Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Lifestyle
All lifestyle-related news will be uploaded here
ଓଠ କଳା ପଡୁଥିଲେ
କଳା ଓଠ ମୁହଁର ସୌନ୍ଦର୍ଯ୍ୟ ହ୍ରାସ କରିଥାଏ। ଏହାକୁ ଲୁଚାଇବା ଲାଗି ଅନେକେ ଲିପ୍ଷ୍ଟିକ୍ ଲଗାଇଥାନ୍ତି। ହେଲେ କେତେକ ଘରୋଇ ଉପାୟରେ ଆପଣ ଚାହିଁଲେ ଓଠକୁ ଗୋଲାପି କରିପାରିବେ। ଜାଣିରଖନ୍ତୁ ଟିପ୍ସ…ଲେମ୍ବୁରସ ଏବଂ ମହୁ ପ୍ୟାକ୍ ଓଠର କଳାରଙ୍ଗ ଦୂରକରି ଗୋଲାପି କରିବାରେ ବେଶ୍ ସାହାଯ୍ୟ…
ତରଭୁଜ ମଞ୍ଜିର ଉପକାରିତା
ଗ୍ରୀଷ୍ମ ଋତୁରେ ତରଭୁଜର ଚାହିଦା ବଢିଥାଏ। ଏହି ଗରମ ଋତୁରେ ତରଭୁଜ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ତରଭୁଜ ଖାଇଲେ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଏଥିରେ ଅନେକ ପ୍ରକାରର ପୋଷକ ତତ୍ତ୍ୱ ମିଳିଥାଏ, ଯାହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଅଟେ। ଗ୍ରୀଷ୍ମ ଋତୁରେ ତରଭୁଜର ବ୍ୟବହାର ବଢିଥାଏ।…
ସତ ଏବଂ ମିଛ ବନ୍ଧୁଙ୍କୁ କିପରି ଚିହ୍ନିବେ ?
ଦୁନିଆରେ ପ୍ରକୃତ ବନ୍ଧୁଟିଏ ପାଇବା କଷ୍ଟକର। ଜଣେ ପ୍ରକୃତ ବନ୍ଧୁ ହେଉଛି ଯିଏ କେବଳ ସୁଖରେ ନୁହେଁ ବରଂ ଦୁଃଖରେ ପାଖରେ ଠିଆହୁଏ। ପ୍ରକୃତ ବନ୍ଧୁ କେବେ ଦେଖେଇ ହୁଏ ନାହିଁ କି ବାହାନା କରେ ନାହିଁ। ସେ ବାହାରୁ ଗୋଟିଏ ଆଉ ଭିତରେ ଅନ୍ୟ କିଛି ହୁଏ ନାହିଁ। ପ୍ରାୟ ଲୋକ ସତ ଏବଂ ମିଛ ବନ୍ଧୁମାନଙ୍କ…
ରକ୍ତଚାପ କ’ଣ ?
ସାଧାରଣ ଭାବରେ କହିଲେ ରକ୍ତ ସ୍ରୋତ ଦ୍ୱାରା ଧମନୀଗୁଡ଼ିକର ପାଚେରି ଉପରେ ପଡୁଥିବା ଚାପକୁ ‘ରକ୍ତଚାପ’ କହନ୍ତି। ଡାକ୍ତରୀ ଭାଷାରେ କହନ୍ତି ‘ବ୍ଲଡପ୍ରେସର’, ସଂକ୍ଷେପରେ ବି.ପି.। ହୃତ୍ପିଣ୍ଡ ସଙ୍କୁଚିତ ହେଲେ ତା’ ଭିତର ରକ୍ତ ଧମନୀ ଭିତରକୁ ପିଚ୍କି ଯାଏ। ହୃତ୍ପିଣ୍ଡ ସଙ୍କୁଚିତ ହୋଇ ରକ୍ତ…
ସଂଧ୍ୟାରେ ଜଳଖିଆ ଖାଉଛନ୍ତି କି?
ଲୋକେ ସକାଳ ଖାଦ୍ୟ ଖାଇ କାମକୁ ବାହାରିଯାଆନ୍ତି । ଦିନର ପ୍ରଥମ ୭ରୁ ୮ ଘଣ୍ଟା ପ୍ରଡକ୍ଟିଭ ହୋଇଥାଏ । ଅଫିସରେ ହେଉ କି ଘରେ ସଂଧ୍ୟା ସମୟରେ ଆମେ ସାଧାରଣତଃ ଜଳଖିଆ ଖାଇଥାଉ ।ଯଦି ସଂଧ୍ୟା ଜଳଖିଆରେ ଆମେ ଗରମ ସିଙ୍ଗଡା ବା କୁରକୁରୀ, ଚାହା ସହ ଖାଇବାକୁ ପସନ୍ଦ କରୁ । ତେବେ ସଂଧ୍ୟା ୪-୬ଟା ସମୟରେ…
ସୁନସୁନିଆ ଶାଗ
ଶାଗ ଖାଇବାରେ ଶରୀରକୁ ଅନେକ ପ୍ରକାର ଲାଭ ଯୋଗାଇଥାଏ । ଆଜି ଏପରି ଶାଗ ବିଷୟରେ କହିବାକୁ ଯାଉଛୁ ଯାହା ଖାଇବା ଦ୍ୱାରା ଦୁର୍ବଳ ହୋଇ ପଡିଥିବା ସ୍ନାୟୁଗୁଡିକ ପୁଣି ସଠିକ କାମ କରିବା ଆରମ୍ଭ କରିଥାଏ । ଏହା ହେଉଛି ସୁନସୁନିଆ ଶାଗ । ତେବେ ଆସନ୍ତୁ ଏହି ଶାଗ ସମ୍ପର୍କରେ କିଛି ଜାଣିବା .... …
ହେଡଫୋନର ବ୍ୟବହାର ଦ୍ୱାରା କ୍ୟାନସର ଶିକାର ହୋଇପାରନ୍ତି !
ମୋବାଇଲ ବିନା ଯେପରି ଆମର ଜୀବନ ଆଉ କଳ୍ପନା କରିବା ସମ୍ଭବ ନୁହେଁ । ମୋବାଇଲ ସାଙ୍ଗକୁ ରହିଛି ଏହାର ହେଡଫୋନ । ଯାହାକୁ ଦେଖନ୍ତୁ କାନରେ ହେଡଫୋନ ନହେଲେ ଇୟରଫୋନ । କାନରେ ହେଡଫୋନ କିମ୍ବା ଇୟରଫୋନ ଲଗାଇବା ସତେ ଯେମିତି ଏକ ଫ୍ୟାସନ ହୋଇଗଲାଣି । ଅଧିକାଂଶ ସମୟ କାନରେ ଏହାକୁ ଲଗାଇ ଗୀତ ଶୁଣିବା…
କୋଲେଷ୍ଟରଲ କମାଏ ଅଁଳାରସ
ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ସେବନ କଲେ ବଦହଜମି,…
ଖରାଦିନେ କେମିତି ଦେଖାଯିବେ ଷ୍ଟାଇଲ
ଖରାଦିନରେ ଆପଣଙ୍କ ସ୍କିନ୍ର ଦେଖାଶୁଣା ବହୁତ ଆବଶ୍ୟକ। ତା’ ସହ ଏହିଦିନରେ ଆପଣ କେଉଁ ପ୍ରକାର କପଡ଼ା ପିନ୍ଧୁଛନ୍ତି ଏହାଦ୍ୱାରା ବି ଆପଣଙ୍କ ତ୍ୱଚା ଉପରେ ଏହାର ପ୍ରଭାବ ପଡ଼ିଥାଏ। ଫ୍ୟାଶନ କଥା ପଡ଼ିଲେ କେତେକ ମହିଳା ଡିସିସନ୍ ନେବାକୁ ସମସ୍ୟାରେ ପଡ଼ିଯାଇଥାନ୍ତି। ସେମାନେ କେଉଁ ଫ୍ୟାଶନ…
କପେ କଫି ଆଣେ ଫୂର୍ତ୍ତି
କଫିର ଇତିହାସ ବହୁ ପୁରୁଣା। ପ୍ରଥମେ ୧୬୫୧ ମସିହାରେ ବ୍ରିଟେନ୍ରେ ପ୍ରଥମ କଫି ଦୋକାନ ଖୋଲିଥିଲା। ସେତେବେଳେ ପୁରୁଷମାନେ ଅଧିକ ସଂଖ୍ୟାରେ କଫି ପାନ କରୁଥିଲେ। ମାତ୍ର ସମୟକ୍ରମେ ଏହା ମହିଳାଙ୍କ ମଧ୍ୟରେ ବେଶ୍ ଆଦୃତି ଲାଭ କରିଥିଲା। ଏହା ସ୍ବାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ ପକାଇବା ସହିତ…