Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Lifestyle
All lifestyle-related news will be uploaded here
ପତଳା ଏବଂ ଷ୍ଟାଇଲିସ୍ ଦେଖାଯିବା ପାଇଁ ସବୁବେଳେ ଛୋଟ ପ୍ରିଣ୍ଟ ଥିବା ପୋଷାକ ପିନ୍ଧନ୍ତୁ
ଯେତେବେଳେ ବି ପୋଷାକ କଥା ଉଠେ ତାହାର ରଙ୍ଗ ଏବଂ ଶୈଳୀ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ପ୍ରାୟତଃ ଦେଖାଯାଏ ଏପରି କିଛି ରଙ୍ଗ ଅଛି ସେହି ରଙ୍ଗରର ପୋଷାକ ପିନ୍ଧିବା ଦ୍ବାରା ସେ ମହିଳା ହୁଅନ୍ତୁ ଅବା ପୁରୁଷ ଫିଟ ଏବଂ ସ୍ମାର୍ଟ ଦେଖାଯାଇଥାଆନ୍ତି।
ପୋଷାକ ରଙ୍ଗ କେବଳ ଆପଣଙ୍କୁ…
କେତେ ସମୟ ଫୋନ ଦେଖିବେ, ଶୋଇବା ପୂର୍ବରୁ ଫୋନ୍ ବ୍ୟବହାର କରୁଛନ୍ତି କି?
ଆପଣ ଯଦି ଶୋଇବା ପୂର୍ବରୁ ଫୋନ ବ୍ୟବହାର କରୁଛନ୍ତି ତେବେ ଏହି ଖବରକୁ ପଢ଼ନ୍ତୁ । ଆପଣଙ୍କ ପାଇଁ କେତେ ବିପଦ ଜାଣନ୍ତୁ । କଣ କରିବେ କଣ କରିବେ ନାହିଁ ଆପଣଙ୍କ ପରିବାର ଲୋକଙ୍କୁ ବୁଝାନ୍ତୁ । ଆପଣ ଜାଣନ୍ତି ଆଜିକାଲି ପାଗଳ କରୁଛି ସୋସିଆଲ ମିଡିଆ । ଆଜିକାଲିର ଯୁବପିଢ଼ିମାନଙ୍କ ପାଇଁ ସୋସିଆଲ…
ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ରସୁଣ ଓ ତେନ୍ତୁଳିରେ ତିଆରି ରସମ
ଆଜିକାଲି ସମୟରେ ପ୍ରତିଦିନ ନୂଆ ରୋଗ ବାହାରୁଥିବାରୁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି ଲୋକେ। ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହିତ ସୁଖାଦ୍ୟ ଖାଇବା ହେଉଛି ଅନ୍ୟତମ ଉପାୟ, ଯାହା ଫଳରେ ନିଜକୁ ନିରୋଗ ରଖିହେବ। ଏହି ସମୟରେ ଆପଣ ରସୁଣ ଓ…
ଇନଷ୍ଟାଗ୍ରାମ ରିଲ୍ସ, ଟିକଟକ କିମ୍ବା ୟୁଟ୍ୟୁବ ସର୍ଟସ ସ୍କ୍ରୋଲିଂ କରିବା ମଦ ପିଇବା ସହ ସମାନ
ଇନଷ୍ଟାଗ୍ରାମ ରିଲ୍ସ, ଟିକଟକ କିମ୍ବା ୟୁଟ୍ୟୁବ ସର୍ଟସ ସ୍କ୍ରୋଲିଂ ସମୟ କାଟିବାର ଏକ ସାଧାରଣ ମନେହୁଏ, କିନ୍ତୁ ନ୍ୟୁରୋସାଇନ୍ଟିଷ୍ଟମାନେ ଚେତାବନୀ ଦେଇଛନ୍ତି ଯେ ଏହା ମସ୍ତିଷ୍କ ଉପରେ ମଦ ପିଇବା ସଦୃଶ କ୍ଷତିକାରକ ପ୍ରଭାବ ପକାଇପାରେ।
ନ୍ୟୁରୋଇମେଜ ଜର୍ଣ୍ଣାଲରେ ପ୍ରକାଶିତ ଏକ ଅଧ୍ୟୟନରେ…
କଲରା ପତ୍ର ବି ଗୁଣକାରୀ
ଆମେ କଲରା ଖାଇଲେ କୃମି ନଷ୍ଟ ହୋଇଥାଏ ବୋଲି ସାଧାରଣରେ ଏକ ଧାରଣା ରହିଛି। ଏହା କ୍ଷୁଧା ଓ ପାଚନ ଶକ୍ତିକୁ ବୃଦ୍ଧି କରିଥାଏ। ତେବେ ଜାଣନ୍ତି କି କଲରା ପତ୍ର ବି ଗୁଣକାରୀ। ଏଥିରେ ଭିଟାମିନ୍ ଏ ଥାଏ ଓ ହାଇପୋଗ୍ଲାଇସେମିକ୍ର ଗୁଣ ଥାଏ, ଯାହା ରକ୍ତ ସୁଗାର ସ୍ତର ନିୟନ୍ତ୍ରଣ କରିବାରେ ସହାୟକ…
ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା
ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା । ପ୍ରତିବର୍ଷ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ, ଯୁବପିଢି଼ ଏବେ ଏହାର କବଳରେ । ଏବେ ଖୋଲାମେଲାରେ AIDS ରୋଗୀମାନେ ବୁଲୁଥିବାରୁ, ଏହି ରୋଗ କାହାକୁ କେତେବେଳେ ବ୍ୟାପିବ, ତାର ଠିକଣା ନାହିଁ ।ରାଜ୍ୟରେ ପୁରୁଷଙ୍କ ସହ…
ବନ୍ଧୁ ପାଇଁ ଦିନି ଟିଏ
ଆଜି ଫ୍ରେଣ୍ଡସିପ୍ ଡେ । ବନ୍ଧୁ ପାଇଁ ଦିନି ଟିଏ । ବନ୍ଧୁତ୍ୱର ବନ୍ଧନ କେଉଁ କାଳରୁ ଚାଲିଆସିଛି, ତାହା କହିହେବନି । ରାଜଧାନୀର ବିଭିନ୍ନ ଜାଗାରେ ଆଜି ଫ୍ରେଣ୍ଡସିପ୍ ଡେ ପାଳନ ଆଜି ଫ୍ରେଣ୍ଡସିପ୍ ଡେ ହେଉଛି । ଫ୍ରେଣ୍ଡସିପ୍ ଡେରେ ନିଜ ବନ୍ଧୁଙ୍କୁ ଉପହାର ଦେଇ ଶୁଭେଚ୍ଛା ଜଣାଇବା ଲାଗି…
ଅମୃତଭଣ୍ଡା ମଞ୍ଜି ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଉପକାରୀ
ଫଳ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ହୋଇଥାଏ। ଆପଣ ଜାଣନ୍ତି ଅମୃତଭଣ୍ଡା ସ୍ବାସ୍ଥ୍ୟା ପାଇଁ ଅମୃତ ସମାନ ହେବା ସହିତ ଏହା ମଞ୍ଜି ବି ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଉପକାରିତା। ଯାହାକୁ ଲୋକମାନେ ସାଧାରଣତଃ ଅଦରକାରୀ ଭାବି ଫିଙ୍ଗି ଦେଇଥାଆନ୍ତି।
ବୃକକ: ବୃକକ୍ ସମ୍ବନ୍ଧୀୟ…
ଖରାଦିନେ କେଉଁ ପାନୀୟ ପିଇଲେ ଶରୀରକୁ ଉତ୍ତମ ପୋଷଣ ମିଳିବ
ଖରାଦିନେ ବାହାରୁ ଟିକେ ବୁଲିଆସିଲେ ଶୋଷ ମେଣ୍ଟାଇବାକୁ ଅନେକେ କୋଲ୍ଡ ଡ୍ରିଙ୍କ୍ସ ଅଥବା ସୋଢା ପିଇବାକୁ ଭଲ ପାଇଥାନ୍ତି। ହେଲେ ଏହା ଶରୀର ପାଇଁ ଆଦୌ ହିତକର ହୋଇ ନଥାଏ। ଖରାଦିନେ ପଇଡ଼ ପାଣି, ଲେମ୍ବୁ ପାଣି, ଦହି ସରବତ, ଫ୍ରୁଟ୍ ଜୁସ୍, ପିଇଲେ ଶୋଷ ମେଣ୍ଟିବା ସହ ଶରୀରକୁ ଉତ୍ତମ ପୋଷଣ…
ଆପଣଙ୍କ ଘରେ ଲାଗିଥିବା ଏସି ଥଣ୍ଡା ପ୍ରଦାନ କରୁନାହିଁ, ତା’ହେଲେ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ , ଆପଣ ଏହି…
ଏବେ ଗରମ ଲହରୀ ଅନୁଭୂତ ହେଲାଣି । ବୃଦ୍ଧି ପାଉଥିବା ତାପମାତ୍ରା ଯୋଗୁଁ ଲୋକମାନେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଏବେ ଲୋକଙ୍କ ଘରେ ଏସି ବ୍ୟବହାର ହେଉଛି। ଏସି ବିନା ଘରେ ରହିବା ବହୁତ କଷ୍ଟକର ହୋଇପଡୁଛି। ଲୋକମାନେ ନିଜ ନିଜ ଆବଶ୍ୟକତା ଅନୁସାରେ ଘରେ ଏସି ଲଗାଉଛନ୍ତି। ଅନେକ ଲୋକଙ୍କ ଘରେ…