Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Browsing Category
Market
All market-related news and information will update here
ଚୀନ୍ ପାଇଁ ଖସୁଛି ସେୟାର ବଜାର
ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର…
ଶେୟାର ବଜାର ସୁନାମୀ
ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି…
ଟୋଲ ଟାକ୍ସ ବୃଦ୍ଧି
ପହିଲାରୁ ଗାଡ଼ି ଚାଳକ ମାନଙ୍କୁ ଲାଗିବ ଶକ୍ତ ଝଟକା । ଯାତାୟତ ପାଇଁ ବୃଦ୍ଧି ପାଇବ ଟୋଲ ଟାକ୍ସ । ଏଣିକି ଏକ୍ସପ୍ରେସ-ୱେରେ ଯିବା ଆସିବା ହୋଇଯିବ ଆହୁରି ମହଙ୍ଗା । ଆସନ୍ତାକାଲି ବର୍ଷର ଦଶମ ମାସ ଆରମ୍ଭ ହେବାକୁ ଯାଉଛି । ନୂଆ ମାସ ସହିତ ଟୋଲ ଟାକ୍ସର ନୂଆ ମୂଲ୍ୟ ମଧ୍ୟ ଆରମ୍ଭ ହେବ । ଟୋଲ ଟାକ୍ସ…
ଖସିଲା ଶେୟାର ବଜାର
ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୬୪ (୨୬୪.୨୭) ପଏଣ୍ଟ କମି ୮୫,୫୭୨ (୮୫,୫୭୧.୮୫) ଅଙ୍କରେ କାରବାର ବନ୍ଦ କରିଥିଲା।…
ଶସ୍ତା ହେଲା ଅନଲାଇନ୍ ସପିଙ୍ଗ
ଆଜିଠାରୁ ଇ-କମର୍ସ ପ୍ଲାଟଫର୍ମ Amazon ତରଫରୁ Amazon Great Indian Festival Sales ଏବଂ Flipkart ତରଫରୁ Flipkart Big Billion Days Sale ଆରମ୍ଭ ହୋଇଛି । ତେବେ ଆମାଜନ୍ ଏହି ଅଫର୍ ନିଜର Prime Members ମାନଙ୍କ ପାଇଁ ଉପଲବ୍ଧ କରାଇଥିବା ବେଳେ ଫ୍ଲିପକାର୍ଟ ନିଜ ପ୍ଲାଟଫର୍ମର…
ଶେୟାର ବଜାର କାରବାର
ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାର ବୁଧବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି।ଉଲ୍ଲେଖଯୋଗ୍ୟ, ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ…
ଷ୍ଟକ୍ ବଜାରରେ ଅଧିକ ରୋଜଗାର
ଷ୍ଟକ୍ ବଜାର ଜରିଆରେ ଆୟ କରିବା ନେଇ ସଚେତନତା ବଢ଼ିବା ଓ ଲୋକମାନଙ୍କ ସ୍ମାର୍ଟଫୋନ୍ରେ ସହଜରେ ସେହି ସୁବିଧା ମିଳିବା ପରେ ବହୁ ଲୋକ ଟ୍ରେଡିଂରେ ଭାଗ ନେଉଛନ୍ତି। ଅଳ୍ପ ସମୟ ଭିତରେ ଅଧିକ ରୋଜଗାର କରିବା ଲୋଭରେ ରାଜ୍ୟର ହଜାର ହଜାର ଲୋକ ଫ୍ୟୁଚର୍ ଆଣ୍ଡ୍ ଅପ୍ସନ୍ସ (ଏଫ୍ ଆଣ୍ଡ୍…
ପିଆଜ ଦରରେ ନିଆଁ
ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ ପହଞ୍ଚିଥିବାବେଳେ, କଟକରେ କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ପିଆଜ । ଯାହା ଏବେ ଖାଉଟିଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।ଆଳୁ ପରେ ଗତ ୨ ମାସ ହେବ…
ଆଜିଠାରୁ ଦେଶରେ ଆଇଫୋନ୍ ୧୬ ସିରିଜ୍ ବିକ୍ରି ଆରମ୍ଭ
ଆଇଫୋନ୍ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ହୋଇଛି । ଆପଲ୍ ଆଜିଠାରୁ ଦେଶରେ ଆଇଫୋନ୍ ୧୬ ସିରିଜ୍ ବିକ୍ରି ଆରମ୍ଭ କରିଛି। ଭାରତରେ ନୂଆ ଆଇଫୋନ୍ ଶୁକ୍ରବାର ସକାଳ ୮ଟାରୁ ଉଭୟ ରିଟେଲ ଓ ଅନଲାଇନ ଷ୍ଟୋରରେ ଉପଲବ୍ଧ ହୋଇଛି । ଏଥର ବଜେଟରେ ଆମଦାନୀ ଶୁଳ୍କ ହ୍ରାସ ହେତୁ କମ୍ପାନୀ ପ୍ରଥମ ଥର ପାଇଁ ପୂର୍ବ…
ଷ୍ଟକ ମାର୍କେଟ ଡାଉନ୍
ଷ୍ଟକ ବଜାରରେ ହ୍ରାସ ଦେଖିବାକୁ ମିଳିଛି । ବିଶେଷକରି ଆଇଟି କମ୍ପାନୀ କ୍ଷେତ୍ରରେ ଏହି ହ୍ରାସ ଦେଖାଯାଇଛି । ଯଦି ଦେଖିବା ହିରୋ ମଟୋକାର୍ପ, ୟୁନାଇଟେଡ୍ ସ୍ପିରିଟ ଏକ ବର୍ଷ ମଧ୍ୟରେ ସର୍ବୋଚ୍ଚସ୍ତରରେ ପହଞ୍ଚିଛି । ଅନ୍ୟପଟେ ବିଏସଇ ସେୟାର ଟ୍ରେଣ୍ଡରେ ରହିଛି । ସେହିପରି ଏଚଡିଏଫସି ବ୍ୟାଙ୍କର…