Browsing Category

Market

All market-related news and information will update here

ଗରମ କାରଣରୁ ଗାଡ଼ି ‌ସୋ’ରୁମ୍‌ରେ ଗ୍ରାହକଙ୍କ ଭିଡ଼ ୧୮% ହ୍ରାସ

ଚଳିତ ବର୍ଷ ମେ’ ମାସରେ ଗାଡ଼ି ବିକ୍ରି ଗୁରୁତର ଭାବେ ପ୍ରଭାବିତ ହୋଇଛି। କାର୍ ଓ ଟ୍ରାକ୍ଟର ବିକ୍ରି ହ୍ରାସ ପାଇଛି। ପ୍ରବଳ ଗରମ କାରଣରୁ ‌ସୋ’ରୁମ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ୧୮% ହ୍ରାସ ପାଇଥିଲା। ଗରମ ସାଙ୍ଗକୁ ‌ନିର୍ବାଚନ ତାତି ଗାଡ଼ି ବିକ୍ରିକୁ ଆହୁରି ପ୍ରଭାବିତ କରିଥିଲା। ଗାଡ଼ି…

ମୋଦୀଙ୍କ ତୃତୀୟ ପାଳିରେ ବଡ଼ ଅର୍ଥନୈତିକ ସଂସ୍କାର ପ୍ରକ୍ରିୟା ଜାରି ରହିବ

ମୋଦୀଙ୍କ ତୃତୀୟ ପାଳିରେ ବଡ଼ ଅର୍ଥନୈତିକ ସଂସ୍କାର ପ୍ରକ୍ରିୟା ଜାରି ରହିବ। ଅର୍ଥନୀତିଜ୍ଞମାନେ କହିଛନ୍ତି ଯେ ୨୦୨୪ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଲାଗି ମୋଦୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାହା ପୂରଣ କରିବାକୁ ହେଲେ ଭିତ୍ତିଭୂମି, ଶ୍ରମ ଓ ମାନୁଫାକ୍‌ଚରିଂ…

ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଅନୁମୋଦନ

ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଜାତୀୟ କମ୍ପାନୀ ଆଇନ ଟ୍ରିବୁନାଲ (ଏନ୍‌ସିଏଲଟି) ଅନୁମୋଦନ ଦେଇଛି। ଫଳରେ ଉଭୟ ଟାଟା ଗ୍ରୁପ୍‌ ବିମାନସେବା ସଂସ୍ଥାର ମିଶ୍ରଣ ଆଉ ଏକ ପାଦ ଆଗକୁ ଯାଇଛି। ୨୦୨୨ ନଭେମ୍ବରରେ ପ୍ରଥମେ ଏହି ମିଶ୍ରଣ ନେଇ ଘୋଷଣା ହୋଇଥିଲା। ଭିସ୍ତାରାର ୪୯% ଅଂଶଧନ ସିଙ୍ଗାପୁର…

ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ଉପରମୁହାଁ

ଗତ କିଛିମାସ ହେଲା ଡାଲି ଦର ଲଗାତାର ବୃଦ୍ଧି ପାଇ ଆସୁଛି। ଏବେ ଏଥିରେ ଚାଉଳ, ତେଲ ଏବଂ ଗହମ ଜାତୀୟ ଉତ୍ପାଦ ଯଥା ଅଟା, ସୁଜି ଏବଂ ମଇଦା ଆଦି ଯୋଡ଼ି ହୋଇଯାଇଛି। ଭୁବନେଶ୍ବରରେ ପାଇକାରୀ ବଜାରରେ ଚାଉଳ ଦର ଇତିମଧ୍ୟରେ କ୍ବିଣ୍ଟାଲ ପିଛା ୩୦୦ରୁ ୪୦୦ ଟଙ୍କା ବା କିଲୋପିଛା ୩ରୁ ୪ ଟଙ୍କା…

ଶେୟାର ବଜାରରେ ଉତ୍ସାହ

୨୦୨୪ ନିର୍ବାଚନ ଫଳାଫଳ ଘୋଷଣା ପରେ ପରେ ଘରୋଇ ଶେୟାର ବଜାର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ୭୫,୦୦୦ (୭୫,୦୭୪.୫୧) ଅଙ୍କରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ଶେୟାର ବଜାରର…

