Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Browsing Category
Market
All market-related news and information will update here
ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଅନୁମୋଦନ
ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଜାତୀୟ କମ୍ପାନୀ ଆଇନ ଟ୍ରିବୁନାଲ (ଏନ୍ସିଏଲଟି) ଅନୁମୋଦନ ଦେଇଛି। ଫଳରେ ଉଭୟ ଟାଟା ଗ୍ରୁପ୍ ବିମାନସେବା ସଂସ୍ଥାର ମିଶ୍ରଣ ଆଉ ଏକ ପାଦ ଆଗକୁ ଯାଇଛି। ୨୦୨୨ ନଭେମ୍ବରରେ ପ୍ରଥମେ ଏହି ମିଶ୍ରଣ ନେଇ ଘୋଷଣା ହୋଇଥିଲା। ଭିସ୍ତାରାର ୪୯% ଅଂଶଧନ ସିଙ୍ଗାପୁର…
ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ଉପରମୁହାଁ
ଗତ କିଛିମାସ ହେଲା ଡାଲି ଦର ଲଗାତାର ବୃଦ୍ଧି ପାଇ ଆସୁଛି। ଏବେ ଏଥିରେ ଚାଉଳ, ତେଲ ଏବଂ ଗହମ ଜାତୀୟ ଉତ୍ପାଦ ଯଥା ଅଟା, ସୁଜି ଏବଂ ମଇଦା ଆଦି ଯୋଡ଼ି ହୋଇଯାଇଛି। ଭୁବନେଶ୍ବରରେ ପାଇକାରୀ ବଜାରରେ ଚାଉଳ ଦର ଇତିମଧ୍ୟରେ କ୍ବିଣ୍ଟାଲ ପିଛା ୩୦୦ରୁ ୪୦୦ ଟଙ୍କା ବା କିଲୋପିଛା ୩ରୁ ୪ ଟଙ୍କା…
ଶେୟାର ବଜାରରେ ଉତ୍ସାହ
୨୦୨୪ ନିର୍ବାଚନ ଫଳାଫଳ ଘୋଷଣା ପରେ ପରେ ଘରୋଇ ଶେୟାର ବଜାର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇ ସେନ୍ସେକ୍ସ ୭୫,୦୦୦ (୭୫,୦୭୪.୫୧) ଅଙ୍କରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ଶେୟାର ବଜାରର…
ଭିଭୋ ଆଣିଲା ଭାରତର ସବୁଠୁ ପତଳା ଫୋଲ୍ଡିଂ ଫୋନ୍, ଜାଣନ୍ତୁ ଦାମ୍ ଓ ଫିଚର୍ସ
ଭିଭୋର ପ୍ରଥମ ଏଆଇ ଫିଚର୍ସ ବିଶିଷ୍ଟ ଫୋଲ୍ଡିଂ ସ୍ମାର୍ଟଫୋନ୍ ଭିଭୋ ଏକ୍ସ ଫୋଲ୍ଡ୩ ପ୍ରୋର ଆଜି ବଜାର ପ୍ରବେଶ ହୋଇଛି । କମ୍ପାନୀ ସୂଚନା ଅନୁସାରେ ଏହା ଭାରତର ସବୁଠୁ ପତଳା ଓ ହାଲୁକା ବନ୍ଦ ହୋଇପାରୁଥିବା ସ୍ମାର୍ଟଫୋନ୍ । କ୍ୟାମେରା କଥା କହିବା ତ ଏଥିରେ ଜାଏସ୍ ଟେଲିଫୋଟୋ କ୍ୟାମେରା ରହିଛି ।…
ପାୱାର ପ୍ୟାକ୍ଡ ଯୁବା ୫ଜି
ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍ର ନୂତନ ଉତ୍ପାଦ ଯୁବା ୫ଜି (ପାୱାର ପ୍ୟାକ୍ଡ ଯୁବା ୫ଜି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଦୁଇଟି ମେମୋରି ଭାରିଆଣ୍ଟରେ ଉନ୍ମୋଚନ ହୋଇଥିବା ଯୁବା ୫ଜିରେ ଅତ୍ୟାଧୁନିକ ଫିଚର ସହ ଉତ୍କୃଷ୍ଟ ବ୍ୟାଟେରି ବ୍ୟାକ୍ଅପ୍, ଦ୍ରୁତ ଏବଂ…
