Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Lifestyle
All lifestyle-related news will be uploaded here
ଝାଡାବାନ୍ତି ହେଉଥିଲେ
ବର୍ଷାଦିନେ ଥଣ୍ଡା, କାଶ, ଜ୍ୱର, ମ୍ୟାଲେରିଆ, ଡେଙ୍ଗୁ ଆଦି ସ୍ବାସ୍ଥ୍ୟ ସମସ୍ୟା ଅଧିକ ପରିମାଣରେ ଦେଖିବାକୁ ମିଳିଥାଏ। ଏହି ଋତୁରେ ଅନ୍ୟ ଏକ ସମସ୍ୟା ହେଉଛି ଝାଡ଼ାବାନ୍ତି। ଦୂଷିତ ପାଣି ଏହାର ମୁଖ୍ୟ କାରଣ। ତେଣୁ ବର୍ଷା ଦିନେ ପାଣିକୁ ଭଲ ଭାବରେ ଫୁଟାଇ ତାହାକୁ ଥଣ୍ଡା କରି ପିଇବା ଦରକାର।…
ଟମାଟୋ ଖାଉଥିଲେ ଜାଣି ରଖନ୍ତୁ
ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଟମାଟୋକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ।
-ଟମାଟୋରେ କ୍ୟାଲ୍ସିୟମ ଓ ଫସ୍ଫରସ୍ ରହିଥାଏ। ଏହା ହାଡ଼କୁ ମଜଭୂତ କରିଥାଏ।
-ଟମାଟୋରେ ଭିଟାମିନ୍ ଏ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଆଖିର ଦୃଷ୍ଟିଶକ୍ତି…
ଅମୃତଭଣ୍ଡା ପତ୍ରରେ କି କି ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି ଏବଂ ଏହାକୁ କିପରି ସେବନ କରିବେ, ଜାଣନ୍ତୁ.
ଅମୃତଭଣ୍ଡାର ନାଁ ଯେପରି, ଏ ଫଳଟି ମଧ୍ୟ ସେପରି। କଞ୍ଚା ହେଉ କି ପାଚିଲା ଅମୃତଭଣ୍ଡା, ସବୁଥିରେ ଭରି ରହିଛି ସ୍ୱାସ୍ଥ୍ୟ ଉପକାରୀ ଗୁଣ। ଅମୃତଭଣ୍ଡାର ଉପକାରିତା ବିଷୟରେ ପ୍ରାୟ ଅଧିକାଂଶ ଲୋକ ଜାଣିଥିବେ ନିଶ୍ଚୟ, ହେଲେ ଏହାର ପତ୍ରର ଉପକାରୀ ଗୁଣ ବାବଦରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଏଥିରେ…
ଜବ୍ ସହିତ କ୍ୟାରିୟର୍
ଭଲ ଜବ୍ କରିବା ପରେ ବି ସନ୍ତୁଷ୍ଟ ନ ଥାନ୍ତି ଅନେକେ। ଜବ୍ ସହିତ ସେମାନେ ପୁଣି ଅଧିକ ପାଠ ପଢ଼ି ନିଜକୁ ବିଭିନ୍ନ ପରୀକ୍ଷା ନିମନ୍ତେ ପ୍ରସ୍ତୁତ କରୁଥାନ୍ତି। କାହିଁକିନା ସେମାନେ ନିଜ ସ୍ବପ୍ନର କ୍ୟାରିୟର ଗଢ଼ି ନ ଥାନ୍ତି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଅହରହ ଚେଷ୍ଟା ଚଳାଇଥାନ୍ତି।…
ଏଣିକି ସମାନ ମୂଲ୍ୟରେ କ୍ରୟ କରିବେ ସୁନା
