Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Browsing Category
Jobs
ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ
ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇ ବର୍ଷ ଭିତରେ ରାଜ୍ୟରେ ୭୫ ନିଯୁକ୍ତି ଦେବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୁଶାସନ ଦିବସ ବା ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଏହି ବଡ଼ ଘୋଷଣା କରିଛନ୍ତି ।…
ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ମନୋନୀତ…
ନିଯୁକ୍ତି ପାଇଲେ ୯୪୧ ଅଗ୍ନିଯୋଦ୍ଧା
ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି…
ପୂରଣ ହେବ ହୋମଗାର୍ଡ଼ ପଦବୀ
ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ ।ସୂଚନା ଯୋଗ୍ୟ…
ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
ଦଶହରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ କର୍ମଚାରୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି । ରାଜ୍ୟର ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୃଦ୍ଧି ପିଛିଲା ଭାବେ ଗତ ଜାନୁଆରୀ ପହିଲାରୁ ଲାଗୁ ହେବ ।…
ନିଯୁକ୍ତି ସୁଯୋଗ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମର ପ।।ଇଲଟ୍ ପ୍ରୋଜେକ୍ଟ ଆରମ୍ଭ କରିଛନ୍ତି । ଏହା ଦ୍ୱାରା ଦେଶରେ ବେକାରୀ ସମସ୍ୟା ହଟାଇବା ପାଇଁ ପ୍ରଥମ ପଦକ୍ଷେପ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଯୁବପିଢ଼ିଙ୍କୁ ବଡ଼ ବଡ଼ କମ୍ପାନୀରେ ନିଯୁକ୍ତ ଯୋଗାଇବା ପାଇଁ ପିଏମ୍ ଇଣ୍ଟର୍ଣ୍ଣସିପ୍…
କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିବ ନିଯୁକ୍ତି
ରାଜ୍ୟରେ ହଜାରେ କି ଦୁଇ ହଜାର ନୁହେଁ ଏକାକାଳୀନ ନିଯୁକ୍ତ ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ। ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା…
ଆରମ୍ଭ ହେଲା ‘ପିଏମ୍ ଇଣ୍ଟର୍ନସିପ୍’ ଯୋଜନା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 2024-25 ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟରେ ପିଏମ ଇଣ୍ଟର୍ନସିପ୍ ଯୋଜନା ଘୋଷଣା କରିଥିଲେ ଯେଉଁଥିରେ ଆସନ୍ତା 5 ବର୍ଷ ମଧ୍ୟରେ ପ୍ରାୟ 1 କୋଟି ଯୁବକ ଉପକୃତ ହେବେ। ଏହି କାର୍ଯ୍ୟକ୍ରମରେ ଇଣ୍ଟରନେଟ୍ ମାନଙ୍କୁ ମାସିକ ୫୦୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।…
ରେଳବାଇରେ ଚାକିରି ସୁଯୋଗ
ଆରଆରବି ଏକ ବିଜ୍ଞପ୍ତି ଜାରି କରିଛି ଯେ, ଟେକ୍ନିସିଆନ ପଦବୀ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ୨ ଅକ୍ଟୋବର ୨୦୨୪ ରେ ପୁନଃ ଆରମ୍ଭ ହେବ ।ସରକାରୀ ବିଜ୍ଞପ୍ତି ଅନୁଯାୟୀ ପଞ୍ଜୀକରଣ ପ୍ରକ୍ରିୟା ଚଳିତ ବର୍ଷ ଅକ୍ଟୋବର ୧୬ ରେ ବନ୍ଦ ହେବ । ଆରଆରବି ନିକଟରେ ଘୋଷଣା କରିଥିଲା ଯେ, ଟେକ୍ନିସିଆନ…
ନାବାର୍ଡ ପକ୍ଷରୁ ବାହାରିଲା ଚାକିରି
ନ୍ୟାସନାଲ ବ୍ୟାଙ୍କ ଫର ଏଗ୍ରିକଲଚରାଲ ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ) ପକ୍ଷରୁ ଏକ ଭଲ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ୍-ସି ଅଫିସ୍ ଆଟେଣ୍ଡାଣ୍ଟ ପଦବୀ ପାଇଁ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ 108 ଟି ପଦବୀ ପୂରଣ ହେବ । ଇଚ୍ଛୁକ ଏବଂ ଯୋଗ୍ୟ…