Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Lifestyle
All lifestyle-related news will be uploaded here
ଚା’ ପିଉଛନ୍ତି କି?
କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ…
ହାଇ ହିଲ୍ସ ପିନ୍ଧୁଛନ୍ତି କି ?ହୋଇଯାନ୍ତୁ ସାବଧାନ !
ନିଜକୁ ସାଧାରଣ ଲୋକଙ୍କଠାରୁ ଅଲଗା ବୋଲି ଦେଖାଇହେବା ପାଇଁ ଲୋକେ ଏହାକୁ ଆପଣେଇ ଥାଆନ୍ତି, ବିଶେଷକରି ବେଶଭୂଷାରେ। ଚଳଚ୍ଚିତ୍ରଗୁଡ଼ିକରେ ଅଭିନୟ କରୁଥିବା ଯୁବକ-ଯୁବତୀମାନେ ଏଥିରେ ସବୁଠାରୁ ଆଗୁଆ। ମୁଖ୍ୟତଃ ସେମାନେ ହିଁ ହେଲେ ନୂଆ ଫେଶନର ପ୍ରବର୍ତ୍ତକ। ଆମେ ତାଙ୍କୁ ‘ସେଲିବ୍ରିଟି’ ବୋଲି…
ଓଠ କଳା ପଡୁଥିଲେ, ଆପଣାନ୍ତୁ ଏହି ଉପାୟ
କଳା ଓଠ ମୁହଁର ସୌନ୍ଦର୍ଯ୍ୟ ହ୍ରାସ କରିଥାଏ। ଏହାକୁ ଲୁଚାଇବା ଲାଗି ଅନେକେ ଲିପ୍ଷ୍ଟିକ୍ ଲଗାଇଥାନ୍ତି। ହେଲେ କେତେକ ଘରୋଇ ଉପାୟରେ ଆପଣ ଚାହିଁଲେ ଓଠକୁ ଗୋଲାପି କରିପାରିବେ। ଜାଣିରଖନ୍ତୁ ଟିପ୍ସ…
ଲେମ୍ବୁରସ ଏବଂ ମହୁ ପ୍ୟାକ୍ ଓଠର କଳାରଙ୍ଗ ଦୂରକରି ଗୋଲାପି କରିବାରେ ବେଶ୍ ସାହାଯ୍ୟ…
ମୟୂରପୁଚ୍ଛ ବଦଳାଇଦେବ ଆପଣଙ୍କ ଭାଗ୍ୟ
ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ମୟୂରପୁଚ୍ଛକୁ ସୌଭାଗ୍ୟର ପ୍ରତୀକ ବୋଲି କୁହାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ-ପୂର୍ବ ଦିଗରେ ମୟୂରପୁଚ୍ଛ ରଖିଲେ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ ହୋଇଥାଏ। ଆଉ ଯଦି ଘରେ ରାହୁ ଦୋଷ ଥାଏ, ତେବେ ୮ଟି ମୟୂରପୁଚ୍ଛକୁ ଘରର ଉତ୍ତର-ପୂର୍ବ ଦିଗରେ ଥିବା…
ମଦ୍ୟପାନ ଆମ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରେ
ମଦ୍ୟପାନ ଆମ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରିଦେବା ସହ ହୃଦ୍ଘାତ ଓ କର୍କଟ ପରି ସଂଖ୍ୟାଧିକ ରୋଗର କାରଣ ସାଜିଥାଏ। ତେବେ ଜଣେ ମଦ୍ୟପକୁ ସେଥିରୁ ହଠାତ୍ ବିରତ କରାଇବା ଦ୍ବାରା ବେଳେବେଳେ ତାକୁ ନିଶ୍ଚଳ ହେଲା ପରି ଅନୁଭବ ଆଣିବା ସହ ଏପରିକି ମୃତ୍ୟୁମୁଖରେ ମଧ୍ୟ ପକାଇଥାଏ। ତେଣୁ…
ଚାକିରି ଚାଲିଯାଇଥିଲେ ନିଅନ୍ତୁନି ଟେନସନ
ଚାକିରି ପାଇବା ଯେତିକି ଖୁସି ଆଣିଥାଏ, ଚାକିରି ହରେଇବା ତା’ ଠାରୁ ଅଧିକ ଦୁଃଖ ଦେଇଥାଏ। ଚାକିରି ହରାଇଥିବା ବ୍ୟକ୍ତିଙ୍କୁ ଘରେ ଗୋଟିଏ ମାସ କିମ୍ବା ବେଳେବେଳେ ଏପରିକି ଅନେକ ମାସ ରହିବାକୁ ପଡିଥାଏ। ବେଳେବେଳେ ପରିସ୍ଥିତି ଏତେ ଖରାପ ହୋଇଯାଏ ଯେ ଏହା ଜଣେ ବ୍ୟକ୍ତିଙ୍କୁ ନିରାଶ ଏବଂ ଆର୍ଥିକ…
କଲରାର ଉପକାରିତା
କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ ଅନେକ ଜାଣନ୍ତି। ଏହାକୁ ନିୟମିତ ଖାଇଲେ ରକ୍ତରେ ସୁଗାର ପରିମାଣ ଅନେକାଂଶରେ ସନ୍ତୁଳିତ ରହିଥାଏ। କେବଳ ସେତିକି ନୁହେଁ, ଏଥିରେ ଆହୁରି ଅନେକ ଭଲ…
ଖାଆନ୍ତୁ ଗଜା ମୁଗ
ଯଦି ଆପଣ ମୁଗ ଡାଲିକୁ ଭିଜାଇ ସକାଳୁ ସକାଳୁ ଖାଲି ପେଟରେ ଖାଆନ୍ତି ତେବେ ଏଥିରେ କେବଳ ଓଜନ କମିବନି ବରଂ ଅନେକ ରୋଗ ଦୂର ହେବ। ସକାଳ ସମୟରେ ପ୍ରତିଦିନ ଗୋଟିଏ ଗିନା ଏହାର ସେବନ କରିବା ଦ୍ୱାରା ଆପଣଙ୍କ ଶରୀର ନିରୋଗ ରହିବ। ଆସନ୍ତୁ ଜାଣିବା ଭିଜାଯାଇଥିବା ମୁଗ ଡାଲିର ସେବନ କରିବାରେ ଆପଣଙ୍କୁ…
ସେଲ୍ଫ କନଫିଡେନ୍ସ କିପରି ବଢେଇବେ
ଅନେକ ବ୍ୟକ୍ତିଙ୍କ ପାଇଁ ଖୁସି ରହିବାର ସିକ୍ରେଟ୍ ହେଉଛି ଆତ୍ମବିଶ୍ୱାସ । ଆତ୍ମବିଶ୍ୱାସର ଅଭାବ ଦ୍ୱାରା ବ୍ୟକ୍ତି ନିଜକୁ ଅନ୍ୟଠାରୁ ଦୁର୍ବଳ ଭାବିଥାଏ । ମନରେ ଅନେକ ନକାରାତ୍ମକ ଚିନ୍ତାଧାରା ଆଣିଥାଏ । ଏହା ସେମାନଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ପ୍ରଭାବିତ କରିଥାଏ । ତେଣୁ ନିଜ…
ଡିନର କରିବାର ଠିକ୍ ସମୟ କେତେବେଳେ, ଯାହାଦ୍ଵାରା ନିୟନ୍ତ୍ରଣ ରହିବ ଓଜନ
ଆପଣମାେନ ତ ଜାଣଇଥିେବ ଯେ ସକାଳର ବ୍ରେକଫାଷ୍ଟ ହେଉ କିମ୍ବା ରାତିର ଡିନର ହେଉ କରିବାର ଏକ ସଠିକ୍ ସମୟ ରହିଥାଏ । ଯାହା ଫଳରେ ଆପଣ ଫିଟ ରହିଥାନ୍ତି ଏବଂ କୌଣସି ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟା ହୋଇନଥାଏ । ବିଶେଷକରି ଲୋକମାନେ ଡିନର ବହୁତ ବିଳମ୍ବ କରନ୍ତି । ବହୁତ କମ୍ ଲୋକ ଅଛନ୍ତି ଯେଉଁମାନେ…