Browsing Category

Lifestyle

All lifestyle-related news will be uploaded here

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ…

ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀର ପ୍ରଭାବ

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦…

ବିରଳ ରୋଗରେ ପୀଡ଼ିତ ଲୋକମାନଙ୍କ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ବିରଳ ରୋଗରେ ପୀଡ଼ିତ ଲୋକମାନଙ୍କ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏଣିକି ସବୁ ବିରଳ ରୋଗ ପାଇଁ ବ୍ୟକ୍ତିଗତ ଚିକିତ୍ସା ଉଦ୍ଦେଶ୍ୟରେ ଆମଦାନି କରାଯାଉଥିବା ଔଷଧ ଓ ଖାଦ୍ୟ ସାମଗ୍ରୀ ଉପରେ ମୂଳ ସୀମା ଶୁଳ୍କକୁ ସମ୍ପୂର୍ଣ୍ଣ ଭାବେ ଛାଡ଼ କରାଯିବ। ଏ…

ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ। ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ସମ୍ଭାବନା ରହିଛି । ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଢେଙ୍କାନାଳ,…

ଆଜିଠୁ ଅନୁଭୂତ ହେବ ପଶ୍ଚିମା ଝଡ଼ର ପ୍ରଭାବ

ଆଜିଠୁ ବଦଳିବ ପାଗ । ଅନୁଭୂତ ହେବ ପଶ୍ଚିମା ଝଡ଼ର ପ୍ରଭାବ । ସାରା ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ଅଞ୍ଚଳରେ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ

ଭୁବନେଶ୍ୱର: ତାତି କମାଇଛି ପଶ୍ଚିମା ଝଡ଼ । ରାଜ୍ୟରେ ସ୍ବାଭାବିକଠୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି ତାପମାତ୍ରା । ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର,…

ବିଶ୍ୱ ଦହିବରା ଆଳୁଦମ ଦିବସ

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ…

ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବଢିବ ।…

ଶୌଚାଳୟରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ଏକ ଶୌଚାଳୟରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଲୋକେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଗାଡ଼କଣା ନିଉ ଆବାସ କଲୋନିର କେଳୁଚରଣ ପାର୍କ ସମ୍ମୁଖରେ ଥିବା ଏକ ଶୌଚାଳୟରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ। ଏହାପରେ ସେମାନେ…

ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି

ପୁରୀ: ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଯାଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି । ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା…