Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Lifestyle
All lifestyle-related news will be uploaded here
ଗତକାଲି ୪୫ ଡିଗ୍ରୀ ଉପରେ ରହିଥିଲା ରାଜ୍ୟର ୨ଟି ସହର
ଭୁବନେଶ୍ୱର: ଜଳୁଛି ପଶ୍ଚିମ ଓଡ଼ିଶା । ଚଳିତବର୍ଷ ପ୍ରଥମଥର ପାଇଁ ୪୫ ଡିଗ୍ରୀ ଡେଇଁଛି ତାପମାତ୍ରା । ଗତକାଲି ୪୫ ଡିଗ୍ରୀ ଉପରେ ରହିଥିଲା ରାଜ୍ୟର ୨ଟି ସହରର ତାପମାତ୍ରା । ଝାରସୁଗୁଡ଼ାରେ ସର୍ବାଧିକ ୪୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ସମ୍ବଲପୁରରେ ୪୫.୨ ଡିଗ୍ରୀ ତାତି ରେକର୍ଡ…
ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ, ସଂଧ୍ୟାରେ କାଳବୈଶାଖୀ
ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିପାରେ। ଏହି ସମୟରେ ବିଶେଷକରି ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ତାରିଖ…
ବୋରୱେଲରେ ଗଳିପଡିଥିବା ଶିଶୁକନ୍ୟା ମୃତ ଅବସ୍ଥାରେ ହେଲା ଉଦ୍ଧାର
ଶେଷରେ ବୋରଓ୍ବେଲରୁ ଉଦ୍ଧାର ହେଲା ଶିଶୁକନ୍ୟା । କିନ୍ତୁ ପ୍ରାଣ ନଥିଲା ଶିଶୁଟିର । ମଧ୍ୟପ୍ରଦେଶ ସିହୋର ଜିଲ୍ଲାରେ ବୋରୱେଲରେ ଗଳିପଡିଥିବା ଶିଶୁକନ୍ୟାକୁ ବହୁ କଷ୍ଟ ପରେ ଉଦ୍ଧାର କରାଯାଇଥିଲା । ୫୫ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମରେ ଉଦ୍ଧାରକାରୀ ଦଳ ୧୫୦ ଫୁଟ ଗାତରୁ ଶିଶୁକନ୍ୟାଟିକୁ…
କାଳବୈଶାଖୀ ବର୍ଷାର ପ୍ରଭାବ
ଭୁବନେଶ୍ୱର: ଟ୍ବିନ ସିଟିରେ କାଳବୈଶାଖୀ ବର୍ଷା। ଭୁବନେଶ୍ବର, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ । ବିଭିନ୍ନ ସ୍ଥାନରେ ପବନ ସହ ଖଣ୍ଡିଆ ଭୂତ ଦେଖାଯାଇଛି । ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ବର୍ଷା ପରେ…
ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି ବିପର୍ଯ୍ୟୟ
ମୁମ୍ବାଇ: ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି ବିପର୍ଯ୍ୟୟ । ଆଗାମୀ ତିନିଦିନ ଭିତରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମୁଦ୍ର ଭିତରେ ସ୍ଥଳଭାଗ ଆଡକୁ ବଢୁଛି ପ୍ରି-ମନସୁନ ବାତ୍ୟା । ପୂର୍ବ-ମଧ୍ୟ ଆରବସାଗରରେ ସୃଷ୍ଟ ବାତ୍ୟା…
କାଳବୈଶାଖୀ ବର୍ଷାକୁ ଡରିଲେ ବି କାଳ ଛାଡିଲାନି, ଯାଜପୁର ରୋଡ୍ ରେଳ ଷ୍ଟେସନରେ ଇଂଜିନ ନଥିବା ବଗିରେ ଗଲା ପ୍ରାଣ
ଯାଜପୁର: ଯାଜପୁର ରୋଡ୍ ରେଳ ଷ୍ଟେସନରେ ଟ୍ରେନରେ କଟି ୬ ଜଣଙ୍କ ମୃତ୍ୟୁ ହୋଇଛି । କାଳବୈଶାଖୀ ବର୍ଷାରୁ ରକ୍ଷା ପାଇବାକୁ ମାଲବାହୀ ଟ୍ରେନର ବଗିତଳକୁ ୮ଜଣ ଆଶ୍ରୟ ନେବାକୁ ଚାଲିଯାଇଥିଲେ । ଏହି ସମୟରେ ଟ୍ରେନଟି ଗଡ଼ିବାରୁ ଚକା ତଳେ ଚାପି ହୋଇ ୬ ଜଣ ରେଳ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ…
କାଳବୈଶାଖୀ ଯୋଗୁଁ ମୃତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମାଲକାନଗିରିରେ ୪ ଓ ଗଂଜାମ ଆର୍ଯ୍ୟପଲୀରେ ୨ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କରିଛନ୍ତି। ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ସୂଚନାଯୋଗ୍ୟ, କାଳବୈଶାଖୀ ଯୋଗୁ…
‘ରୋଗୀ ସହାୟତା କେନ୍ଦ୍ର’ ଅବଧି ଆଉ ବର୍ଷେ ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର: ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ ଅବଧିକୁ ଆଉ ବର୍ଷେ ବା ୨୦୨୩-୨୪ ପର୍ଯ୍ୟନ୍ତ ବଢାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ…
ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀର ପ୍ରଭାବ
ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦…