Browsing Category

Market

All market-related news and information will update here

ଆପଣଙ୍କ ଇଏମଆଇରେ କିଛି ପରିବର୍ତ୍ତନ ହେବ ନାହିଁ: ପୁଣି ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ଭାରତର ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ନୀତି ସୁଧ ହାରରେ କୌଣସି ପରିବର୍ତନ କରିନାହିଁ । ଏହି ଆଭିମୁଖ୍ୟକୁ ନିରପେକ୍ଷ ରଖିବାକୁ ସମସ୍ତ ଏମସିପି ସଦସ୍ୟ ରାଜି ହୋଇଥିଲେ ।  ଅକ୍ଟୋବର 7 ରେ ଆରମ୍ଭ ହୋଇଥିବା ଏମସିପି ବୈଠକରେ ବଜାର ଧ୍ୟାନ ରଖିଥିଲା କାରଣ ଗତ ନଅଟି ବୈଠକ ପାଇଁ…

ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ

ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର ଏକ ସରଳ ସମାଧାନ ପାଲଟିଛି। ଏପରିକି ଏହା ଜରିଆରେ ଉପଭୋକ୍ତା ଅଳଙ୍କାର କ୍ରୟଠାରୁ ଆରମ୍ଭ କରି ଉପହାର ପ୍ରଦାନ ପର୍ଯ୍ୟନ୍ତ ବ୍ୟାପକ ସୁବିଧା ପାଇପାରିବେ।…

ଚୀନ୍ ପାଇଁ ଖସୁଛି ସେୟାର ବଜାର

ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍‌ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍‌ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର…

ଶେୟାର ବଜାର ସୁନାମୀ

ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି…

ଟୋଲ ଟାକ୍ସ ବୃଦ୍ଧି

ପହିଲାରୁ ଗାଡ଼ି ଚାଳକ ମାନଙ୍କୁ ଲାଗିବ ଶକ୍ତ ଝଟକା । ଯାତାୟତ ପାଇଁ ବୃଦ୍ଧି ପାଇବ ଟୋଲ ଟାକ୍ସ । ଏଣିକି ଏକ୍ସପ୍ରେସ-ୱେରେ ଯିବା ଆସିବା ହୋଇଯିବ ଆହୁରି ମହଙ୍ଗା । ଆସନ୍ତାକାଲି ବର୍ଷର ଦଶମ ମାସ ଆରମ୍ଭ ହେବାକୁ ଯାଉଛି । ନୂଆ ମାସ ସହିତ ଟୋଲ ଟାକ୍ସର ନୂଆ ମୂଲ୍ୟ ମଧ୍ୟ ଆରମ୍ଭ ହେବ । ଟୋଲ ଟାକ୍ସ…

ଖସିଲା ଶେୟାର ବଜାର

ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୬୪ (୨୬୪.୨୭) ପଏଣ୍ଟ କମି ୮୫,୫୭୨ (୮୫,୫୭୧.୮୫) ଅଙ୍କରେ କାରବାର ବନ୍ଦ କରିଥିଲା।…

ଶସ୍ତା ହେଲା ଅନଲାଇନ୍ ସପିଙ୍ଗ

ଆଜିଠାରୁ ଇ-କମର୍ସ ପ୍ଲାଟଫର୍ମ Amazon ତରଫରୁ Amazon Great Indian Festival Sales ଏବଂ Flipkart ତରଫରୁ Flipkart Big Billion Days Sale ଆରମ୍ଭ ହୋଇଛି । ତେବେ ଆମାଜନ୍ ଏହି ଅଫର୍ ନିଜର Prime Members ମାନଙ୍କ ପାଇଁ ଉପଲବ୍ଧ କରାଇଥିବା ବେଳେ ଫ୍ଲିପକାର୍ଟ ନିଜ ପ୍ଲାଟଫର୍ମର…

ଶେୟାର ବଜାର କାରବାର

ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାର ବୁଧବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି।ଉଲ୍ଲେଖଯୋଗ୍ୟ, ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ…

ଷ୍ଟକ୍ ବଜାରରେ ଅଧିକ ରୋଜଗାର

ଷ୍ଟକ୍ ବଜାର ଜରିଆରେ ଆୟ କରିବା ନେଇ ସଚେତନତା ବଢ଼ିବା ଓ ଲୋକମାନଙ୍କ ସ୍ମାର୍ଟଫୋନ୍‌ରେ ସହଜରେ ସେହି ସୁବିଧା ମିଳିବା ପରେ ବହୁ ଲୋକ ଟ୍ରେଡିଂରେ ଭାଗ ନେଉଛନ୍ତି। ଅଳ୍ପ ସମୟ ଭିତରେ ଅଧିକ ରୋଜଗାର କରିବା ଲୋଭରେ ରାଜ୍ୟର ହଜାର ହଜାର ଲୋକ ଫ୍ୟୁଚର୍‌ ଆଣ୍ଡ୍‌ ଅପ୍ସନ୍‌ସ (ଏଫ୍‌ ଆଣ୍ଡ୍‌…

ପିଆଜ ଦରରେ ନିଆଁ

ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ ପହଞ୍ଚିଥିବାବେଳେ, କଟକରେ କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ପିଆଜ । ଯାହା ଏବେ ଖାଉଟିଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।ଆଳୁ ପରେ ଗତ ୨ ମାସ ହେବ…