ଭିଭୋ ଆଣିଲା ଭାରତର ସବୁଠୁ ପତଳା ଫୋଲ୍ଡିଂ ଫୋନ୍, ଜାଣନ୍ତୁ ଦାମ୍ ଓ ଫିଚର୍ସ

ଭିଭୋର ପ୍ରଥମ ଏଆଇ ଫିଚର୍ସ ବିଶିଷ୍ଟ ଫୋଲ୍ଡିଂ ସ୍ମାର୍ଟଫୋନ୍ ଭିଭୋ ଏକ୍ସ ଫୋଲ୍ଡ୩ ପ୍ରୋର ଆଜି ବଜାର ପ୍ରବେଶ ହୋଇଛି । କମ୍ପାନୀ ସୂଚନା ଅନୁସାରେ ଏହା ଭାରତର ସବୁଠୁ ପତଳା ଓ ହାଲୁକା ବନ୍ଦ ହୋଇପାରୁଥିବା ସ୍ମାର୍ଟଫୋନ୍ । କ୍ୟାମେରା କଥା କହିବା ତ ଏଥିରେ ଜାଏସ୍ ଟେଲିଫୋଟୋ କ୍ୟାମେରା ରହିଛି ।…

ପାୱାର ପ୍ୟାକ୍‌ଡ ଯୁବା ୫ଜି

ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ନୂତନ ଉତ୍ପାଦ ଯୁବା ୫ଜି (ପାୱାର ପ୍ୟାକ୍‌ଡ ଯୁବା ୫ଜି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଦୁଇଟି ମେମୋରି ଭାରିଆଣ୍ଟରେ ଉନ୍ମୋଚନ ହୋଇଥିବା ଯୁବା ୫ଜିରେ ଅତ୍ୟାଧୁନିକ ଫିଚର ସହ ଉତ୍କୃଷ୍ଟ ବ୍ୟାଟେରି ବ୍ୟାକ୍‌ଅପ୍‌, ଦ୍ରୁତ ଏବଂ…

ଟ୍ରେଣ୍ଡସ୍‌ର ରଜ ମଉଜ

ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ନିମନ୍ତେ ଏଭଳି ଏକ ଅଭିନବ କାର୍ଯ୍ୟକ୍ରମ ବ୍ରାଣ୍ଡ୍‌ ପକ୍ଷରୁ ଶୁଭାରମ୍ଭ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟ୍ରେଣ୍ଡସ୍‌ର ରଜ ଅଭିଯାନ ୨୦୨୪ ଜୁନ୍‌ ୧ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଟ୍ରେଣ୍ଡସ୍‌ର ରଜ ମଉଜ ଏବଂ ଶ୍ରେଷ୍ଠ ରଜ ଲୁକ୍ସ…

ରୁଷ୍‌ରୁ ବଢ଼ୁଛି ତେଲ ଦର

ୟୁକ୍ରେନ ଉପରେ ରୁଷ୍‌ ସାମରିକ ଆକ୍ରମଣ ୨୦୨୨ ଫେବ୍ରୁଆରିରୁ ଆରମ୍ଭ କରିବା ପରଠାରୁ ଭାରତ ଏହି ଦେଶରୁ ଅଧିକ ତେଲ ଆମଦାନି କରୁଛି। ଏପ୍ରିଲ ମାସରେ ଭାରତ ସବୁଠୁ ଅଧିକ ତେଲ ରୁଷ୍‌ରୁ କିଣିଥିବାବେଳେ ଏହା ପଛକୁ ଇରାକ ଓ ସାଉଦି ଆରବ ରହିଛନ୍ତି। ଭାରତ ବିଶ୍ବର ତୃତୀୟ ବୃହତ୍ ତେଲ ବ୍ୟବହାରକାରୀ ଏବଂ…

ସୁନା ଦରରେ ଲାଗିଛି ନିଆଁ

ପ୍ରତିଦିନ ନୂଆ ରେର୍କଡ କରୁଛି ସୁନା । ଦିଲ୍ଲୀ ଏନସିଆର ଅନ୍ତର୍ଗତ ସୁନା ବଜାର ରେ ବର୍ତ୍ତମାନର ସୁନାର ମୂଲ୍ୟ ୧୦ ଗ୍ରାମ ୭୩.୪୭୦ ରହିଛି । ଯାହାକି ବର୍ତ୍ତମାନ ବଜାରରେ ଅଧିକ ଦର ରହିଛି । କେବଳ ସୁନା ଦର ନୁହେଁ ରୂପାର ଦର ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି ।ରୂପାର ମୂଲ୍ୟ ବର୍ତ୍ତମାନ…