାକିରି ।…
ଏନଟିପିସିରେ ସୁବର୍ଣ୍ଣ ସୁଯୋଗ
ନାସନାଲ ଥର୍ମଲ ପାୱାର କର୍ପୋରେସନ ବା ଏନଟିପିସିରେ ବେକାର ଯୁବକ, ଯୁବତୀଙ୍କ ପାଇଁ ଆସିଛି ସୁବର୍ଣ୍ଣ ସୁଯୋଗ । ଏଥିପାଇଁ ସଂସ୍ଥା ପକ୍ଷରୁ ଜାରି ହୋଇଛି ନୋଟିଫିକେସନ । କମ୍ପାନୀର ବିଭିନ୍ନ ବିଭାଗ ପାଇଁ ଉପ ପରିଚାଳକ ବା ଡେପୁଟି ମ୍ୟାନେଜର ପଦବୀରେ ଆବେଦନ ଲୋଡା ଯାଇଛି ।
ଏନଟିପିସିର…