ଟ୍ରେଣ୍ଡସ୍ର ରଜ ମଉଜ
ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ନିମନ୍ତେ ଏଭଳି ଏକ ଅଭିନବ କାର୍ଯ୍ୟକ୍ରମ ବ୍ରାଣ୍ଡ୍ ପକ୍ଷରୁ ଶୁଭାରମ୍ଭ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟ୍ରେଣ୍ଡସ୍ର ରଜ ଅଭିଯାନ ୨୦୨୪ ଜୁନ୍ ୧ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଟ୍ରେଣ୍ଡସ୍ର ରଜ ମଉଜ ଏବଂ ଶ୍ରେଷ୍ଠ ରଜ ଲୁକ୍ସ…
ରୁଷ୍ରୁ ବଢ଼ୁଛି ତେଲ ଦର
ୟୁକ୍ରେନ ଉପରେ ରୁଷ୍ ସାମରିକ ଆକ୍ରମଣ ୨୦୨୨ ଫେବ୍ରୁଆରିରୁ ଆରମ୍ଭ କରିବା ପରଠାରୁ ଭାରତ ଏହି ଦେଶରୁ ଅଧିକ ତେଲ ଆମଦାନି କରୁଛି। ଏପ୍ରିଲ ମାସରେ ଭାରତ ସବୁଠୁ ଅଧିକ ତେଲ ରୁଷ୍ରୁ କିଣିଥିବାବେଳେ ଏହା ପଛକୁ ଇରାକ ଓ ସାଉଦି ଆରବ ରହିଛନ୍ତି। ଭାରତ ବିଶ୍ବର ତୃତୀୟ ବୃହତ୍ ତେଲ ବ୍ୟବହାରକାରୀ ଏବଂ…
ସୁନା ଦରରେ ଲାଗିଛି ନିଆଁ
ପ୍ରତିଦିନ ନୂଆ ରେର୍କଡ କରୁଛି ସୁନା । ଦିଲ୍ଲୀ ଏନସିଆର ଅନ୍ତର୍ଗତ ସୁନା ବଜାର ରେ ବର୍ତ୍ତମାନର ସୁନାର ମୂଲ୍ୟ ୧୦ ଗ୍ରାମ ୭୩.୪୭୦ ରହିଛି । ଯାହାକି ବର୍ତ୍ତମାନ ବଜାରରେ ଅଧିକ ଦର ରହିଛି । କେବଳ ସୁନା ଦର ନୁହେଁ ରୂପାର ଦର ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି ।ରୂପାର ମୂଲ୍ୟ ବର୍ତ୍ତମାନ…
ପାନାସୋନିକ୍ର ନୂତନ ଏସି ରେଞ୍ଜ
ଦେଶର ପ୍ରମୁଖ ବୈଦ୍ୟୁତିକ ସାମଗ୍ରୀ ଉତ୍ପାଦକ ତଥା ବିବିଧ ଟେକ୍ନୋଲୋଜି କମ୍ପାନୀ ପାନାସୋନିକ୍ ଲାଇଫ୍ ସଲ୍ୟୁସନ୍ସ ଇଣ୍ଡିଆ (ପିଏଲ୍ଏସ୍ଆଇଏନ୍ଡି)ର ନୂତନ ଏୟାର କଣ୍ଡିସନର(ଏସି)ର ୨୦୨୪-ଲାଇନ ଅପର ଉନ୍ମୋଚନ ସହ ଓଡ଼ିଶା ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍ର…
ସେନ୍ସେକ୍ସ, ପ୍ରଥମ ଥର ପାଇଁ ୭୫,୦୦୦ ପାର
ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ସପ୍ତାହ କାରବାରର ୩ୟ ଦିନରେ ଘରୋଇ ଶେୟାର ବଜାର ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଶେୟାର ବଜାରର କାରବାର ସର୍ବୋଚ୍ଚସ୍ତରରେ ପହଞ୍ଚଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇ ସେନ୍ସେକ୍ସ ଦୀର୍ଘ ବର୍ଷ ପରେ ପ୍ରଥମ ଥର ପାଇଁ…