ଦେଶର ପ୍ରତି ରାଜ୍ୟରେ ସୁନା ଦର ଭିନ୍ନ ଥାଏ। ରାଜ୍ୟର ଟିକସ ବ୍ୟତିତ ଅନେକ ଜିନିଷ ସୁନା ମୂଲ୍ୟରେ ସାମିଲ ଥାଏ। ହେଲେ ଏବେ ଦେଶରେ ଏକ ସମାନ ଦର ଲାଗୁ ହୋଇପାରେ। ଏହି ନୀତି ଲାଗୁ ହେବା ପରେ ପୁରା ଦେଶରେ ସୁନା ଦର ଏକସମାନ ହୋଇଯିବ। ଅର୍ଥାତ ତୁମେ ସୁନା ଦିଲ୍ଲୀରେ କିଣ ନଚେତ ଡେରାଡୁନରେ କିଣ,…
ଦଲିଆ ଖାଆନ୍ତୁ, ହୃତ୍ପିଣ୍ଡକୁ ସୁସ୍ଥ ରଖନ୍ତୁୁ
ଦିିନର ଆରମ୍ଭ ଯଦି ଗୋଟିଏ ଗିନା ଦଲିଆରୁ ଆରମ୍ଭ ହୁଏ, ତେବେ ହୃତ୍ପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ରହିଥାଏ। ବ୍ରିଟେନ୍ ସ୍ଥିତ ନ୍ୟୁ କ୍ୟାସଲ୍ ୟୁନିଭର୍ସିଟିରେ ହୋଇଥିବା ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷକମାନେ ମାନବ ସ୍ବାସ୍ଥ୍ୟ ଉପରେ ନିୟମିତ ଖାଦ୍ୟର ସକାରାମତ୍କ ପ୍ରଭାବ ଆକଳନ କରିବାକୁ ଯାଇ…
ପିଲାଙ୍କୁ ଚା’ ଓ କଫି ପିଇବାରୁ ବାରଣ କରନ୍ତୁ?
ବେଶ ବିଦେଶୀ ରେ ସମସ୍ତ ଲୋକଙ୍କ ଚା’ ପ୍ରତି ରହିଛି ଦୁର୍ବଳତା।ବୟସ ବଢ଼ିବା ରେ ଲୋକ ଦିନ ରେ ଦୁଇ ରୁ ତିନି ଥର ଚା’ ପିଅନ୍ତି। ଏହା ଶରୀର ପାଇଁ ଉଚିତ ନୁହେଁ ଏହା ଜାଣି ମଧ୍ୟ ଅନେକ ଲୋକ ପିଅନ୍ତି।ଆମେ ଅନେକ ସମୟରେ ଦେଖିଛେ ଛୋଟ ଛୋଟ ପିଲା ମାନେ ବୟସ୍କଙ୍କ ଭଳି ଦିନ ରେ ଦୁଇ ରୁ ତିନି ଥର ଚା’…
ପ୍ରତ୍ୟେକ ଦିନ ୫୦ ଶିଢି ଚଢିବା ଦ୍ୱାରା ହୃଦୟ ଜନିତ ରୋଗ ହେବାର ସମ୍ଭାବନା କମ୍
ଶାରିରୀକ ରୂପରେ ସକ୍ରିୟ ରହିବା ପାଇଁ ସୁସ୍ଥ ରହିବା ନିତାନ୍ତ ଜରୁରୀ । ଏଥିରେ କେବଳ ବ୍ୟାୟାମ, ଯୋଗ ସାମିଲ ନୁହେଁ ବରଂ ଦୈନନ୍ଦିନ ଜୀବନରେ କରୁଥିବା ଛୋଟ ଛୋଟ କାର୍ଯ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ସେଭଳି ଅଭ୍ୟାସ ମଧ୍ୟରୁ ଗୋଟିଏ ହେଉଛି ଶିଢି ଚଢିବା ।
ଆଜ୍ଞା ହଁ…
ଡେଙ୍ଗୁ ସମସ୍ତଙ୍କ ପାଇଁ ବିପଜ୍ଜନକ
ଗତ କିଛି ଦଶନ୍ଧି ମଧ୍ୟରେ ମୌସୁମୀ ଋତୁରେ ଡେଙ୍ଗୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଡେଙ୍ଗୁ ସମସ୍ତଙ୍କ ପାଇଁ ବିପଜ୍ଜନକ ହୋଇଥିଲେ ମଧ୍ୟ ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ଏହାର ଆଶଙ୍କା ଅଧିକ ରହିଥାଏ। ଗର୍ଭାବସ୍ଥାରେ ଡେଙ୍ଗୁ ସଂକ୍ରମଣ ମା’ ଓ ଗର୍ଭସ୍ଥ ଶିଶୁର ସ୍ୱାସ୍ଥ୍ୟ ପ୍ରତି ଅନେକ…